ଭୁବନେଶ୍ୱରରେ ଜିଗଲୋ ର଼୍ୟାକେଟ
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କେତେକ ଯୁବକ ଜିଗଲୋ(କଲ୍ ବୟ) ସାଜି ମହିଳାଙ୍କ ଯୌନ ଲାଳସା ମେଣ୍ଟାଉଛନ୍ତି। ଏହି ର଼୍ୟାକେଟ ପଛରେ ଥିବା ମାଷ୍ଟରମାଇଣ୍ଡ ଅନ୍ଲାଇନ୍ରେ କାରବାର କରୁଛନ୍ତି। ଏପରି କି ଏଭଳି କାରବାର ରାଜଧାନୀର ବଡ଼ ବଡ଼ ହୋଟେଲରେ ଚାଲୁଥିବା…
ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…
କରୋନା ଆକ୍ରାନ୍ତଙ୍କ ସ୍ମୃତିଶକ୍ତି ହ୍ରାସ ପାଉଛି, ମନରେ ସୃଷ୍ଟି ହେଉଛି ଭ୍ରମ !
ଆନାପୋଲିସ୍, ୨୭।୯: କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଛି। ଏନେଇ ମେରୀଲାଣ୍ଡର ଜନ୍ ହପକିନ୍ସ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ଯୋଗୁ ମସ୍ତିଷ୍କ ଉପରେ…
CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୩୦୯ ଜଣ…
କୃଷକଙ୍କ ସଶକ୍ତିକରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ: ମୋଦି
ନୂଆଦିଲ୍ଲୀ, ୨୭।୯: କୃଷକଙ୍କ ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ। ତେଣୁ କୃଷକଙ୍କ ସଶକ୍ତି କରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ ପଡ଼ିପାରିବ। ସେହିପରି ଗାଁର ସମୃଦ୍ଧି ମଧ୍ୟରେ ଦେଶର ବିକାଶ ଲୁଚି ରହିଛି। ଏବେ ଗାଁରେ ବାସ କରୁଥିବା କୃଷକ…
ଅଚଳ ବୋର୍ଓ୍ବେଲ୍ରେ ବଢ଼ିବ ଭୂତଳ ଜଳସ୍ତର
ଯାଜପୁର ଅଫିସ,୨୭ା୯: ସମ୍ପ୍ରତି ରାଜ୍ୟ ଓ ଦେଶର ଏକ ବଡ଼ ସମସ୍ୟା ହେଉଛି ଭୂତଳ ଜଳସ୍ତର ହ୍ରାସ। ଏହି ସମସ୍ୟାର ସମାଧାନ କିପରି କରାଯିବ ସେନେଇ ବିିଭିନ୍ନ ଚିନ୍ତା ଓ ଯୋଜନା କରାଯାଉଛି। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ପୂର୍ବରୁ ଖନନ…
ଓଟିଭି ନାଁରେ ଜମି ହଡ଼ପ ଅଭିଯୋଗ
ଖୋର୍ଦ୍ଧା ଅଫିସ,୨୭।୯: ଓଡ଼ିଶା ଟେଲିଭିଜନ (ଓଟିଭି) କର୍ତ୍ତୃପକ୍ଷଙ୍କ ବିରୋଧରେ ଚାଷଜମି ହଡ଼ପ କେଳେଙ୍କାରୀ ଅଭିଯୋଗ ଆସିଛି। ଶନିବାର ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ, ଜୟମଙ୍ଗଳ ଓ ଗଉଡ଼ପୁଟ ଗ୍ରାମର ଶତାଧିକ ଚାଷୀ ସମ୍ପୃକ୍ତ ଚ୍ୟାନେଲ କତ୍ତୃର୍ର୍ପକ୍ଷଙ୍କ ବିରୋଧରେ…
ଅନିଶ୍ଚିତତାରେ ଓଡ଼ିଶାର ପ୍ରସ୍ତାବିତ ବନ୍ଦର: ଅଣ-ବୃହତ୍ ବନ୍ଦର ଉପରେ କେନ୍ଦ୍ରର ଆଖି
ଭୁବନେଶ୍ୱର,୨୭।୯(ବ୍ୟୁରୋ): କେନ୍ଦ୍ର ସରକାର ନୂତନ ବନ୍ଦର ଆଇନ-୨୦୨୦ ପ୍ରଣୟନ କରି ଅଣ ବୃହତ୍ ବନ୍ଦରଗୁଡ଼ିକ ଉପରୁ ରାଜ୍ୟର ଅଧିକାର ଛଡ଼ାଇ ନେବାକୁ ଯୋଜନା ଆରମ୍ଭ କରିଛନ୍ତି। ଏହାକୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ କଡ଼ା ବିରୋଧ କରିଛନ୍ତି। କେନ୍ଦ୍ର ସରକାର ଦୀର୍ଘବର୍ଷ…
ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀଙ୍କୁ ଗିରଫ କଲା ଏନ୍ଆଇଏ
କୋଲକାତା, ୨୭।୯: ଦେଶରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍ଆଇଏ) ପକ୍ଷରୁ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ଜଲଙ୍ଗି ଥାନା ଅନ୍ତର୍ଗତ ନନ୍ଦପାରା କାଳିଙ୍ଗଜ ଅଞ୍ଚଳରୁ ସନ୍ଦିଗ୍ଧ ଅଲ୍କାଏଦା ଆତଙ୍କବାଦୀ ସମିମ୍ ଅନସାରୀଙ୍କୁ ଗିରଫ କରାଯାଇଛି।…
କ୍ୱାରାଣ୍ଟାଇନ୍ରେ ଉମା ଭାରତୀ: ନମୁନା କରୋନା ପଜିଟିଭ୍
ନୂଆଦିଲ୍ଲୀ, ୨୭।୯: ଭାଜପା ସଦସ୍ୟା ଉମା ଭାରତୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ରବିବାର ଉମା ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ବ୍ୟକ୍ତିମାନେ ନମୁନା ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେବା…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ
ନୂଆଦିଲ୍ଲୀ,୨୭ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମେଜର(ଅବସରୀପ୍ରାପ୍ତ) ଯଶୱନ୍ତ ସିଂଙ୍କର ରବିବାର ସକାଳ ପ୍ରାୟ ୬ଟା ୫୫ ମିନିଟରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା ।…
ନୂଆ ସଂକ୍ରମଣ: ୧୦ ରାଜ୍ୟରୁ ୭୫% ମାମଲା
ନୂଆଦିଲ୍ଲୀ, ୨୭।୯: ଶନିବାର ୮୫,୩୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୫% ଆକ୍ରାନ୍ତ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଅଦ୍ୟାବଧି ୭ କୋଟି ନମୁନା ପରୀକ୍ଷଣ ହୋଇଛି। ଦୈନିକ…
Archives


