ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ
ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଏଥିସହ ଆପତ୍ତିଜନକ ସାମଗ୍ରୀ ଜବତ କରିଛି। ପୋଲିସ ସୂଚନା…
ବିହାର ବିଧାନସଭା ନିର୍ବାଚନ : ଚୂଡ଼ାନ୍ତ ପର୍ଯ୍ୟାୟରେ ୫୫.୨୨% ମତଦାନ
ପାଟନା,୭।୧୧-ବିହାର ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଶନିବାର ଶେଷ ହୋଇଛି। ୨୪୩ ଆସନ ଲାଗି ୩ଟି ପର୍ଯ୍ୟାୟରେ ମତଦାନ କରାଯାଇଥିବାବେଳେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ୭୮ ଆସନ ଲାଗି ସନ୍ଧ୍ୟା ୫ଟା ସୁଦ୍ଧା ୫୫.୨୨% ମତଦାନ କରାଯାଇଛି। ଏହି ପର୍ଯ୍ୟାୟରେ…
ଜାତିସଂଘ ଉପଦେଷ୍ଟା କମିଟିରେ ବିଦିଶା
ଜାତିସଂଘ,୭।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରୀ) କମିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ ସାଧାରଣ ସଭାରେ ଯୋଗ୍ୟତା, ଅଭିଜ୍ଞତା ଓ ଭୌଗୋଳିକ ଜ୍ଞାନକୁ ନେଇ ସଦସ୍ୟଙ୍କୁ ବଛାଯାଇଥାଏ।…
୫୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ମିଳିବ ଅନୁମତି: ୟୁଜିସି
ନୂଆଦିଲ୍ଲୀ,୭ା୧୧: କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ୟୁନିଭର୍ସିିଟି ଗ୍ରାଣ୍ଟ୍ସ କମିଶନ (ୟୁଜିସି) ଗାଇଡ୍ଲାଇନ୍ ଜାରି କରିଥିବାବେଳେ ଏକା ଥରକେ ୫୦% ଛାତ୍ରୀଛାତ୍ରଙ୍କୁ ଉପସ୍ଥିତ ଲାଗି ଅନୁମତି ମିଳିପାରିବ ବୋଲି ଦର୍ଶାଯାଇଛି। ଏଥିସହ ସୀମିତ ସଂଖ୍ୟାର ହଷ୍ଟେଲ ଖୋଲାଯିବ। କୋଭିଡ୍ କଟକଣା…
ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ
କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ଘରୋଇ…
ଆରଜେଡି ନେତାଙ୍କ ଭାଇଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ
ପାଟଣା, ୭।୧୧-ବିହାରରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ବିଟୁ ସିଂଙ୍କ ଭାଇ ବେନି ସିଂଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ପୂର୍ଣ୍ଣେୟା ଜିଲା ଧାମଦାହା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାର୍ସି ଅଞ୍ଚଳରେ…
ମହାନଦୀ ଜଳ ବିବାଦ ମାମଲା: ଡିସେମ୍ବର ୫ରେ ହେବ ଶୁଣାଣି
ଭୁବନେଶ୍ୱର,୭ା୧୧: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ହୋଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୫ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ଆଜିର ଏହି ଶୁଣାଣିରେ ଓଡ଼ିଶା ୨ଟି ଦାବି ରଖିଥିଲା। ଅଣମୌସୁମୀରେ ହୀରାକୁଦକୁ ନିର୍ଦ୍ଦିଷ୍ଟ…
ବଲିଉଡ ଚଳଚ୍ଚିତ୍ର ନିର୍ମାତା ସୁଦର୍ଶନ ରତନଙ୍କ କରୋନାରେ ପରଲୋକ
ମୁମ୍ବାଇ,୭।୧୧-ବଲିଉଡ ଚଳଚ୍ଚିତ୍ର ନିର୍ମାତା ସୁଦର୍ଶନ ରତନଙ୍କ କରୋନାରେ ପରଲୋକ ହୋଇଛି। ଏ ନେଇ ଅଭିନେତା ଶେଖର ସୁମନ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ଶେଖର ତାଙ୍କ ଅଫିସିଆଲ ଟୁଇଟର ଆକାଉଣ୍ଟ ଜରିଆରେ ଟୁଇଟ କରି ଲେଖିଛନ୍ତି, କରୋନା କାରଣରୁ ମୋର…
ବିହାରରେ ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି: ସନ୍ଧ୍ୟା ୫ଟା ସୁଦ୍ଧା ୫୨.୮୦ ପ୍ରତିଶତ ମତଦାନ
ପାଟନା,୭ା୧୧: ବିହାର ବିଧାନସଭାର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି ରହିଛି। ତେବେ ସା ୫ଟା ସୁଦ୍ଧା ୫୨.୮୦ ପ୍ରତିଶତ ଭୋଟର ମତଦାନ କରିଥିବା ଜଣାପଡ଼ିଛି। ଶନିବାର ୭୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ କରାଯାଇଛି। ଅପରାହ୍ନ ୫ଟା ସୁଦ୍ଧା କିଶନଗଞ୍ଜ…
ମୁଖ୍ୟ ସୂଚନା କମିଶନର ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଯଶବର୍ଦ୍ଧନ ସିହ୍ନା
ନୂଆଦିଲ୍ଲୀ,୭ା୧୧: ଯଶବର୍ଦ୍ଧନ କୁମାର ସିହ୍ନା ଦେଶର ନୂତନ ମୁଖ୍ୟ ସୂଚନା କମିଶନର (ସିଆଇସି) ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶନିବାର ରାଷ୍ଟ୍ରୀୟ ଭବନରେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସୂଚନା କମିଶନର ଯଶବର୍ଦ୍ଧନ ପୂର୍ବତନ ଭାରତୀୟ ବୈଦେଶିକ ସେବା…
ଚାଷ ଜମିରେ ପିତାଙ୍କ ସହ ନଜର ଆସିଲେ ତୈମୁର
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ଶନିବାର ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଓ ତାଙ୍କ ପୁଅ ତୈମୁର ଅଲ୍ଲି ଖାଁ ହରିୟାଣା ପାଟାଉଡିସ୍ଥିତ ଫାର୍ମ ହାଉସରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ…
ଫଟୋଗ୍ରାଫରଙ୍କ ଉପରେ ରାଗିଗଲେ ଦୀପିକା, କହିଲେ ପୋଲିସରେ ଦେଇଦେବି
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିଙ୍କୁ ସାଧାରଣତଃ ଫଟୋଗ୍ରାଫରଙ୍କ ସାମ୍ନା କରିବାକୁ ପଡ଼ିଥାଏ। ଯେଉଁଠି ଷ୍ଟାର ସେଠି ଫଟୋଗ୍ରାଫରଙ୍କ ଭିଡ଼। ସେଲିବ୍ରିଟିମାନେ ମଧ୍ୟ ଭିନ୍ନ ଭିନ୍ନ ପୋଜ୍ରେ ଫଟୋ ଉଠାଇଥାନ୍ତି। ବେଳେବେଳେ ସେଲିବ୍ରିଟିମାନେ ଫଟୋଗ୍ରାଫରଙ୍କ ଉପରେ ଚିଡ଼ି ଯା’ନ୍ତି। କାରଣ ଫଟୋଗ୍ରାଫରମାନେ ସେଲିବ୍ରିଟିଙ୍କ ବ୍ୟକ୍ତିଗତ…
Archives


