ଦେଢ଼କୋଟିରୁ କୋଭିଡ୍ ଯୋଦ୍ଧା ଖାଇଲେ ୯୮.୫ ଲକ୍ଷ
କେନ୍ଦ୍ରାପଡ଼ା ଅଫିସ,୧୬।୧୧: କୋଭିଡ୍-୧୯ ପରିଚାଳନା ପାଇଁ କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରୁ ଏପ୍ରିଲ ୯ରୁ ଅକ୍ଟୋବର ୨୨ ପର୍ଯ୍ୟନ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିକଟକୁ ୧,୫୦,୬୪,୧୧୧ଟଙ୍କା ପଠାଯାଇଛି। ଏଥିରୁ କୋଭିଡ୍ ଯୋଦ୍ଧାଙ୍କ ଖାଇବା ପାଇଁ ୯୮,୫୨,୫୩୦ ଟଙ୍କା ଅର୍ଥାତ ୬୫ ପ୍ରତିଶତ ଖର୍ଚ୍ଚ…
ମନ୍ଦିର ଖୋଲିବା ଦାବିରେ ଶଙ୍କରାଚାର୍ଯ୍ୟଙ୍କୁ ଗୁହାରି
ପୁରୀ ଅଫିସ,୧୬।୧୧: ମହାମାରୀ କରୋନା ପାଇଁ ଦୀର୍ଘ ୮ମାସ ହେବ ରାଜ୍ୟର ବିଭିନ୍ନ ମନ୍ଦିରକୁ ଭକ୍ତଙ୍କୁ ଛଡ଼ାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ସେବାୟତ ଓ ପୂଜକଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି। ସେମାନଙ୍କ ଚଳିବା କଷ୍ଟକର ହୋଇପଡ଼ିଛି।…
ଦୁଇ କଲେଜରେ ଅଧ୍ୟାପନା ମହଙ୍ଗା ପଡ଼ିଲା: ଦରମା ପ୍ରତ୍ୟାହାର ନିର୍ଦ୍ଦେଶ ଦେଲେ ଆର୍ଡିଇ
ଯାଜପୁର ଅଫିସ,୧୬।୧୧: ଯାଜପୁର ଜିଲାରେ ଜଣେ ଅଧ୍ୟାପକ ଦୁଇଟି କଲେଜରେ ଚଞ୍ଚକତାପୂର୍ଣ୍ଣ ନିଯୁକ୍ତି ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ(ଆରଡିଇ) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆରଡିଇ ତାଙ୍କ ନିର୍ଦ୍ଦେଶ ସଂଖ୍ୟା ୭୨୫୫/୨୯ା୧୦ା୨୦୨୦ରେ ଦରମା ବାବଦକୁ ପ୍ରଦାନ କରାଯାଇଥିବା…
ଚାପିଦେଲେ ନା ଭୁଲିଗଲେ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ରୋକିବା ସହ ଜଙ୍ଗଲ ସୁରକ୍ଷା ଓ ଅପରାଧୀ ଦମନ ପାଇଁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଢାଞ୍ଚାରେ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ (ଏସ୍ଏସ୍ଏଫ୍) ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୧୨ ବର୍ଷ…
ଓଡ଼ିଶା ଷ୍ଟାର୍ଟଅପ୍ ଲିଡ୍ର
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଜାତୀୟସ୍ତରରେ ଷ୍ଟାର୍ଟଅପ୍ ଲିଡ୍ର ସ୍ବୀକୃତି ହାସଲ କରିବାରେ ଓଡ଼ିଶା ସଫଳ ହୋଇପାରିଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇଥିବା ଷ୍ଟାର୍ଟଅପ୍ ର଼୍ୟାଙ୍କିଙ୍ଗ୍ରେ ଓଡ଼ିଶାକୁ ଏହି ସ୍ଥାନ ମିଳିଛି। ଏହା ମଧ୍ୟରେ ରାଜ୍ୟର ଷ୍ଟାର୍ଟଅପ୍ ସଂଖ୍ୟା ୭୭୪କୁ ବୃଦ୍ଧି ପାଇଛି। ଏଥିରେ…
ବିଦେଶକୁ ଚାଲିଯାଉଛି କଞ୍ଚାମାଲ: ମୁହଁ ଫେରାଇଲେଣି ୯ ଷ୍ଟିଲ୍ କମ୍ପାନୀ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପର ଉନ୍ନତି ଏବଂ ଏ କ୍ଷେତ୍ରରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନା ଆଣୁଛନ୍ତି। ନୂତନ ଶିଳ୍ପ ନୀତିରୁ ଆରମ୍ଭକରି ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ସେକ୍ଟର ପାଇଁ ସ୍ବତନ୍ତ୍ର ନୀତି ପ୍ରଣୟନ…
ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ ୫୪,…
ବିକିନୀ ପିନ୍ଧି ସମୁଦ୍ରକୂଳରେ ନଜର ଆସିଲେ ଦିଶା: ପ୍ରଶଂସକ କହିଲେ…
ମୁମ୍ବାଇ,୧୫।୧୧-ବଲିଉଡ ଅଭିନେତ୍ରୀ ଦିଶା ପଟାନୀ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ ଦିଶା ନିଜର ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ସମୁଦ୍ର କୂଳରେ…
କରୋନାରେ ପ୍ରସିଦ୍ଧ କାର ରେସର ଜିମ ପେସ୍ଙ୍କ ପରଲୋକ
ନ୍ୟୁୟର୍କ, ୧୫।୧୧-ମହାମାରୀ କରୋନାରେ ପ୍ରାଣ ହରାଇଛନ୍ତି ପ୍ରସିଦ୍ଧ କାର ରେସର ଜିମ ପେସ୍। ୫୯ ବର୍ଷ ବୟରେ ପେସ ଗତ ୧୩ ତାରିଖରେ ମେମ୍ଫିସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। ୧୯୬୧ରେ…
ମହାନଦୀରୁ ଉଦ୍ଧାର ହେଲେ ଏହି ଓଲିଉଡ ଅଭିନେତାଙ୍କ ସ୍ତ୍ରୀ
କଟକ ଅଫିସ,୧୫।୧୧-କଟକ ମଧୁସୂଦନ ସେତୁ ନିକଟ ମହାନଦୀରୁ ଓଲିଉଡ୍ର ଅଭିନେତା ଅମ୍ଳାନ ଦାସଙ୍କ ସ୍ତ୍ରୀ ଭୂମିକାଙ୍କୁ ଉଦ୍ଧାର କରାଯାଇଛି। ପରେ ମେଡିକାଲରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସିଡିଏ ଫେଜ୍-୨ ଥାନାକୁ ଆଣି ପଚରାଉଚରା କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ଥିବା…
ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସର ଏହି ବରିଷ୍ଠ ନେତା
ନୂଆଦିଲ୍ଲୀ,୧୫।୧୧-ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଗୁରଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ନେଇ ତାଙ୍କ ପୁଅ ଫୈଶାଲ ପଟେଲ ରବିବାର ଟୁଇଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କ…
ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ କରୋନା
ମଣିପୁର,୧୫।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଏନ. ବିରେନ ସିଂ। ଏ ନେଇ ରବିବାର ବିରେନ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। କରୋନାର ଲକ୍ଷଣ ଦେଖାଯିବା ପରେ ସେ କୋଭିଡ ଟେଷ୍ଟ କରାଇଥିଲେ। ପରେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ…
Archives


