କ୍ଷମତା ହସ୍ତାନ୍ତର ଲାଗି କାର୍ଯ୍ୟ କରିବାକୁ ଟ୍ରମ୍ପ୍ଙ୍କ ଉପରେ ଚାପ
ଓ୍ବିଲମିଙ୍ଗଟନ୍, ୧୦।୧୧: ଆଗାମୀ ଜାନୁୟାରୀରେ ନୂଆ ପ୍ରଶାସନକୁ ସୁରୁଖୁରୁରେ କ୍ଷମତା ହସ୍ତାନ୍ତର ଲାଗି ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଟିମ୍ ସହ ଏକାଠି କାର୍ଯ୍ୟ କରିବା ନିମନ୍ତେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଉପରେ ଚାପ ପଡୁଛି। ବାଇଡେନ୍ ରାଷ୍ଟ୍ରପତି ନିର୍ବାଚିତ ବୋଲି…
ଡୋନାଲ୍ଡ ଟ୍ରମ୍ପଙ୍କ ବଢିଲା ଅଡୁଆ, ହୋଇପାରେ ଜେଲ୍
ନ୍ୟୁୟର୍କ,୧୦।୧୧: ଦୀର୍ଘ ସମୟ ଅପେକ୍ଷା ପରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ଲୋକମାନେ ଜୋ ବାଇଡେନଙ୍କୁ ରାଷ୍ଟ୍ରପତି ଭାବରେ ବାଛିଛନ୍ତି। ଏଥି ସହିତ କଡ଼ା ସଂଘର୍ଷ ପରେ ଡୋନାଲ୍ଡ ଟ୍ରମ୍ପ ହାରି ଯାଇଛନ୍ତି। ରାଜନୈତିକ ବିଶେଷଜ୍ଞମାନେ କହିଛନ୍ତି…
କୋଭିଡ୍, ଆର୍ଥିକ ସୁଧାରକୁ ପ୍ରାଥମିକତା
ଓ୍ବାଶିଂଟନ, ୧୦।୧୧(ପି.ଟି.): କୋଭିଡ୍-୧୯ ମହାମାରୀର ମୁକାବିଲା, ଦେଶରେ ଦେଖାଦେଇଥିବା ଆର୍ଥିକ ସଙ୍କଟରେ ସୁଧାର ଆଣିବା, ବର୍ଣ୍ଣଗତ ସମାନତା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ପ୍ରଶାସନ ସର୍ବାଧିକ ପ୍ରାଥମିକତା ଦେବ। ବାଇଡେନ୍ ଓ ନବନିର୍ବାଚିତ ଉପରାଷ୍ଟ୍ରପତି…
ଫାଇଜର କୋଭିଡ୍ ଟିକା ୯୦% ପ୍ରଭାବୀ
ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍ଟେକ୍ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ପ୍ରଭାବ ପକାଉଥିବା ସାବ୍ୟସ୍ତ ହୋଇଛି। ସୋମବାର ଫାଇଜର ପକ୍ଷରୁ ଏହା…
ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ
ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ନିର୍ବାଚନ…
ଭୋଟ ଗଣତି ଆରମ୍ଭ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍ ଭୋଟ ଗଣନା କରାଯାଉଛି।…
ବିହାର ନିର୍ବାଚନ ଫଳାଫଳ: ଏନ୍ଡିଏକୁ ପଛରେ ପକାଇଲା ମହାମେଣ୍ଟ
ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ ଆଗୁଆ…
ମହିଳା ଟି୨୦ ଚ୍ୟାଲେଞ୍ଜ:ଟ୍ରେଲ୍ବ୍ଲେଜର୍ସ ପ୍ରଥମଥର ଚାମ୍ପିୟନ
ଶାରଜା, ୧୦।୧୧- ଟ୍ରେଲ୍ବ୍ଲେଜର୍ସ ମହିଳା ଟି୨୦ ଚ୍ୟାଲେଞ୍ଜରେ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି। ସୋମବାର ଅନୁଷ୍ଠିତ ଫାଇନାଲରେ ସ୍ମୃତି ମାନ୍ଧାନାଙ୍କ ଏହି ଦଳ ଗତ ୨ ଥର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ପରାସ୍ତ କରିଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ…
ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ
ଭୁବନେଶ୍ୱର, ୧୦।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୦ରୁ ଗୋଆରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ସୁପରଲିଗ୍ (ଆଇଏସଏଲ)ର ସପ୍ତମ ସଂସ୍କରଣ ପାଇଁ ସୋମବାର ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚିତ ହୋଇଛି। ଓଡ଼ିଶାର କଳା ଓ ସଂସ୍କୃତିକୁ ଭିତ୍ତିକରି…
ଆଇପିଏଲ୍: ମୁମ୍ବାଇ- ଦିଲ୍ଲୀ ଟାଇଟଲ ମୁକାବିଲା
ଦୁବାଇ,୧୦।୧୧(ପି.ଟି.): ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଚଳିତ ୧୩ତମ ସଂସ୍କରଣ ଅନ୍ତିମ ଚରଣରେ ପହଞ୍ଚିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଫାଇନାଲ ମୁକାବିଲା ଖେଳାଯିବ। ଟାଇଟଲ ପାଇଁ ଏହି ମ୍ୟାଚ୍ରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ ଓ ଶ୍ରେୟାସ…
ଫସଲ ବଞ୍ଚାଇବାକୁ ସଂଘର୍ଷ
ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…
ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮,…
Archives


