Home

ବୁଧବାର ଶେଷ ହୋଇପାରେ ଲୋକ ସଭା ଅଧିବେଶନ

ନୂଆଦିଲ୍ଲୀ, ୨୦ା୯: ଲୋକ ସଭାର ଚଳିତ ମୌସୁମୀ ଅଧିବେଶନରେ ଯୋଗ ଦେଇଥିବା ୩ ଜଣ ଏମ୍‌ପି କୋଭିଡ୍‌-୧୯ ପଜିଟିଭ ହେବା ପରେ ଅଧିବେଶନକୁ ବୁଧବାର ବନ୍ଦ କରିଦିଆଯାଇପାରେ ବୋଲି ଜଣାପଡ଼ିଛି। ଶନିବାର ସନ୍ଧ୍ୟାରେ ବିଜନେସ୍‌ ଆଡଭାଇଜରି କମିଟି ସହ ସରକାର ଆଲୋଚନା…

ପୁଣେରେ ଅକ୍ସଫୋର୍ଡ ଟିକାର ତୃତୀୟ ପର୍ଯ୍ୟାୟ ଟ୍ରାଏଲ

ପୁଣେ,୨୦ା୯: ମହାମାରୀ କରୋନା ଭାଇରସ୍‌ ରୋକିବାକୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଭାରତର ପୁଣେସ୍ଥିତ ସିରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରସ୍ତୁତ ହେଉଥିବା ଟିକା କୋଭିସିଲ୍ଡର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ଆସନ୍ତା ସପ୍ତାହରେ ପୁଣେରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ପୁଣେର…

ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର ୮୮୦ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହ କୋଭିଡ୍‌ ଆରୋଗ୍ୟ ହାର…

କୋରାପୁଟରେ ପ୍ରତିଦିନ ୧୦୦ ଟପୁଛି କରୋନା ପଜିଟିଭ୍‌ ସଂଖ୍ୟା

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପୁଛି। ଜିଲାରେ ଶନିବାର ଆଉ ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨ଟି ରିପିଟ କେସ୍‌ ରହିଛି। ତେଣୁ ବାସ୍ତବରେ ଜିଲାରୁ ୧୧୨ ପଜିଟିଭ୍‌ ଚିହ୍ନଟ…

ପୁଣି ଭାଇରାଲ ହେଲା ପ୍ରିୟା ପ୍ରକାଶଙ୍କ ଭିଡିଓ

ମୁମ୍ବାଇ: ଅଭିନେତ୍ରୀ ପ୍ରିୟା ପ୍ରକାଶଙ୍କ ଆଖିର ଇଶାରା ଭିଡିଓ ସୋସିଆଲ ମିଡିଆରେ ଏକଦା ବେଶ୍‌ ଭାଇରାଲ ହୋଇଥିଲା। ତାଙ୍କର ଏହି ଇସାରା ପାଇଁ ସେ ଯୁବବର୍ଗଙ୍କ ହୃଦୟ ଜିଣି ନେଇଥିଲେ। ଏବେ ପ୍ରିୟାଙ୍କର ପୁଣି ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା…

ଥାଇରଏଡ୍‌ ସମସ୍ୟା ଥିଲେ ଖାଆନ୍ତୁ ଏସବୁ

ଅଧିକାଂଶ ଲୋକଙ୍କଠାରେ ବର୍ତ୍ତମାନ ଥାଇରଏଡ୍‌ ସମସ୍ୟା ଦେଖାଦେଉଛି। ମାନସିକ ଦୁଃଶ୍ଚିନ୍ତା, ଖାଦ୍ୟରେ ଆୟୋଡିନ୍‌ ମାତ୍ରା କମ୍‌ କିମ୍ବା ଅଧିକ ହେଲେ ଏହି ସମସ୍ୟା ଦେଖାଦେଇଥାଏ। ଏହା ବଂଶାନୁଗତ ମଧ୍ୟ ହୋଇପାରେ। ପୁରୁଷମାନଙ୍କ ତୁଳନାରେ ମହିଳାମାନଙ୍କଠାରେ ଥାଇରଏଡ୍‌ ସମସ୍ୟା ଅଧିକ ଦେଖା ଦେଇଥାଏ।…

ଆଜି ରାଜଧାନୀରୁ ୩୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭କୁ ବୃଦ୍ଧି

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୨୬୭ରେ ପହଞ୍ଚିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୮…

