ଟୁଇଟର୍କୁ ନୋଟିସ୍ ପଠାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୩।୧୧: ଲେହକୁ ଲଦାଖ ପରିବର୍ତ୍ତେ ଜମ୍ମୁ-କଶ୍ମୀରର ଏକ ଅଂଶ ଦେଖାଇବାକୁ ନେଇ କେନ୍ଦ୍ର ସରକାର ଟୁଇଟରକୁ ନୋଟିସ ଜାରି କରିଛନ୍ତି ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ନଭେମ୍ବର ୯ରେ…
ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ରହିଗଲେ ଅବିବାହିତ
ମୁମ୍ବାଇ: ବଲିଉଡ୍ର ସବୁଠୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜୁହି ଚାଓ୍ବଲା ଅନ୍ୟତମ। ଅଭିନୟ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଜୁହିଙ୍କର ଆଜି ଜନ୍ମଦିନ। ସେ ୫୩ ବର୍ଷ ବୟସରେ ପାଦ ଦେଇଛନ୍ତି। ୧୯୬୭ ନଭେମ୍ବର ୧୩ରେ ପଞ୍ଜାବରେ ଜନ୍ମ ହୋଇଥିଲେ ଜୁହି।…
ଭାଣିଜୀକୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା!
ବଲିଉଡ୍ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଭୁ ଦେବା ରିଲେଶନ୍ସିପ୍କୁ ନେଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆଶିଛନ୍ତି। ପ୍ରଭୁ ପୁଣିଥରେ ପ୍ରେମରେ ପଡ଼ିଯାଇଛନ୍ତି। ଖୁବ୍ଶୀଘ୍ର ସେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ଗ୍ରୁପ୍ ଡ୍ୟାନ୍ସରଭାବେ ନିଜର କ୍ୟାରିୟର ଆରମ୍ଭ କରିଥିବା ପ୍ରଭୁଙ୍କ…
ଗାଈ ପାଟିରେ ବାଣ ପୂରାଇଦେଲେ ଅସାମାଜିକ ବ୍ୟକ୍ତି, ଆଉ ତା’ପରେ…
ଜୟପୁର,୧୩।୧୧: ରାଜସ୍ଥାନର ପାଲି ଜିଲାର ମାରୱାଡ ଜଙ୍କସନ ସବଡିଭିଜନରେ ଏକ ଗାଈ ସହ ଘୃଣ୍ୟ କାର୍ଯ୍ୟକଳାପ ସାମ୍ନାକୁ ଆସିଛି। କିଛି ଅସାମାଜିକ ବ୍ୟକ୍ତି ଗାଈ ପାଟିରେ ବାଣ ରଖିଦେବାରୁ ତାହା ଫାଟିଯାଇଛି। ଫଳରେ ଗାଈଟି ଗୁରୁତର ଆହତ ହୋଇଛି। ମାମଲାର ସମ୍ବେଦନଶୀଳତା…
ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…
ଆଜି ରାଜ୍ୟରେ ୧୦୧୮ ପଜିଟିଭ୍ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୫ ଜଣ ଚିହ୍ନଟ…
କାମେଶ୍ୱର ଚୌପାଲ ହୋଇପାରନ୍ତି ବିହାର ଉପମୁଖ୍ୟମନ୍ତ୍ରୀ
ପାଟନା,୧୩।୧୧: ବିହାରରେ ବିଧାନସଭା ନିର୍ବାଚନର ଫଳାଫଳ ସହିତ ସରକାର ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରାବର ଏନଡିଏ ନେତାମାନେ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାରଙ୍କ ନାମ ସ୍ପଷ୍ଟ କରାଯିବ। କୁହାଯାଉଛି ଯେ,…
ମହିଳା ଆଙ୍କରଙ୍କ ଓଢଣୀ ଟାଣିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଆଇପିଏଲ୍ ୨୦୨୦ ଶେଷ ହୋଇଛି। ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ୍ ହୋଇଛି। ଚଳିତ ଟୁର୍ନାମେଣ୍ଟରେ ଅନେକ ଖେଳାଳି ନିଜର ସ୍ବତନ୍ତ୍ର ଛାପ ଛାଡିବାରେ ସକ୍ଷମ ହୋଇଛନ୍ତି। ଏହି ଲିଗ୍ରେ ଅଂଶଗ୍ରହଣ କରିଥିବା ଭାରତର ଅନେକ ଯୁବ ଖେଳାଳିଙ୍କୁ ଆଗାମୀ…
୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର
ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମି ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ, ହ୍ରଦ, ମାର୍କେଟ…
ପିପିଲି ଉପନିର୍ବାଚନ: ଅଧିକ ୭୭ ବୁଥ୍ ହେବ
ପୁରୀ ଅଫିସ,୧୩।୧୧: ଆଗକୁ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲିପଡ଼ିଛି। ୬ମାସ ଭିତରେ ନିର୍ବାଚନ ହେବାକୁ ନିୟମ ରହିଥିବାରୁ ଆସନ୍ତା ଏପ୍ରିଲ ୩ ତାରିଖ ସୁଦ୍ଧା ଏଠାରେ ଭୋଟ କରାଯିବ।…
ଧାନ ଫସଲ ନଷ୍ଟ କରୁଛନ୍ତି ବାର୍ହା: ଜମିରେ ମଞ୍ଚା ବାନ୍ଧି ଜଗୁଛନ୍ତି ଚାଷୀ
ମହାକାଳପଡା,୧୩ା୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗହୀରମଥା ସଂଲଗ୍ନ ଗ୍ରାମଗୁଡିକରେ ବାର୍ହା ଉପଦ୍ରବ ଦେଖିବାକୁ ମିଳୁଛି। ବାର୍ହା ପଲ ମୁହଁ ଅନ୍ଧାର ହେଲା ପରେ ଜମିରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଫସଲକୁ ବାର୍ହା କବଳରୁ ରକ୍ଷା କରିବାକୁ…
ସମସ୍ୟାରେ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର
ରସୁଲପୁର,୧୩।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଧୀନ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍ସି) ଅଧୀନରେ ପରିଚାଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର(ପିଏଚ୍ସି)ରେ ନାନା ସମସ୍ୟା ଲାଗିରହିଛି। ହେଲେ ପ୍ରଶାସନିକ ଦୃଷ୍ଟି ଦିଆଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏଦିଗରେ ସୁଧାର ଆଣିବା ପାଇଁ…
Archives


