ଚାଇନା ଗୋଇନ୍ଦାକୁ ପ୍ରତିରକ୍ଷା ତଥ୍ୟ ଯୋଗାଣ
ନୂଆଦିଲ୍ଲୀ,୨୧।୯(ପି.ଟି.): ଚାଇନା ଗୋଇନ୍ଦା ଅଧିକାରୀଙ୍କୁ ପ୍ରତିରକ୍ଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଇବା ଅଭିଯୋଗରେ ଦିଲ୍ଲୀ ପୋଲିସ ଜଣେ ସାମ୍ବାଦିକଙ୍କୁ ଗିରଫ କରିଛି। ଗିରଫ ରାଜୀବ ଶର୍ମା ମୁକ୍ତ ସାମ୍ବାଦିକତା କରନ୍ତି। ଶନିବାର ଶର୍ମାଙ୍କୁ ଗିରଫ କରାଯିବାର କିଛି ଘଣ୍ଟା ପରେ ତାଙ୍କର…
ବେଡ୍ରୁମ୍ରେ ପଶି ମାଡ଼ ମାରିଲା ପୋଲିସ
ପୁରୀ ଅଫିସ,୨୧ା୯:ପୁରୀ ପୋଲିସର ଦବଙ୍ଗଗିରିକୁ ନେଇ ଏବେ ସହରରେ ଚର୍ଚ୍ଚା। ଜଣେ ବ୍ୟକ୍ତିଙ୍କୁ ନେବା ପାଇଁ ପୋଲିସ ତାଙ୍କ ଘରକୁ ଯାଇଥିଲା। ମାତ୍ର ସମ୍ପୃକ୍ତ ବ୍ୟକ୍ତିଙ୍କ ବେଡ୍ରୁମ୍ରେ ପଶି ତାଙ୍କୁ ମାଡ଼ ମାରିବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ପୋଲିସର ଏଭଳି…
ଏସ୍ସିବିରେ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ
କଟକ ଅଫିସ,୨୧।୯: ଏସ୍ସିବିରେ ପ୍ରସ୍ତାବିତ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ ୬ଦିନ ପରେ ଏହା ଲୋକାର୍ପଣ ହେବ ବୋଲି ବିଭାଗ ପକ୍ଷରୁ ସୂଚନ ମିିଳିଛି। ରବିବାର…
ଘୋଷଣାରେ ରହିଯିବ ‘ଗାନ୍ଧୀ ସର୍କିଟ’
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଚଳିତବର୍ଷ କେବଳ ପାଳନରେ ସୀମିତ ରହିଯିବ ସରକାରଙ୍କ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମାରୋହକୁ ମହାସମାରୋହର ସହ ଆୟୋଜନ କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଥିଲେ। ହେଲେ ଏବେ କୋଭିଡ୍ ବାହାନା ଦେଖାଇ ସେସବୁକୁ ବନ୍ଦ…
କୋଠା ଭୁଷୁଡି ୧୦ ମୃତ
ଭିୱଣ୍ଡି,୨୧ ।୯: ମହାରାଷ୍ଟ୍ର ଥାନେର ଭିୱଣ୍ଡିରେ ସୋମବାର ସକାଳେ ଏକ ତିନି ମହଲା କୋଠା ଭୁଷୁଡି ପଡିବା ଫଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପଟେଲ କମ୍ପାଉଣ୍ଡରେ ଥିବା ଏହି କୋଠାଟି ସୋମବାର ପ୍ରାୟ ଭୋର ୩ଟା…
ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧।୯(ବ୍ୟୁରୋ)ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗିରହିଛି…
କ୍ଷତିରେ ଯାତ୍ରୀ ପରିବହନ: ଚିନ୍ତାରେ ମାଲିକ
ଭୁବନେଶ୍ୱର,୨୧।୯(ବ୍ୟୁରୋ): କରୋନା ପ୍ରଭାବରୁ ବର୍ତ୍ତିପାରୁନି ଯାତ୍ରୀ ପରିବହନ ସେବା। ବସ୍ ଠାରୁ ଆରମ୍ଭ କରି ଟ୍ୟାକ୍ସି ଏବଂ ଅଟୋ ଭଳି ଯାତ୍ରୀବାହୀ ଯାନ କରୋନା ସଂକ୍ରମଣ ଯୋଗୁ ପ୍ରଭାବିତ ହୋଇଛି। ବସ୍ ସେବା ଅତିମାତ୍ରାରେ ପ୍ରଭାବିତ ହୋଇଛି। କରୋନା ଭୟ ରହିଥିବାରୁ…
ପିଲାଙ୍କ ପାଇଁ ଶିକ୍ଷାର ମାଧ୍ୟମ : ରଘୁସାର୍ଙ୍କ ହାତ ତିଆରି ଶିକ୍ଷଣ ସରଞ୍ଜାମ
ଖଇରା, ୨୧।୯(ଡି.ଏନ୍.ଏ.)-ଶିକ୍ଷକତା ଥିଲା ତାଙ୍କର ପେଶା ା ହେଲେ ପିଲାମାନେ ଶିକ୍ଷଣ ସରଞ୍ଜାମ ମାଧ୍ୟମରେ କିଭଳି ଗଣିତ ବିଜ୍ଞାନ ସରଳ ଭାଷାରେ ବୁଝିପାରିବେ ସେହି ସରଞ୍ଜାମ ତିଆରି କରିବା ପାଇଁ ସେ ଲାଗିପଡୁଥିଲେ। ସରକାରଙ୍କୁ ତରଫରୁ ବିଦ୍ୟାଳୟକୁ ଅର୍ଥ ଆସୁ ବା…
ଆଇପିଏଲ୍: ନୂଆ ଆରମ୍ଭ ଲକ୍ଷ୍ୟରେ କୋହଲି
ଦୁବାଇ,୨୧।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ସୋମବାର ସୁପରଷ୍ଟାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଡେଭିଡ୍ ଓ୍ବାର୍ନରଙ୍କ ଲୋପ୍ରୋଫାଇଲ ଦଳ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ଦଳରେ ବିଶ୍ୱର ନାମୀଦାମୀ ଖେଳାଳି ଥିଲେ ମଧ୍ୟ ବାଙ୍ଗାଲୋର ଦକ୍ଷତା…
ଆଇପିଏଲ୍: ସୁପର ଓଭରରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ
ଦୁବାଇ,୨୧ା୯(ପି.ଟି.): ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଦ୍ୱିତୀୟ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ସୁପର ଓଭରରେ କିଙ୍ଗ୍ସ ଏକାଦଶ ପଞ୍ଜାବକୁ ପରାସ୍ତ କରିଛି। ଏହି ରୋମାଞ୍ଚକ ମ୍ୟାଚରେ ଟସ୍ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ…
ଲଘୁଚାପ: ୭ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି…
ବାଦୁଡି ପାଇଁ ଚର୍ଚ୍ଚିତ ଏହି ଗ୍ରାମ
ବାଦୁଡିଠାରୁ ମହାମାରୀ କରୋନା ଭାଇରସ ସୃଷ୍ଟି ହୋଇଥିବା କୁହାଯାଉଛି। ବର୍ତ୍ତମାନ ଏହି ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରି ଚାଲିଛି। କରୋନା ଭୂତାଣୁ ଯୋଗୁ ସାରା ବିଶ୍ୱରେ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ତେବେ ଭାରତରେ ଏମିତି ଗ୍ରାମ ଅଛି…
Archives