ହୋମ୍‌ ଆଇସୋଲେଶନରେ ରହିପାରିବେ ନାହିଁ ଦୂରାରୋଗ୍ୟରେ ପୀଡ଼ିତ ଆକ୍ରାନ୍ତ: ଶିଶୁମାନେ କୋଭିଡ୍‌ ହସ୍ପିଟାଲରେ ରୁହନ୍ତୁ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣଜନିତ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଲଗାତର ତିନି ଦିନରୁ ଅଧିକ ହେବ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ଟପୁଥିବା ଦେଖାଯାଉଛି। ଏପରିସ୍ଥଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ଅଧିକାଂଶ ରୋଗୀ ଚିକିତ୍ସିତ ହେଉଛନ୍ତି। ଏନେଇ ଶନିବାର…

କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଡାକ୍ତର ପ୍ରଜ୍ଞାନ ରାଉତରାୟ ସୂଚନା…

ବିମାନରେ ତୀବ୍ର ବେଗରେ ହୋଇଥାଏ କରୋନା ସଂକ୍ରମଣ!

ବିମାନରେ କରୋନା ସଂକ୍ରମଣକୁ ନେଇ ଦୁଇଟି ଅଧ୍ୟୟନ କରାଯାଇଛି। ଯେଉଁଥିରୁ ଆଶ୍ଚର୍ଯ୍ୟ କରିଦେଲା ଭଳି କଥା ଜାଣିବାକୁ ମିଳିଛି। ଶୁକ୍ରବାର ପ୍ରକାଶିତ ଏହି ଅଧ୍ୟୟନରୁ ଲଣ୍ଡନରୁ ଭିଏତନାମା ଯିବାକୁ ଥିବା ବିମାନରେ ଜଣେ ସଂକ୍ରମିତ ମହିଳାଙ୍କ ଯୋଗୁ ୧୫ ଜଣ ଲୋକ…

ଫେରୁଛି ‘ବିଗ୍‌ବସ୍‌’: ଚତୁର୍ଦ୍ଦଶ ସଂସ୍କରଣରେ ନଜର ଆସିବେ ଏସବୁ ଲୋକପ୍ରିୟ ଅଭିନେତ୍ରୀ; ଦେଖନ୍ତୁ ତାଲିକା..

ବମ୍ବେ: ଖୁବ୍‌ଶୀଘ୍ର ଟେଲି ପରଦାକୁ ଫେରୁଛି ଲୋକପ୍ରିୟ ଶୋ’ ‘ବିଗ୍‌ବସ୍‌’। ଚତୁର୍ଦ୍ଦଶ ସଂସ୍କରଣରେ କେଉଁ ପ୍ରତିଯୋଗୀ ଭାଗନେବେ ତାହା ସ୍ଥିର ହୋଇସାରିଲାଣି। କେବଳ ପ୍ରିମିୟରକୁ ଅପେକ୍ଷା। ସବୁଥର ଭଳି ଦବଙ୍ଗ ଖାନ୍‌ ସଲମାନ ମୋଟା ଅଙ୍କର ପାଉଣା ନେଇ ଶୋ’କୁ ହୋଷ୍ଟ…

ସ୍ତ୍ରୀଙ୍କୁ ଫୋନ୍‌ କରି ସ୍ବାମୀ କହିଲେ ମୁଁ କରୋନା ପଜିଟିଭ୍‌, ଆଉ ବଞ୍ଚିବିନି; ତା’ ପରେ…

ମହାରାଷ୍ଟ୍ର,୧୯ା୯: ନାଭି ମୁମ୍ବାଇ ବଶୀର ଜଣେ ୨୮ ବର୍ଷୀୟ ବିବାହିତ ଯୁବକ ଗତ ଜୁଲାଇ ୨୪ ରାତିରେ ସ୍ତ୍ରୀଙ୍କୁ ଫୋନ୍‌ କରି କହିଲେ ‘ମୋର ରିପୋର୍ଟ କରୋନା ପଜିଟିଭ୍‌ ଆସିଛି, ମୁଁ ଆଉ ବଞ୍ଚିବିନି’। ସ୍ତ୍ରୀ କିଛି ବୁଝିବା ଆଗରୁ ସ୍ବାମୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri