Home

ଦଳକୁ ଚାମ୍ପିୟନ କରାଇଥିଲେ ମଧ୍ୟ ରୋହିତ ଶର୍ମାଙ୍କ ରହିଗଲା ଗୋଟିଏ ଦୁଃଖ

ଆଇପିଏଲ୍‌ ୨୦୨୦ ଜିତି ଟୁର୍ନାମେଣ୍ଟ ଇତିହାସରେ ସବୁଠାରୁ ସଫଳ ଦଳଭାବେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ମିଶାଇ ମୋଟ ୫ ଥର ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୭ ଉଇକେଟ ହରାଇ ୧୫୬ ରନ କରିଥିଲା। ୧୫୭…

ଭାଜପାକୁ ଟାର୍ଗେଟ କଲା ଶିବସେନା: ଚିରାଗଙ୍କୁ ଆଣି ନୀତିଶଙ୍କୁ ହରାଇବା ହିଁ ମୁଖ୍ୟ ରାଜନୀତି !

ମୁମ୍ବାଇ,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ଭାଜପା ଜାଣିଶୁଣି ଚିରାଗ ପାସଓ୍ବାନଙ୍କୁ ବିହାର ରାଜନୀତିରେ ପ୍ରବେଶ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ହରାଇବା ହିଁ ଭାଜପାର…

ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫,…

ଇତିହାସ ରଚିବେ ନୀତିଶ

ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବିଜୟ ସହିତ ନୀତୀଶ କୁମାର ଆଉ ଏକ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ସେ ୭ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିହାରରେ ଆରଜେଡି ହଟାଇ ମୁଖ୍ୟମନ୍ତ୍ରୀ…

ଆମେରିକାରେ ହାହାକାର: ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୧।୧୧: ଆମେରିକାରେ ପୁଣିଥରେ କରୋନା ତାଣ୍ଡବ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ୨ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଇତିମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୫୫…

ସଫଳ ହେଲା ଅମ୍ବାନୀ ପରିବାରର କଳା ଯାଦୁ

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତାର ଦ୍ୱିତୀୟ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ୍‌ ଏବଂ ୨୦୧୦ରେ ରନର୍ସଅପ୍‌…

ଓଓ୍ବାଇସିଙ୍କ ଉପରେ ବର୍ଷିଲେ ଦିଗ୍‌ବିଜୟ

ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳରେ ପ୍ରକାଶ ପାଇବା ପରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଉପରେ ବର୍ଷିଛନ୍ତି। ତାଙ୍କ ଯୋଗୁ ବିହାରରେ ଭୋଟ ଭାଗବଣ୍ଟା ହୋଇ ଭାଜପାର ବିଜୟ ପଥ ସହଜ ହୋଇଥିବା ବିଗ୍‌ବିଜୟ…

ମାତ୍ର ୧୨ ଖଣ୍ଡ ଭୋଟ୍‌ରେ ହାରିଲେ ପ୍ରାର୍ଥୀ

ପାଟନା,୧୧।୧୧:ବିହାର ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଆସନ୍ତା ପାଞ୍ଚ ବର୍ଷ ପାଇଁ ଜନସାଧାରଣ ପୁଣି ଥରେ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚକୁ କ୍ଷମତା ହସ୍ତାନ୍ତର କରିଛନ୍ତି। ୨୪୩ଟି ଆସନରୁ ଏନଡିଏକୁ ୧୨୫ ଟି ଆସନ, ମହାମେଣ୍ଟକୁ ୧୧୦ଟି ଆସନ…

୫୦ ଲୋକଙ୍କ ମୁଣ୍ଡ କାଟିଲା ଆଇଏସ୍‌ ଆତଙ୍କବାଦୀ ସଂଗଠନ

ମାପୁଟୋ,୧୧।୧୧: ମୋଜାମ୍ବିକ୍ୟୁରେ ଇସଲାମିକ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀ ସଂଗଠନ ଅତି ଅମାନୁଷିକ ଭାବେ ୫୦ ଜଣ ନୀରିହ ଲୋକଙ୍କ ମୁଣ୍ଡ କାଟ କରିଛି। ସ୍ଥାନୀୟ କେବୋ ଡେଲଗାଡ଼ୋ ରାଜ୍ୟର ନାଞ୍ଜବା ଗାଁରେ ପଶି ଆତଙ୍କବାଦୀମାନେ ଏଭଳି ନର ସଂହାର କରିଛନ୍ତି। ଗାଁର ଫୁଟବଲ…

ବୋହୂକୁ ୨୦ କ୍ୟାରେଟ୍‌ ହୀରା ମୁଦି ଦେବେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ରଖିଛନ୍ତି ଏମିତି ସର୍ତ୍ତ

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କୁ ସବୁଠାରୁ ଫିଟ୍‌ ଅଭିନେତ୍ରୀଙ୍କ ମଧ୍ୟରେ ଗଣନା କରାଯାଏ। ସୁଯୋଗ ମିଳିବା ମାତ୍ରେ ସେ ନିଜର ଫିଟ୍‌ ଶରୀରକୁ ପ୍ରଦର୍ଶିତ କରିଥାନ୍ତି। ଫିଟ୍‌ନେସ୍‌ ସାଙ୍ଗକୁ ଶିଳ୍ପା ବିଶେଷ ଉତ୍ସବରେ ନିଜର ଅଳଙ୍କାରକୁ ମଧ୍ୟ ପ୍ରଦର୍ଶିତ କରିବାକୁ ଭୁଲି…

ଜାଣନ୍ତୁ ଆଇପିଲ୍‌ରେ କାହାକୁ ମିଳିଲା କେତେ ପୁରସ୍କାର ରାଶି

ଦୁବାଇ, ୧୧।୧୧:ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ ଏବଂ ୨୦୧୦ରେ ରନର୍ସଅପ…

ସାର୍ବଭୌମତ୍ୱକୁ ସମ୍ମାନ ଦିଅ

ନୂଆଦିଲ୍ଲୀ, ୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମିଟ୍‌ରେ ଉଦ୍‌ବୋଧନ ଦେବା ଅବସରରେ ଦେଶଗୁଡ଼ିକ ପରସ୍ପରର ସାର୍ବଭୌମତ୍ୱ ଏବଂ ଆଞ୍ଚଳିକ ସଂହତିକୁ ସମ୍ମାନ ଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏସ୍‌ସିଓ ଦେଶଗୁଡ଼ିକ ସହ ଭାରତର ଦୃଢ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri