Home

ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ସକାଳେ ଏନ୍‌ସିବି ନିକଟରେ ହାଜର ହୋଇଥିଲେ ଦୀପିକା ପାଦୁକୋନ।…

ଶିଳ୍ପା ଶେଟ୍ଟୀଙ୍କ ପୁଅ ଭିଆନ ଭଉଣୀ ପାଇଁ ତିଆରି କଲେ କେକ୍‌

ମା’ ହେବାର ଅନୁଭବ ସବୁ ମହିଳାଙ୍କ ପାଇଁ ସ୍ବତନ୍ତ୍ର। ଅଧିକାଂଶ ମହିଳା ସେମାନଙ୍କର ପ୍ରଥମ ସନ୍ତାନ ଭାବେ ପୁଅ ଚାହିଁଥାନ୍ତି। ହେଲେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସବୁବେଳେ ଝିଅ ଚାହୁଁଥିଲେ। କିନ୍ତୁ ତାହା ହୋଇପାରିଲା ନାହିଁ। ପ୍ରଥମ ସନ୍ତାନ ଭାବେ…

ଏନ୍‌ସିବିରେ ହାଜର ହେଲେ ସାରା

ମୁମ୍ବାଇ,୨୬ା୯: ‌ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପଚରାଉଚରା  ପାଇଁ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ନାର୍କୋଟିକ୍ସ ସେଣ୍ଟ୍ରାଲ ବ୍ୟୁରୋ (ଏନ୍‌ସିବି)ରେ ହାଜର ହୋଇଛନ୍ତି। ଏନ୍‌ସିବି ପକ୍ଷରୁ ଡାକରା ପାଇ ଏହି ଅଭିନେତ୍ରୀ ଗୋଆରୁ ଆସି ମୁମ୍ବାଇରେ ପହଞ୍ଚିଛନ୍ତି। ତାଙ୍କ…

 କାର୍ଯ୍ୟଦକ୍ଷତା ବୃଦ୍ଧି କରିବାକୁ ଚାହୁଁଥିଲେ …

ସୁସ୍ଥ ଏବଂ ନିରୋଗ ଶରୀର ସମସ୍ତେ ଚାହିଁଥାନ୍ତି। ସେଥିପାଇଁ କିଏ ବ୍ୟାୟାମ କରନ୍ତି ତ ଆଉ କିଏ ଭିଟାମିନ ବଟିକା ଖାଇଥାନ୍ତି। ତେବେ ସୁସ୍ଥ ରହିବା ପାଇଁ ପ୍ରତିଦିନ ଅଧଘଣ୍ଟାରୁ ଘଣ୍ଟାଏ ବ୍ୟାୟାମ କରିବା ସହ ଖାଦ୍ୟରେ ଗୋଟିଏ ଲେଖାଏ ଫଳ…

ଜିମ୍‌ ସାଇକେଲ୍‌ରେ ଏପରି ଗହମ ପେଷୁଛନ୍ତି ମହିଳା, ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା ଘରେ ବସି ନିଜର ଜ୍ଞାନକୌଶଳ ପ୍ରୟୋଗ କରି ବେଶ୍‌ ଆରାମରେ ଗହମ ପେଷୁଛନ୍ତି। ସେ ନିଜ ଜିମ୍‌ ସାଇକେଲ ସାହାଯ୍ୟରେ ଏହି ଗହମ ପେଷୁଛନ୍ତି। ଏକା…

କାର୍‌ ପାର୍କିଂ ପାଇଁ ବିଏମ୍‌ସିର ଉଚ୍ଛେଦ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ୟୁନିଟ୍‌-୨ ମାର୍କେଟ ବିଲଡିଂ ପାର୍ଶ୍ୱରେ ନିର୍ମାଣାଧୀନ ବହୁତଳ କାର୍‌ ପାର୍କିଂର ଅଗ୍ରଗତିରେ ବାଧା ସୃଷ୍ଟି କରୁଥିବା ୨୪ ଉଠାଦୋକାନୀଙ୍କୁ ଶନିବାର ଉଚ୍ଛେଦ କରିଛି ବିଏମ୍‌ସି। ବେଆଇନ ନିର୍ମାଣ ଅଭିଯୋଗରେ ପୋଲିସ ସହାୟତାରେ ବୁଲ୍‌ଡୋଜର ଲଗାଇ ବିଏମ୍‌ସି ପକ୍ଷରୁ ଏହି ଉଚ୍ଛେଦ…

ନକଲି ସସ୍‌ ଫ୍ୟାକ୍ଟ୍ରିରେ ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ

କଟକ ଅଫିସ,୨୬ା୯: କଟକସ୍ଥିତ ଜଗତପୁର ଆଇବି ରୋଡ୍‌ରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରିରେ ଶନିବାର ପୋଲିସ ଚଢ଼ାଉ କରିଛି। ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ସସ୍‌ ଏବଂ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଅଟକ…

ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି ଉଦ୍ୟମ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ମୋଦି ଶନିବାର ଶ୍ରୀଲଙ୍କା ପ୍ରତିପକ୍ଷ ମହିନ୍ଦ୍ରା…

ମାସକର ଶିଶୁକନ୍ୟାକୁ ଚେଙ୍କ, ଡାକ୍ତରଖାନାରେ ଭର୍ତ୍ତି

ବାରିପଦା ଅଫିସ,୨୬ା୯: ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଲୋକେ ଆଜି ବି ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଫଳରେ ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ…

ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୬।୯: ରାମ ଜନ୍ମ ଭୂମି ମାମଲା ଶେଷ ପରେ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଛି। ଏବେ ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଛି। ବିବାଦୀୟ ୧୩.୩୭ ଏକର ଜମି ନେଇ ମାମଲା ମଥୁରା ଏକ କୋର୍ଟରେ ପହଞ୍ଚିଛି।…

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ରାଜୌରୀ ନୌଶେରା ସେକ୍ଟରରେ ପାକିସ୍ତାନ…

ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ

ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍‌ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର କାରଣ ଜଣାପଡ଼ି ନାହିଁ। ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri