Home

ଅର୍ଥନୀତିଜ୍ଞ ଈଶରଙ୍କ ପରଲୋକ

ନୂଆଦିଲ୍ଲୀ, ୨୭।୯: ମସ୍ତିଷ୍କ କର୍କଟରେ ଦୀର୍ଘ ୧୦ ମାସ ଧରି ପୀଡ଼ିତ ଥିବା ଅର୍ଥନୀତିଜ୍ଞ ଈଶର ଜଜ୍‌ ଆହଲୁଓ୍ବାଲିଆଙ୍କ ଶନିବାର ପରଲୋକ ହୋଇଯାଇଛି। ଅକ୍ଟୋବର ପହିଲାକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥାଆନ୍ତା। ସେ ଯୋଜନା କମିଶନର ପୂର୍ବତନ ଉପାଧ୍ୟକ୍ଷ ମଣ୍ଟେକ୍‌…

ନଡ୍ଡାଙ୍କ ନୂଆ ଟିମ୍‌

ନୂଆଦିଲ୍ଲୀ,୨୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଜାତୀୟ ସାଙ୍ଗଠନିକ ସ୍ତରରେ ବଡ଼ଧରଣର ପରିବର୍ତ୍ତନ କରାଯାଇଛି। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଶନିବାର ଏନେଇ ଘୋଷଣା କରିଥିବା ନୂଆ ଟିମ୍‌ରେ ରାମ ମାଧବ, ପି ମୁରଲୀଧର ରାଓ, ଅନୀଲ ଜୈନ, ସରୋଜ…

‘ଜାତିସଂଘରେ ଭାରତର ନିର୍ଣ୍ଣାୟକ ଭୂମିକା କେବେ’

ନ୍ୟୁୟର୍କ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ପରିଷଦ(ୟୁଏନ୍‌ଜିଏ)ର ୭୫ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବିଶ୍ୱବାସୀଙ୍କୁ ଚମକାଇ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ ହିନ୍ଦୀରେ ଉଦ୍‌ବୋଧନ ଦେଇ ଜାତିସଂଘରେ କେବେ ଆଉ ଭାରତ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ…

ସିଭିଲ୍‌ ସର୍ଭିସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୬ା୯(ବ୍ୟୁରୋ)-ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ଆସନ୍ତା ୩ ତାରିଖରେ ରାଜ୍ୟରେ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶପରେ ଶନିବାର…

ନଡିଆ ଗଛ କାଟୁଥିବାବେଳେ ଯୁବକଙ୍କ ସହ ଘଟିଲା ଏମିତି

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ନଡିଆ ଗଛରେ ଚଢି ଗଛ ଅଗିକୁ କାଟୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଜଣେ ଯୁବକ ନଡିଆ ଗଛରେ ଚଢିଛନ୍ତି। ପରେ କଟର ସାହାଯ୍ୟରେ ନଡିଆ…

ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ ଏକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ…

କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୮ ରହିଛି। ନୟାବଜାରରୁ ୮, ତୁଳସୀପୁରରୁ ୮, ଚାଉଳିଆଗଞ୍ଜରୁ ୭, ବିଡାନାସୀରୁ ୬, କଲ୍ୟାଣୀ ନଗରରୁ…

କୋରାପୁଟରୁ ଆଜି ଆଉ ୩ ଜୀବନ ନେଲା କରୋନା, ୮୨ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶନିବାର ଆଉ ୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦ରେ ପହଞ୍ଚିଛି। ସେହିପରି ଆଜି ଆଉ ୮୨ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

ସାମାନ୍ୟ କାଚଖଣ୍ଡ ବଦଳାଇଦେଲା ଏହି ବ୍ୟକ୍ତିଙ୍କ ଭାଗ୍ୟ

ଓ୍ବାଶିଂଟନ,୨୬ା୯: ଆମେରିକାର କେଭିନ କିନାର୍ଡ ନାମକ ଜଣେ ବ୍ୟକ୍ତି ପାର୍କରେ ବୁଲିବା ସମୟରେ ଏମିତି ଏକ ଜିନିଷ ପାଇଲେ, ଯାହା ତାଙ୍କ ଭାଗ୍ୟକୁ ବଦଳାଇଦେଲା। ସେ ପାର୍କରେ ବୁଲୁଥିବା ସମୟରେ ଏକ କାଚଖଣ୍ଡ ପଡ଼ିଥିବା ଦେଖିବାକୁ ପାଇଥିଲେ। ଯାହା ତାଙ୍କୁ ଆକର୍ଷିତ…

ଡ୍ରଗ୍ସ ସେବନ କଥାକୁ ଅସ୍ବୀକାର କଲେ ସାରା, ଶ୍ରଦ୍ଧା

ମୁମ୍ବାଇ,୨୬।୯-ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ଥିବା ଜଣାପଡିବା ପରେ ଏନ୍‌ସିବି (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ) ବଲିଉଡର ଅଭିନେତ୍ରୀ, ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ଏନ୍‌ସିବି ନିକଟରେ ହାଜର ହୋଇଥିଲେ ଶ୍ରଦ୍ଧା…

ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ

ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍‌ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ବରିଷ୍ଠ ପୋଲିସ ଅଧିକାରୀ କୁହନ୍ତି, ଏହି ମହିଳା ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri