ଆମ୍ବଗଛ ତଳେ ବାଇକ୍ ରଖି ଝୁଲିପଡ଼ିଲେ ଯୁବକ, କେଉଁ ପରିସ୍ଥିତିରେ ସେ…
ରାୟଗଡ଼ା,୮ା୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କାଣିଯୋଡ଼ି ଆମ୍ବତୋଟା ନିକଟରେ ଏକ ଆମ୍ବଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ। ଗଛ ତଳେ ନିଜର…
ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ
ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି।…
IPL 2026ରୁ ବ୍ୟାନ୍ ହେବ ଆର୍ସିବି? BCCI ନେଇପାରେ ବଡ଼ ନିଷ୍ପତ୍ତି, କାହିଁକି ଜାଣନ୍ତୁ…
ନୂଆଦିଲ୍ଲୀ,୮।୬: IPL ୨୦୨୫ ଟାଇଟଲ ଜିତିବା ପରେ, ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ବିଜୟ ପରେଡ ଏବଂ ମହାଉତ୍ସବ ପାଇଁ ପ୍ରସ୍ତୁତି କରାଯାଇଥିଲା। ଏହି ସମୟରେ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇଥିଲା। ଯେଉଁଥିରେ ୧୧ ଜଣଙ୍କ…
ସୁଟକେସ୍ରୁ ମିଳିଲା ୯ ବର୍ଷର ନାବାଳିକାଙ୍କ ମୃତଦେହ, ଆଘାତ କହୁଛି ବଳାତ୍କାର ପରେ ହତ୍ୟାର ନିର୍ମମ କାହାଣୀ…
ନୂଆଦିଲ୍ଲୀ,୮।୬: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ଘଟିଛି। ଉତ୍ତର ପୂର୍ବ ଦିଲ୍ଲୀର ଦୟାଲପୁର ଥାନା ଅନ୍ତର୍ଗତ ନେହେରୁ ବିହାରରେ ଜଣେ ୯ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ଏକ ବନ୍ଦ ଘର ଭିତରୁ…
ଶାହିଦ ଆଫ୍ରିଦିଙ୍କ ପରଲୋକ, କରାଚିରେ ଦିଆଗଲା କବର? ପାକିସ୍ତାନୀ ଗଣମାଧ୍ୟମର Videoକୁ ନେଇ ହଇଚଇ…
ଇସଲାମାବାଦ,୮।୬: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର ଅଲରାଉଣ୍ଡର ଶାହିଦ ଖାନ ଆଫ୍ରିଦିଙ୍କ ବିଷୟରେ ଏକ ଚାଞ୍ଚଲ୍ୟକର ଦାବି କରାଯାଉଛି। ପାକିସ୍ତାନୀ ଗଣମାଧ୍ୟମର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କୁହାଯାଇଛି ଯେ ଆଫ୍ରିଦିଙ୍କ ପରଲୋକ ହୋଇଛି। ଏହି…
କଲମ୍ବିଆ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସର୍ବସାଧାରଣରେ ଆକ୍ରମଣ: ମୁଣ୍ଡକୁ ଗୁଳି, ଆଇସିୟୁରେ ଭର୍ତ୍ତି
ବୋଗୋଟା,୮।୬: କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ ଉରିବେଙ୍କୁ ଏଠାରେ ଏକ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମ ସମୟରେ ଗୁଳି କରାଯାଇଛି। ଏହି ଆକ୍ରମଣରେ ଉରିବେ ଗୁରୁତର ହୋଇଛନ୍ତି। ତାଙ୍କ ମୁଣ୍ଡରେ ମଧ୍ୟ ଗୁଳି ବାଜିଛି। ଏହା ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଏକ…
ଡାର୍କ ପାଟର୍ନ କ’ଣ? ଯେଉଁଥିରୁ ଇ-କମର୍ସ ପ୍ଲାଟ୍ଫର୍ମ ମୁକ୍ତ ହେବାକୁ ‘ସିସିପିଏ’ ଜାରି କଲା ଆଡ୍ଭାଇଜରି…
ନୂଆଦିଲ୍ଲୀ, ୮।୬: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ସମସ୍ତ ଇ-କମର୍ସ ପ୍ଲାଟ୍ଫର୍ମଗୁଡ଼ିକୁ ବିଭ୍ରାନ୍ତିକର ଏବଂ ଅନୁଚିତ ବାଣିଜ୍ୟ ଅଭ୍ୟାସରେ ଲିପ୍ତ ନ ରହିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଶନିବାର ଖାଉଟି ବ୍ୟାପାର, ଖାଦ୍ୟ…
ଏଲନ ମସ୍କଙ୍କ ୟୁଟର୍ନ…ପୁଣି ଟ୍ରମ୍ପ୍ଙ୍କ ସହ ଏକାଠି ହେବେ ବୋଲି ଚର୍ଚ୍ଚା
ଓ୍ବାଶିଂଟନ,୮ା୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକଦା ଅତି ଘନିଷ୍ଠ ସହଯୋଗୀ ରହିଥିବାବେଳେ ଏବେ ସେମାନଙ୍କ ମଧ୍ୟରେ ବ୍ରେକ୍ଅପ୍ ହୋଇଯାଇଛି। ସେମାନେ ପରସ୍ପର ବିରୋଧରେ ପୋଷ୍ଟ କରିବା ସହ ଧମକ ଦେବାକୁ…
ଫେରିଲା କରୋନା ମାର୍ଗଦର୍ଶିକା: ଅକ୍ସିଜେନ, ଭେଣ୍ଟିଲେଟର ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୭ା୬: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ ମଧ୍ୟ ବିଭିନ୍ନ ଜିଲାକୁ କରୋନା ବ୍ୟାପିବାରେ ଲାଗିଛି। ସ୍ଥିତି ବିଗିଡିଯାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡିକ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ରାଜ୍ୟଗୁଡିକ ଅକ୍ସିଜେନ ସିଲିଣ୍ଡର, ଆଇସୋଲେଶନ୍…
ଅପମାନିତ ହେଲା ପାକିସ୍ତାନ! ଆମେରିକା ସାଂସଦ କହିଲେ ପ୍ରଥମେ ‘ଜୈଶ-ଏ-ମହମ୍ମଦ ଉପରେ ଆକ୍ସନ ନିଅ’
ଓ୍ବାଶିଂଟନ,୭।୬: ଅପରେଶନ ସିନ୍ଦୂର ପରେ, ଭାରତ ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନର ପର୍ଦ୍ଦାଫାସ କରିବା ପାଇଁ ବିଦେଶରେ ଏକ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇଥିଲା। ଏହାକୁ ନକଲ କରି, ପାକିସ୍ତାନ ବିଲାୱଲ ଭୁଟ୍ଟୋଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଧ୍ୟ ଆମେରିକାକୁ ପଠାଇଥିଲା,…
ରୁଷିଆର ପ୍ରତିଶୋଧ, ୟୁକ୍ରେନ ଉପରେ ଶହ ଶହ ଡ୍ରୋନ୍-କ୍ଷେପଣାସ୍ତ୍ର ମାଡ଼, ଧ୍ୱଂସ ହେଲା…
କ୍ୱିଭ,୭।୬: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ପୁଣି ଥରେ ସାଧାରଣ ନାଗରିକଙ୍କ ଜୀବନକୁ ଦୋହଲାଇ ଦେଇଛି। ଶୁକ୍ରବାର ସକାଳେ ରୁଷିଆ ୟୁକ୍ରେନର ଅନେକ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ କରିଥିଲା, ଯେଉଁଥିରେ ଖାରକିଭ ସବୁଠାରୁ ଅଧିକ ପ୍ରଭାବିତ…
ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ପହଞ୍ଚି ଯୁବକ ବଖାଣିଲେ ହତ୍ୟାର ଲୋମ ଟାଙ୍କୁରା କାହାଣୀ
ବେଙ୍ଗାଲୁରୁ,୭।୬: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରୁ ଏକ ଅତ୍ୟନ୍ତ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ଆଙ୍କେଲ ଅଞ୍ଚଳରେ ରହୁଥିବା ଜଣେ ୨୮ବର୍ଷୀୟ ଯୁବକ ତାଙ୍କ ପତ୍ନୀଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରି ତାଙ୍କ ମୁଣ୍ଡ କାଟି ଦେଇଥିଲେ। କେବଳ ଏତିକି ନୁହେଁ,…
Archives


