ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…
ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର, ୨୪।୯: ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ…
ସାଇରସ୍ଙ୍କ ଝିଅ ଆକାଉଣ୍ଟରୁ ୯୦ ହଜାର ଗାଏବ
ମୁମ୍ବାଇ: ସାପୁରଜୀ ପାଲୋନଜୀ ଗ୍ରୁପ୍ର ଦାୟିତ୍ୱ ସମ୍ଭାଳୁଥିବା ବିଲିୟନେୟାର ସାଇରସ୍ ମିସ୍ତ୍ରିଙ୍କ ଝିଅଙ୍କ ସହ ବ୍ୟାଙ୍କ ଠକେଇ ମାମଲା ସାମ୍ନାକୁ ଆସିଛି। କେହି ଅଜଣା ବ୍ୟକ୍ତି ସାଇରସ୍ଙ୍କ ଝିଅ ଲୈଲା ରୁସ୍ତମ ଜାହାଙ୍ଗୀରଙ୍କ ଆକାଉଣ୍ଟରୁ ୯୦ ହଜାର ଟଙ୍କା ଉଠାଇ ନେଇଛି।…
ବିଦେଶୀ ଅନୁଦାନ ସଂଶୋଧନ ବିଲ୍କୁ ଅନୁମୋଦନ
ନୂଆଦିଲ୍ଲୀ,୨୪।୯: ବିଦେଶୀ ଅନୁଦାନ ନିୟନ୍ତ୍ରଣ ସଂଶୋଧନ ବିଲ୍-୨୦୨୦ ରାଜ୍ୟ ସଭାରେ ବୁଧବାର ଗୃହୀତ ହୋଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାରୁ ଏହି ସଂଶୋଧନ ବିଲ୍ ସଂସଦର ଅନୁମୋଦନ ଲାଭ କରିଛି। ଏହି ବିଲ୍ ୨୦୧୦ ବିଦେଶୀ ଅନୁଦାନ ନିୟନ୍ତ୍ରଣ…
୩ ଶ୍ରମ ସଂସ୍କାର ବିଲ୍ ସଂସଦରେ ପାରିତ
ନୂଆଦିଲ୍ଲୀ,୨୪।୯(ପି.ଟି.): ପାର୍ଲାମେଣ୍ଟରେ ବୁଧବାର ୩ଗୋଟି ଶ୍ରମ ସଂସ୍କାର ବିଲ୍କୁ ଅନୁମୋଦନ ମିଳିଛି। ଏହି ବିଲ୍ କମ୍ପାନୀଗୁଡ଼ିକର ପ୍ରତିବନ୍ଧକକୁ ଦୂର କରିବ। ଏଥିସହ ଯେଉଁ କମ୍ପାନୀରେ ୩୦୦ ପର୍ଯ୍ୟନ୍ତ ସଂଗଠିତ ଶ୍ରମିକ କାର୍ଯ୍ୟ କରୁଥିବେ ଛଟେଇ ସମୟରେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ…
ଫେସ୍ବୁକ୍ ଏମ୍ଡିଙ୍କୁ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି
ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ପ୍ରସଙ୍ଗରେ ଫେସ୍ବୁକ ଇଣ୍ଡିଆ ଏମ୍ଡି ଅଜିତ ମୋହନଙ୍କୁ ସୁପ୍ରିମକୋର୍ଟ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦଙ୍ଗା ଘଟଣାରେ ହାଜର ହେବାକୁ ଦିଲ୍ଲୀ ବିଧାନସଭାର କମିଟି ଫେସ୍ବୁକ ଏମ୍ଡିଙ୍କୁ ସମନ ଜାରି କରିଥିଲେ। ସେ…
ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ ରୁପା ଛାଉଣି କରାଯିବ। ଏଥିପାଇଁ ଆବଶ୍ୟକ ରୁପା ଜଣେ ଦାତା ଦେବେ। ତେବେ ପୂର୍ବରୁ…
ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର ହୋଇଥିବାରୁ ବ୍ୟବସାୟୀଙ୍କ ଦୋଷ ଦୁର୍ବଳତା ବେଶ୍ ଜାଣିଥିଲେ। ଏହାର ଫାଇଦା ଉଠାଇ ଲୋକଙ୍କ…
ବଲିଉଡ୍କୁ ଆଉ ଏକ ଝଟ୍କା:ଚାଲିଗଲେ ଏହି ଲୋକପ୍ରିୟ ଅଭିନେତା
ବଲିଉଡ୍ର ସୁପରହିଟ୍ ଫିଲ୍ମ ‘ଭିକି ଡୋନର’ରେ ଅଭିନୟ କରିଥିବା ଅଭିନେତା ଭୂପେଶ ପାଣ୍ଡ୍ୟାଙ୍କର ପରଲୋକ ଘଟିଛି। ସେ ଫୁସ୍ଫୁସ କ୍ୟାନସରରେ ଆକ୍ରାନ୍ତ ଥିଲେ। ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ସେ ଏନ୍ଏସ୍ଡିର ୨୦୦୧…
ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ ୧୨ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ କରୁଛନ୍ତି। ତେବେ ଏଥିରେ ଏ…
ସରକାରୀ ଆଇଟିଆଇରେ ଫାଙ୍କା ପଡ଼ିିଲା ସିଟ୍
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଆଇଟିଆଇଗୁଡ଼ିକରେ ଚଳିତବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହାପରେ କଟକ ସହରସ୍ଥ ୨ଟି ଯାକ ସରକାରୀ ଆଇଟିଆଇରେ ୫୦ ପ୍ରତିଶତ ସିଟ୍ ଫାଙ୍କା ପଡ଼ିଛି। ଏହାକୁ ନେଇ ଏବେ ଚିନ୍ତା ବଢିଛି। ସ୍ପଟ୍ ଆଡ୍ମିଶନ ଉପରେ…
Archives


