ବିଶ୍ୱର ସବୁଠୁ ବୟସ୍କା ମହିଳା ହାସଲ କଲେ ଆଉ ଏକ ରେକର୍ଡ
ଜାପାନର କେନ ଟନାକା ବିଶ୍ୱର ସବୁଠୁ ଜୀବନ୍ତ ବୟସ୍କା ମହିଳା ଭାବେ ଗିନିଜ ବୁକ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି। କେନ ଗତ ଶନିବାର ୧୧୭ ବର୍ଷ ୨୬୧ ଦିନରେ ପଦାର୍ପଣ କରି ଆଉ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ…
କୋହଲିଙ୍କ ନିଆରା ପ୍ରଶଂସକ, ହାତରେ ଦୀପ ଧରି ଏମିତି ଜାଳିଲେ
ଆଇପିଏଲର ୧୩ ସଂସ୍କରଣର ତୃତୀୟ ମ୍ୟାଚ ଡେଭିଡ ୱାର୍ଣ୍ଣରଙ୍କ ସନରାଇଜର୍ସ ହାଇଦ୍ରାବାଦ ଏବଂ ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ ବେଙ୍ଗାଲୁରୁ ହାଇଦ୍ରାବାଦ୍କୁ ପରାସ୍ତ କରିଛି। ଅନେକ ଦିନ ପରେ ମ୍ୟାଚ୍ ଖେଳୁଥିବା କୋହଲିଙ୍କୁ…
ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…
ରାଜ୍ୟ ସଭା ଅଚଳ: ବିରୋଧୀ କଲେ ଗୃହ ତ୍ୟାଗ, ଉପବାସ ପାଇଁ ଅନୁମତି ଲୋଡ଼ିଲେ ହରିବଂଶ
ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍ପିଙ୍କୁ ନିଲମ୍ବିତ କରାଯିବା ଘଟଣା ନେଇ ଏବେ ଗୃହ ଅଚଳ ହୋଇପଡ଼ିଛି। କଂଗ୍ରେସ ସମତେ ଅନ୍ୟ ବିରୋଧୀ ଦଳ ମଙ୍ଗଳବାର ଗୃହ ତ୍ୟାଗ କରିଛନ୍ତି। ନିଲମ୍ବନ ଆଦେଶ ଉଠାଇ ନେବାକୁ ବିରୋଧୀ ସଦସ୍ୟ ଦାବି…
CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩…
ମହିଳା ମହାକାଶଚାରୀଙ୍କୁ ଚନ୍ଦ୍ରକୁ ପଠାଇବ ନାସା
ଓ୍ବାଶିଂଟନ, ୨୨।୯: ଆଗାମୀ ଦିନରେ ମହିଳା ମହାକାଶଚାରୀ ଚନ୍ଦ୍ରକୁ ଯିବେ। ଏନେଇ ନାସା ପକ୍ଷରୁ ଏକ ପ୍ରକଳ୍ପ ଉପରେ କାମ ଆରମ୍ଭ ହୋଇଛି। ୨୦୨୪ରେ ନାସା ମହିଳା ମହାକାଶଚାରୀଙ୍କୁ ଚନ୍ଦ୍ରକୁ ପଠାଇବାର ଯୋଜନା କରିଛି। ଏସମ୍ପର୍କରେ ନାସାର ପ୍ରଶାସକ ଜିମ୍ ବ୍ରିଡେନ୍ଷ୍ଟାଇନ୍…
କରୋନା ମୁକାବିଲା: ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର, ୨୨।୯(ବ୍ୟୁରୋ): କରୋନା ସାରା ବିଶ୍ୱରେ ଏକ ବଡ ବିପଦ ସୃଷ୍ଟି କରିଥିବା ବେଳେ ଏହି ପ୍ରସଙ୍ଗକୁ ନେଇ ବିଜେଡି-ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ପାର୍ଲାମେଣ୍ଟରେ ଓଡିଶାର କୋଭିଡ ପରିଚାଳନା ନେଇ ଭାଜପା ସଦସ୍ୟ ଅଭିଯୋଗ ଆଣୁଥିବା ବେଳେ…
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
୨୦୨୦ ବଲିଉଡ୍ ପାଇଁ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଜଣେ ପରେ ଜଣେ ଅଭିନେତ୍ରୀଅଭିନେତା ଏହି ଦୁନିଆରୁ ବିଦାୟ ନେଉଛନ୍ତି। ଜଣାଶୁଣା ଅଭିନେତ୍ରୀ ଆଶାଲତା ୱାବଗାଓଁକରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ମଙ୍ଗଳବାର…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ମୃତ
ଶ୍ରୀନଗର, ୨୨।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ୯୨-ବେସ୍ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୁଦଗାମ୍ର ଚରାର-ଇ-ଶରିଫ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା…
ଅନୁଷ୍କାଙ୍କ ବେବି ବମ୍ପ ଦେଖି ଏମିତି କହିଲେ ବିରାଟ କୋହଲି
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆ ମାଧ୍ୟମରେ ଏହା ପ୍ରକାଶ କରିଥିଲେ। ନିକଟରେ ଅନୁଷ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି।…
୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ
ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…
ସେପ୍ଟେମ୍ବର ୨୪ରେ ବିରାଟ କୋହଲିଙ୍କ ସହ କଥା ହେବେ ମୋଦି, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୨।୯: ସେପ୍ଟେମ୍ବର ୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତା ମିଲିନ୍ଦ ସୋମନଙ୍କ ସହ ଆଲୋଚନା କରିବେ। ସେହି ଦିନ ଫିଟ ଇଣ୍ଡିଆ ଆନ୍ଦୋଳନର ପ୍ରଥମ ବାର୍ଷିକୀ ପାଳନ କରାଯିବ। ଏହି ସମୟ…
Archives


