ଭାଜପାକୁ ସୁଦୃଢ଼ କରିବା ଲକ୍ଷ୍ୟ ନେଇ ଏଲ୍ଜେପି ଲଢ଼ିଥିଲା ନିର୍ବାଚନ: ଚିରାଗ
ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନରେ ଭାଜପାକୁ ସୁଦୃଢ଼ କରାଇବା ଲକ୍ଷ୍ୟ ନେଇ ଏଲ୍ଜେପି ନିର୍ବାଚନ ଲଢ଼ିଥିଲା ବୋଲି ଅଧ୍ୟକ୍ଷ ଚିରାଗ ପାସଓ୍ବାନ ବୁଧବାର ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଜେଡ଼ିୟୁକୁ ଦୁର୍ବଳ କରିବା ପାଇଁ ଆମେ…
ପୁଣିଥରେ ବଲିଉଡ୍କୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ: ଏଥିପାଇଁ କମ୍ କଲେ ୧୫ କିଲୋ ଓଜନ
‘ମିଟୁ’କୁ ନେଇ ଚର୍ଚ୍ଚାକୁ ଆସିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତା ଲମ୍ବା ବ୍ୟବଧାନ ପରେ ପୁଣିଥରେ ବଲିଉଡ୍କୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟକରି ତନୁଶ୍ରୀ ଏହି ସୂଚନା ଦେଇଛନ୍ତି। ଏଥିପାଇଁ ସେ ନିଜର ୧୫ କିଲୋ ଓଜନ କମ୍ କରିଥିବା…
ଫାଇନାଲରେ ଅଧିନାୟକଙ୍କ ପାଇଁ ବଳିଦାନ ଦେଲେ ଏହି ଖେଳାଳି, ପରେ କହିଲେ ଏମିତି
ଆଇପିଏଲ୍ରେ ମୁମ୍ବାଇ ଲଗାତର ୨ୟ ଥର ପାଇଁ ବିଜୟମକୁଟ ପିନ୍ଧିଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରି ୫ଥର ଟାଇଟଲ୍ ବିଜୟ ହେବାରେ ସମର୍ଥ ହୋଇଛି ଏହି ଦଳ। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ…
ହାତୀଛୁଆର ଜନ୍ମଦିନ: ସାମିଲ ଥିଲେ ୧୫ ହାତୀ, ଭିଡିଓ ଭାଇରାଲ
କେରଳର କୋଟର ହାତୀ ପୁନର୍ବାସ କେନ୍ଦ୍ରରେ ଶ୍ରୀକୁଟୀ ନାମକ ଏକ ହାତୀଛୁଆ ଜନ୍ମଦିନ ପାଳନ କରିଛି। ବେଶ୍ ଧୂମ୍ଧାମରେ ପାଳନ କରାଯାଇଥିବା ଏହି ଉତ୍ସବରେ ୧୫ ହାତୀ ଏବଂ ମଣିଷମାନେ ମଧ୍ୟ ସାମିଲ ଥିଲେ। ସୋସିଆଲ ମିଡିଆରେ ଏହି ଭିଡିଓ ଖୁବ୍…
ଜୀବନ ସୁରକ୍ଷା ହିଁ ସର୍ବୋତ୍ତମ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୧।୧୧: ଜୀବନକୁ ସୁରକ୍ଷିତ ରଖିବା ହିଁ ସର୍ବୋତ୍ତମ। ଜୀବନ ତୁଳନାରେ ଅନ୍ୟ କାହାର ଗୁରୁତ୍ୱ ନାହିଁ ବୋଲି ବୁଧବାର ସୁପ୍ରିମ୍କୋର୍ଟ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗରେ ବାଣଫୁଟା ଉପରେ ଲାଗିଥିବା ପ୍ରତିବନ୍ଧକ ହଟାଇବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଦେଇଛନ୍ତି। ବିଚାରପତି…
ମମତା ମଝିରେ କଣ୍ଟା ସାଜିଲା ଆଇନ, ପାଖରୁ ଛଡାଇ ନେଲା ନବଜାତକ
ଆଗ୍ରା,୧୧।୧୧: ମାତ୍ର କିଛି ଘଣ୍ଟାର ନିବିଡ଼ତା ପରେ କାହ୍ନାଠାରୁ ଅଲଗା ହେବା ଯଶୋଦାଙ୍କ ପାଇଁ ବେଶ୍ କଷ୍ଟଦାୟକ ଥିଲା। ଗତ ସୋମବାର ସାରେ ଆଗ୍ରାରେ ଏଭଳି କିଛି ଘଟଣା ଘଟିଛି। ଆଗ୍ରାର ଏକ ଫୁଟପାଥରେ ଶାଶୁ-ବୋହୂ ଏକ ନବଜାତ ଶିଶୁ ଉଦ୍ଧାର…
ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ…
ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ
ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସକାଳ ୯ଟା…
ରାଜଧାନୀର ୩ ମହଲା କୋଠାରେ ଝୁଲୁଛି ମୃତଦେହ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ୩ ମହଲା କୋଠାରେ ଝୁଲୁଛି ମୃତଦେହ। ରାଜଧାନୀ ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୃତକ ଜଣଙ୍କ ହେଲେ ପିପିଲିର ଜାଜୁଲ୍ୟ ନାଥ(୫୭)। ଜାଜୁଲ୍ୟ ସହିଦସ୍ପୋଟିଂ ନିକଟ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ…
ଆମେରିକାର ଅଭିଯୋଗ: କରୋନା ସମ୍ପର୍କିତ ସୂଚନା ପ୍ରସାର କରିବାରେ ଡବ୍ଲ୍ୟୁଏଚ୍ଓ ବିଫଳ
ଓ୍ବାଶିଂଟନ,୧୧।୧୧: ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ବିରୋଧରେ ଆମେରିକା ଗୁରୁତର ଅଭିଯୋଗ ଆଣିଛି। ଆମେରିକା କହିଛି ଯେ, କରୋନ ଭୂତାଣୁର ଉତ୍ପତ୍ତି ତଥା ଏସମ୍ପର୍କିତ ତଥ୍ୟ ପ୍ରସାର କରିବାରେ ଡବ୍ଲ୍ୟୁଏଚ୍ଓ ବିଫଳ ରହିଛି। ଚାଇନା ପାଖରେ ଏସମ୍ପର୍କିତ ତଥ୍ୟ ମହଜୁଦ୍ ଥିଲେ ମଧ୍ୟ ଜାଣିଶୁଣି…
ହାରିଗଲେ ଶିକ୍ଷା ମନ୍ତ୍ରୀ
ପାଟନା, ୧୧।୧୧: ବିହାର ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବଡ ଝଟ୍କା ଲାଗିଛି। ଗୋଟିଏ ପଟେ ତାଙ୍କ ଦଳ ଜେଡିୟୁ ଚଳିତ ନିର୍ବାଚନରେ ୨୮ଟି ଆସନ ହରାଇଥିବା ବେଳେ ଅନ୍ୟ ପଟେ ସରକାର ସାମିଲ ଥିବା ୩ ଜଣ ମନ୍ତ୍ରୀ ମଧ୍ୟ…
Archives


