ଯୁବ ବିଜେଡି ରାଜ୍ୟ, ଜିଲା କର୍ମକର୍ତ୍ତା ନିଯୁକ୍ତ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବିଜୁ ଯୁବ ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ବୁଧବାର ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ…
୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି, କନ୍ଧମାଳ,…
କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି କମିଯାଇଥାଏ। ତେଣୁ କର୍କଟ ରୋଗୀ ସଂକ୍ରମିତ ନ ହେବା ଲାଗି…
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍ର ଆଇପିଏସ୍ ଅଫସର ଅରୁଣ କୁମାର ରାୟଙ୍କୁ…
ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ
କଟକ ଅଫିସ୍/କୁଜଙ୍ଗ, ୨୪।୯ (ଡି.ଏନ୍.ଏ.):ଜଗତ୍ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…
ସ୍କୁଲରେ ସିଗାରେଟ ଟାଣୁଥିଲେ ପ୍ରିନ୍ସପାଲ: ଜଣାପଡ଼ିବା ପରେ…
ପାଟଣା, ୨୪।୯: ବିହାର ଭାଗଲପୁରର ଏକ ସରକାରୀ ବିଦ୍ୟାଳୟରେ ପ୍ରିନ୍ସପାଲଙ୍କୁ ସିଗାରେଟ ଟାଣିବା ମହଙ୍ଗା ପଡ଼ିଛି। କରୋନା ମହାମାରୀ ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କିନ୍ତୁ ଶିକ୍ଷକଙ୍କୁ ସ୍କୁଲକୁ ଯାଇ କାମ କରିବାକୁ ପଡୁଛି। ବର୍ତ୍ତମାନ ସ୍କୁଲରେ ଗରୀବ ଛାତ୍ରୀଛାତ୍ରଙ୍କୁ…
ଚାଇନାର ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ଜୋକର କହିଲେ ବ୍ୟବସାୟୀ: ଆଉ ତାପରେ…
ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଜୋକର କହିବା ଜଣେ ବ୍ୟବସାୟୀଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ ସରକାରଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଉକ୍ତ ବ୍ୟବସାୟୀ ରେନ୍ ଝିକିୟାଙ୍ଗଙ୍କୁ ୧୮ ବର୍ଷ ଜେଲ କାରାଦଣ୍ଡ ହୋଇଛି। ଚାଇନାର ବରିଷ୍ଠ ଅଧିକାରୀଙ୍କ ସହ…
କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ
ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍ ରହିଥାଏ। ତେଣୁ ସେମାନଙ୍କୁ କରୋନା…
ଡ୍ରଗ୍ସ ମାମଲାରେ ଆଉ ଦୁଇ ଷ୍ଟାରଙ୍କ ନାମ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ଡ୍ରଗ୍ସ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ଏହି ମାମଲାରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ସମେତ ଅନେକ ଅଭିନେତ୍ରୀ ଅଭିନେତାଙ୍କ ନାମ…
କେନ୍ଦ୍ର ସରକାରଙ୍କ କୃଷି, ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ବିରୋଧ
ଦିଗପହଣ୍ଡି,୨୩ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍ଷ୍ଟାଣ୍ଡଠାରେ ସର୍ବଭାରତୀୟ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନଙ୍କ ଡାକରା କ୍ରମେ ବୁଧବାର ସିପିଆଇ,ସିପିଆଇ (ଏମ୍) ଏବଂ କଂଗ୍ରେସ ସମର୍ଥିତ ଏଆଇଟିୟୁସି, ସିଆଇଟିୟୁ, ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ କୃଷକ ଓ ଶ୍ରମିକ ବିରୋଧୀ ଆଇନ…
ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ରିୟାଙ୍କ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା
ମୁମ୍ବାଇ: ଡ୍ରଗ୍ସ ଲିଙ୍କ୍ ମାମଲାରେ ଗିରଫ ହୋଇଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି। ମଙ୍ଗଳବାର ରାତିରୁ ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ଫଳରେ ରିୟା…
Archives


