Home

ଆଇ-କୋର୍‌ ଏମ୍‌ଡି ଅନୁକୁଲ ମାଇତିଙ୍କ ମୃତ୍ୟୁ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଝାରପଡ଼ା ଜେଲରେ ଥିବା ଆଇ-କୋର୍‌ ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଅନୁକୁଲ ମାଇତିଙ୍କ (୫୫) ରବିବାର ମୃତ୍ୟୁ ହୋଇଛି। ଜେଲରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ସକାଳେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

ସିଡିଏସ୍‌ରେ ଓଡ଼ିଆ ଝିଅ ଅଦିତି ଟପ୍ପର

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସଂଯୁକ୍ତ ପ୍ରତିରକ୍ଷା ସେବା (ସିଡିଏସ୍‌)-୨ ପରୀକ୍ଷା (ମହିଳା)ରେ ଓଡ଼ିଆ ଝିଅ ଅଦିତି ପରିଡ଼ା ଟପ୍ପର ହୋଇଛନ୍ତି। ଏଭଳି ସଫଳତା ହାସଲ କରିବାପରେ ଅଦିତି ହେଉଛନ୍ତି ଓଡ଼ିଶାର ପ୍ରଥମ ମହିଳା। ତାଙ୍କ ଘର ଢେଙ୍କାନାଳ ଜିଲାର ଓଡ଼ାପଡ଼ା ବ୍ଲକ୍‌ ଅନ୍ତର୍ଗତ ନାଧରା…

ଲୋକଙ୍କୁ ବେଖାତିର କରୁଛି ସାଗର ସିମେଣ୍ଟ

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୯।୧୧: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣର ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ ହୋଇଛି। ଶାଗମାଛ ଦରରେ ଲୋକଙ୍କ ଜମି ନେଇ ଶିଳ୍ପପତିମାନଙ୍କୁ ହସ୍ତାନ୍ତର ହୋଇଛି।…

୧୦ ଡିଗ୍ରୀ ତଳେ ପାରଦ: କମୁଛି ତାପମାତ୍ରା, ବଢୁଛି ଥଣ୍ଡା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ପାରଦ ଧୀରେ ଧୀରେ ଖସିବାରେ ଲାଗିଛି। ତାପମାତ୍ରା କମୁଥିବାରୁ ଥଣ୍ଡା ବଢ଼ୁଛି। ସନ୍ଧ୍ୟା ଅପେକ୍ଷା ସକାଳେ ଅଧିକ ଶୀତ ଅନୁଭୂତ ହେଉଛି। ରବିବାର ରାଜ୍ୟର ୧୧ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀଠାରୁ କମ୍‌ ରହିଛି। ସର୍ବନିମ୍ନ ୯.୬ ଡିଗ୍ରୀ…

ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

ବ୍ୟସ୍ତବହୁଳ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ନାନା ରୋଗ ଗ୍ରାସ କରୁଛି। ସେଥିମଧ୍ୟରୁ ହାର୍ଟରୋଗ ଅନ୍ୟତମ। ଯଦି ମେଦବହୁଳତା ଏବଂ ଡାଇବେଟିସ ଅଛି, ତେବେ ହାର୍ଟର ଯତ୍ନ ନେବା ଜରୁରୀ। ନଚେତ୍‌ ଏହା ଅସମୟରେ ଜୀବନ ନେଇଯାଇପାରେ। ଚିନ୍ତା ଏବଂ…

୪ ଯବାନ ଶହୀଦ

ଶ୍ରୀନଗର,୮।୧୧:ଉତ୍ତର କାଶ୍ମୀରର କୁପୱାଡା ଜିଲାସ୍ଥିତ କେରନ ସେକ୍ଟରରେ ଆତଙ୍କବାଦୀ ଓ ସୁରକ୍ଷାବଳ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୪ ଜଣ ଯବାନ ଶହୀଦ ହୋଇଥିବାବେଳେ ୩ ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି। ଆତଙ୍କବାଦୀ ସୀମା ଅତିକ୍ରମ କରି ଅନୁପ୍ରବେଶ କରିବାର ଦୁଃସାହସ କରିବାରୁ…

୨ ଯୁବକଙ୍କୁ ଗୋଡାଇଲା ହାତୀ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ବାଇକରେ ଯାଉଥିବା ୨ ଯୁବକ କିପରି ହାତୀ ମୁହଁରୁ ଅଳ୍ପକେ ବର୍ତ୍ତି ଯାଉଛନ୍ତି ସେହି ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ବାଇକରେ ୨ ଯୁବକ ରାସ୍ତାରେ ଯାଉଛନ୍ତି। ସେହି…

ଥରିଲା ଜମ୍ମୁକଶ୍ମୀର

ଶ୍ରୀନଗର,୮।୧୧: ଜମ୍ମୁକଶ୍ମୀରର ଅନେକ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ସନ୍ଧ୍ୟା ୬.୫୬ରେ ଏଠାରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି (ଏନସିଏସ) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୦ ଥିଲା। ଭୂକମ୍ପ ହେବା ମାତ୍ରେ ଲୋକମାନେ…

କମ୍ପ୍ୟୁଟର ବାବାଙ୍କ ଆଶ୍ରମରୁ ମିଳିଲା ବନ୍ଧୁକ, ଖଣ୍ଡା

ଇନ୍ଦୋର,୮।୧୧:ମଧ୍ୟପ୍ରଦେଶର ୨୮ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ସମୟରେ ସରକାରଙ୍କ ବିରୋଧରେ ‘ଲୋକତନ୍ତ୍ର ବଚାଓ’ ଯାତ୍ରା ଆରମ୍ଭ କରିଥିବା କମ୍ପ୍ୟୁଟର ବାବା ଓରଫ୍‌ ନାମଦେବ ଦାସ ତ୍ୟାଗୀଙ୍କ ଆଶ୍ରମ ରବିବାର ଭାଙ୍ଗି ଦିଆଯାଇଛି। ଇନ୍ଦୋର ସହର ନିକଟସ୍ଥ ଜାମ୍ବୁଡି ହାପସି ଗାଁର…

ଗୋଟିଏ ପରିବାରର ୫ ଲୋକଙ୍କ ମିଳିଲା ମୃତଦେହ

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ରବିବାର ଦକ୍ଷିଣ ଦିନାଜପୁର ଜିଲା ଅନ୍ତର୍ଗତ ଜମାଲପୁର ଗାଁରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିମାନେ ହେଲେ ୬୦ବର୍ଷିୟ ଉଲୋବାଲା ବର୍ମନ, ୩୨ ବର୍ଷିୟା…

ନୂଆ ଲୁକ୍‌ରେ ନଜର ଆସିଲେ ଶାହିଦ୍‌ କପୁର

କରୋନା ଲକ୍‌ଡାଉନ ସକାଶେ ବନ୍ଦ ରହିଥିଲା ଶାହିଦ୍‌ କପୁରଙ୍କ ଫିଲ୍ମ ‘ଜର୍ସି’ର ସୁଟିଂ। ବର୍ତ୍ତମାନ ଏହି ଫିଲ୍ମର ସୁଟିଂ ପୁଣି ଆରମ୍ଭ ହୋଇସାରିଛି। ଏ ନେଇ ଶାହିଦ୍‌ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ…

‘କର ବା ମର’ ମ୍ୟାଚ୍‌ରେ ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି,୮।୧୧: ଆଇପିଏଲ ୨୦୨୦ର ଦିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଆବୁଧାବିର ଶେଖ ଜୟେଦ ଷ୍ଟାଡିୟମରେ ଖେଳାଯାଉଛି। ଏହି କର ବା ମର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୍‌ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri