ଦୀପାବଳିରେ ସିନେପ୍ରେମୀଙ୍କୁ ବଡ଼ ଉପହାର: ହଲ୍ରେ ଦେଖିପାରିବେ ଏହିସବୁ ସୁପରହିଟ୍ ଫିଲ୍ମ
ଦେଶରେ କରୋନାର ସବୁଠାରୁ ବଡ଼ ପ୍ରଭାବ ସିନେମା ଉପରେ ପଡ଼ିଛି। ପ୍ରତିବର୍ଷ ଦୀପାବଳି ଅବସରରେ ପ୍ରାୟତଃ ଫିଲ୍ମ ରିଲିଜ ପାଇଁ ନିର୍ମାତାଙ୍କ ମଧ୍ୟରେ ଯୁଦ୍ଧ ଲାଗିଯାଇଥାଏ। କିନ୍ତୁ ଚଳିତବର୍ଷ ଥିଏଟରଗୁଡିକ ଖାଲି ପଡ଼ିଛି। ଏଭଳି ପରିସ୍ଥିତିରେ ଦର୍ଶକଙ୍କୁ ସିନେମା ହଲ୍ ଆଡକୁ…
ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୧,୪୦୪, ଭୋଟ ମିଳିଥିବା ବେଳେ ଭାଜପାକୁ ୬୯୫୯ ଓ…
ଗୁଜରାଟରେ ଭାଜପା ଆଗୁଆ
ଅହମଦାବାଦ,୧୦।୧୧: ଗୁଜରାଟ ଉପ ନିର୍ବାଚନରେ ଭାଜପା ଆଗୁଆ ରହିଛି ରାଜ୍ୟର ୮ଟି ବିଧାନସଭା ଆସନ ମଧ୍ୟରୁ ୭ଟିରେ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ଅପର ପକ୍ଷରେ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ରହିଛି। ରାଜ୍ୟରେ ଶାସକ ଭାଜପା ଭଲ ସ୍ଥିତିରେ ରହିଥିବା…
ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’
ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ ପ୍ରଶଂସକ ଏବଂ ସାଥୀ ଖେଳାଳି ଜନ୍ବଦିନ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ତାଙ୍କର ଜଣେ ଖଶସ୍…
ଶିବଙ୍କ ଆଗରେ କମଲ ନଇଁବା ନିଶ୍ଚିତ: ସଙ୍କଟ ମୁକ୍ତ ଭାଜପା ସରକାର
ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସମ୍ମୁଖରେ କଂଗ୍ରେସର କମଲନାଥଙ୍କୁ ନିଶ୍ଚିତ ନଇଁବାକୁ ପଡ଼ିବ ବୋଲି ପ୍ରାଥମିକ ଫଳାଫଳରୁ ଜଣାପଡୁଛି। ରାଜ୍ୟରେ ଉପ ନିର୍ବାଚନ ହୋଇଥିବା ୨୮ଟି ଆସନ ମଧ୍ୟରୁ ଭାଜପା ୧୮ ଆସନରେ ଆଗୁଆ ରହିଛି।…
ଆଇପିଏଲ୍ରେ ଏହି ଦଳର ଅଂଶବିଶେଷ ଥିଲେ ତେଜସ୍ବୀ ଯାଦବ
ବିହାର ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁଯାୟୀ ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ତେବେ ଏହି ଟ୍ରେଣ୍ଡ ଯଦି ଲାଗି ରହେ ତେବେ ବିହାର ଆଗାମୀ…
ଉତ୍ତରପ୍ରଦେଶରେ ଭାଜପା ଆଗୁଆ
ଲକ୍ଷ୍ନୌ,୧୦।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ୭ଟି ଆସନ ମଧ୍ୟରୁ ଭାଜପା ୪ଟିରେ ଆଗୁଆ ଥିବାବେଳେ ୨ଟି ଆସନରେ ଏସ୍ପି ଆଗୁଆ ରହିଛି। ସେହିପରି ଗୋଟିଏ ଆସନରେ ବିଏସ୍ପି ପ୍ରାର୍ଥୀ ଆଗୁଆ ରହିଛନ୍ତି। ଏସବୁ ବିଧାନସଭା ଆସନର…
ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶୋପିଆନ୍ ଜିଲାର କଟପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସେଠାରେ ଘେରାବନ୍ଦୀ କରାଯାଇଥିଲା। ଆତଙ୍କବାଦୀଙ୍କୁ…
ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ଫଳାଫଳ: ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରେ ବିଜେଡିକୁ ୩୪୨୭ ଭୋଟ ମିଳିଥିବା ବେଳେ ଭାଜପାକୁ ୨୮୧୨ ଓ କଂଗ୍ରେସ…
ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନ ଫଳାଫଳ: ଭାଜପା ଆଗୁଆ
ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ବିଧାନସଭା ଉପ-ନିର୍ବାଚନର ୨୮ଟି ଆସନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଧାରାରେ ଭାଜପା ଆଗରେ ରହିଛି।ଭାଜପା ୧୮, କଂଗ୍ରେସ ୮ ଏବଂ ବିଏସପି ୨ଟି ଆସନରେ ଆଗରେ ଅଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀ ସିଲାଭଟ, ଗୋବିନ୍ଦ…
କେବିସି-୧୨ର ପ୍ରଥମ କୋଟିପତି
ମୁମ୍ବାଇ ୧୦।୧୧: କୌନ୍ ବନେଗା କରୋଡ୍ପତି (କେବିସି)ର ଦ୍ୱାଦଶ ସଂସ୍କରଣର ପ୍ରଥମ ପ୍ରତିଯୋଗୀ ଭାବେ ଦିଲ୍ଲୀର ନାଜିଆ ନସିମ୍ ୧ କୋଟି ଟଙ୍କା ପୁରସ୍କାର ଜିତିବାକୁ ଯାଉଛନ୍ତି। ଏହି ଅଧ୍ୟାୟ ୧୧ ତାରିଖରେ ପ୍ରସାରିତ ହେବ। ସେପ୍ଟମ୍ବର ୨୮ରୁ ଏହି କାର୍ଯ୍ୟକ୍ରମ…
ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ ପଞ୍ଚଦଶ ଅର୍ଥ କମିଶନ
ନୂଆଦିଲ୍ଲୀ, ୧୦।୧୧: ଅଧ୍ୟକ୍ଷ ଏନ୍.କେ. ସିଂଙ୍କ ନେତୃତ୍ୱରେ ପଞ୍ଚଦଶ ଅର୍ଥ କମିଶନ ଏହାର ୨୦୨୧-୨୨ରୁ ୨୦୨୫-୨୬ ଆର୍ଥତ୍କ ବର୍ଷ ପର୍ଯ୍ୟନ୍ତ ଚୂଡ଼ାନ୍ତ ରିପୋର୍ଟ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପ୍ରଦାନ କରିଛି। ଏହାର ନାମ ରଖାଯାଇଛି ‘ଫାଇନାନ୍ସ କମିଶନ ଇନ୍ କୋଭିଡ୍…
Archives


