Home

୧୪ ମାସ ପରେ ପରିବାର ଲୋକଙ୍କୁ ଫେରିପାଇଲେ ସୋନମତୀ

ଝାରସୁଗୁଡ଼ା,୨୭ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉଦ୍ୟମରେ ପ୍ରଶାସନର ‘ସ୍ନେହ ସେତୁ’ ଅଭିଯାନ ମାଧ୍ୟମରେ ଗୁରୁବାର ଅପରାହ୍ନରେ ଜଣେ ଅସହାୟ ମହିଳା ତାଙ୍କ ପରିବାର ଲୋକଙ୍କୁ ଫେରିପାଇଛନ୍ତି। ସେ ହେଲେ ସୋନମତୀ ଓରଫ୍‌ ସାକେତ କୁମାରୀ। ସୂଚନା ଅନୁଯାୟୀ,…

ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ଉଲଗ୍ନ କରିଦେଲେ ୫ ଯୁବକ: ଲହୁଲୁହାଣ…

ଭୁବନେଶ୍ୱର,୨୭।୨(ତ୍ରିନାଥ ମହାନ୍ତି):ଧଉଳି ଘଟଣାଠୁ ବଳି ଗଲା ଶହୀଦନଗର ଥାନା ୟୁନିଟ୍‌-୯ ଆଦିବାସୀ ହଷ୍ଟେଲ ସମ୍ମୁଖ ଘଟଣା। ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ୫ଜଣ ଅଭିଯୁକ୍ତ ଅସଦାଚରଣ କରିବା ସହ କପଡ଼ା ଚିରି ଉଲ୍ଲଗ୍ନ କରିଥିଲେ। ସେତିକିରେ ଅଭିଯୁକ୍ତଙ୍କ ମନ ପୂରି ନ…

ଆଫଗାନିସ୍ତାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ, ୧୩୩ ଜଣଙ୍କ ମୃତ୍ୟୁ ନେଇ ଦାବି

ନୂଆଦିଲ୍ଲୀ,୨୭ା୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ଉତ୍ତେଜନା ଏବେ ଖୋଲା ବିବାଦରେ ପରିଣତ ହୋଇଛି। ଏହି ସଂଘର୍ଷ ୨୧ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିଲା, ଯେତେବେଳେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଥିଲା। ପାକିସ୍ତାନ ଅପରେସନ୍ ଗଜବ ଲିଲ୍ ହକ୍…

୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ ସଦର ରେଞ୍ଜ ଅନ୍ତର୍ଗତ କାଠ ବାଉଁଶୁଳି ଗ୍ରାମରେ ଏକ ଖୋଲା କୂଅରେ ପଡ଼ି…

ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା

ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ ନିଜର ୧୫ତମ ବିବାହ ବାର୍ଷିକୀକୁ ସ୍ମରଣୀୟ କରିବାକୁ କଳାହାଣ୍ଡି ଜିଲା ଭବାନୀପାଟଣାର ଏକ…

ସାଇବର ଠକେଇ, ପୁଣି ଜଣେ ଅଭିଯୁକ୍ତ ଗିରଫ

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସାଇବର ଠକେଇ ପାଇଁ ଚାଲିଥିବା ଅପରେଶନ କବଚକୁ ଜୋରଦାର କରିଛି। ବୁଧବାର ଜିଲା ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରଥିଲା। ଗୁରୁବାର ଜିଲାର ଭଟଲି ଥାନା ପୋଲିସ ଏଭଳି ଅଭିଯୋଗରେ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ଛାତ୍ରୀଛାତ୍ରଙ୍କୁ…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ ପାଇବାର ପ୍ରଥମ ଦିନ ହିଁ ଜଣେ ପ୍ରାର୍ଥୀ ନାମାଙ୍କନ…

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା ଏବଂ ରିଟର୍ଣ୍ଣ ବଢ଼ାଇବା ପାଇଁ ସେବି କେତେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ୧.…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ ଦଳକୁ ଆଶ୍ଚର୍ଯ୍ୟ ଚକିତ କରି ଅଭିଷେକ ଚେନ୍ନାଇ ମଇଦାନରେ ଏକ ଚମତ୍କାର ଇନିଂସ…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନଙ୍କ ମଧ୍ୟରେ ୪୮ ରନର ଦମଦାର ଭାଗିଦାରୀ ଦେଖିବାକୁ ମିଳିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri