ପ୍ରଥମଥର ପାଇଁ ଭାଇଙ୍କ ସହ ନଜର ଆସିଲେ ଧୋନୀ
ରାଞ୍ଚି,୬।୧୧: ଭାରତୀୟ କ୍ରିକେଟ ଟିମ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମଥର ପାଇଁ ତାଙ୍କ ଭାଇଙ୍କ ସହ ସାମ୍ନାକୁ ଆସିଛି। ଏହି ଫଟୋ ଧୋନୀଙ୍କ ଫ୍ୟାନ୍ସ କ୍ଲବ ଟୁଇଟର ହ୍ୟାଣ୍ଡେଲ ସହିତ ଶେୟାର କରାଯାଇଛି। ଏହି ଫଟୋରେ ଧୋନୀ…
ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଆତ୍ମସମର୍ପଣ କଲେ ଜଣେ ଆତଙ୍କବାଦୀ
ପୁଲଓ୍ବାମା,୬।୧୧: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ପାମ୍ପପୋରେରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ବେଳେ ଏହି ଏନ୍କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟଜଣଙ୍କ ସୁରକ୍ଷାକର୍ମୀଙ୍କ ଆଗରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ସେହିପରି ଆତଙ୍କବାଦୀଙ୍କ…
ଧୈର୍ଯ୍ୟ ଧର, ସୁଯୋଗ ମିଳିବ
ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସର ସୂର୍ଯ୍ୟକୁମାର ଯାଦବ ୟୁଏଇରେ ଅନୁଷ୍ଠିତ ୧୩ତମ ଆଇପିଏଲ ସଂସ୍କରଣରେ ଭଲ ପ୍ରଦର୍ଶନ କରିଛନ୍ତି। ଏହା ସତ୍ତ୍ୱେ ଅଷ୍ଟ୍ରେଲିଆ ଗସ୍ତରେ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିନାହିଁ। ଏନେଇ ଅନେକ ପୂର୍ବତନ କ୍ରିକେଟର୍ ପ୍ରଶ୍ନ ଉଠାଇଛନ୍ତି। ନିକଟରେ ପୂର୍ବତନ…
ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ
କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି। ଉଭୟଙ୍କ ପକ୍ଷରୁ କଟକ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ବର୍ଷା ଅଭିଯୋଗ କରିଛନ୍ତି…
ପଶ୍ଚିମବଙ୍ଗ ଗସ୍ତରେ ଶାହା: ରାଜ୍ୟର ଉନ୍ନତି ପାଇଁ ଦକ୍ଷିଣେଶ୍ୱରକାଳୀଙ୍କୁ କଲେ ପ୍ରାର୍ଥନା
କୋଲକାତା,୬।୧୧: ପଶ୍ଚିମବଙ୍ଗ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରକାଳୀଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ପହଞ୍ଚିଥିଲେ। ଦକ୍ଷିଣେଶ୍ୱରକାଳୀଙ୍କୁ ଦର୍ଶନ କରିବା ପରେ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି…
ପରିବାର ବିରୋଧରେ ଗଲେ ଶାହାରୁଖ୍ ଖାନ୍ଙ୍କ ଝିଅ ସୁହାନା: କଲେ ଏମିତି କାମ
ବଲିଉଡ୍ର କିଙ୍ଗ୍ ଖାନ୍ ଶାହାରୁଖ୍ଙ୍କ ଝିଅ ସୁହାନା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। କିନ୍ତୁ ଏବେ ସେ ନିଜର ଏକ ଫଟୋକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ଉକ୍ତ…
ଏଥର ଆଇପିଏଲ୍ରେ ଗେଲ୍ ନୁହେଁ, ଏହି ଖେଳାଳି ‘ଛକା କିଙ୍ଗ୍’
ଦୁବାଇ, ୬।୧୧: ଆଇପିଏଲରେ ସର୍ବାଧିକ ଛକା ମାରିଥିବା ଖେଳାଳିଙ୍କ ବିଷୟରେ ଯଦି ଆଲୋଚନା ହୁଏ, ତେବେ ଦର୍ଶକଙ୍କ ମନରେ ପ୍ରଥମେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ କ୍ରିସ ଗେଲ୍ଙ୍କ ନାଁ ଆସେ। ଆଇପିଏଲର ପ୍ରାୟ ପ୍ରତ୍ୟେକ ସିଜିନ୍ରେ ଗେଲ ସର୍ବାଧିକ ଛକା ମାରିଥାନ୍ତି। ସେ…
କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…
ଆଜି ରାଜ୍ୟରେ ୧୪୯୪ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୬୭ ଜଣ ଚିହ୍ନଟ…
ବିରାଟ-ଅନୁଷ୍କାଙ୍କ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି ଏହି ଫଟୋରୁ: ହେଉଛି ଭାଇରାଲ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନଭେମ୍ବର ୫ରେ ନିଜର ଜନ୍ମଦିନ ପାଳନ କରିଥିଲେ। ଏହି ଉତ୍ସବରେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ବର୍ତ୍ତମାନ ଅନୁଷ୍କା ଇନ୍ଷ୍ଟାଗ୍ରାମ୍ରେ ବିରାଟଙ୍କ ସହ କିଛି ଫଟୋ ଶେୟାରକରି…
ଅନ୍ଧବିଶ୍ୱାସ ଯୋଗୁ ସାରା ଜୀବନ ଅବିବାହିତ ରହିଥିଲେ ଏହି ଅଭିନେତା
ବଲିଉଡ ଅଭିନେତା ସଞ୍ଜୀବ କୁମାର ଜଣେ ଅତୁଳନୀୟ ଅଭିନେତା ଥିଲେ। ୧୯୩୮ ମସିହା ଜୁଲାଇ ୯ରେ ଗୁଜୁରାଟର ସୁରଟରେ ଜନ୍ମଗ୍ରହଣ କରିଥିବା ସଞ୍ଜୀବ ଜଣେ ଚମତ୍କାର କଳାକାର ତଥା ଅତି ଭଦ୍ର ବ୍ୟକ୍ତି ମଧ୍ୟ ଥିଲେ। ଶୋଲେ ଫିଲ୍ମରେ ଠାକୁରଙ୍କ ଚରିତ୍ର…
ଦାନଗଦୀ ମେଡିକାଲ ଗୃହ ନିର୍ମାଣରେ ଅନିୟମିତତା
କଳିଙ୍ଗନଗର,୬ା୧୧(ଡି.ଏନ.ଏ.): ଦାନଗଦୀ ସ୍ବାସ୍ଥ୍ୟକେନ୍ଦ ପରିସରରେ ପ୍ରାୟ ୬କୋଟି ଟଙ୍କାରେ ଏକ ମେଡିକାଲ ଗୃହ ନିର୍ମାଣ କରାଯାଉଛି। ତେବେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ସାଧାରଣ ଲୋକଙ୍କ ଜାଣିବା ନିମନ୍ତେ ସରକାରଙ୍କ ପକ୍ଷରୁ କାର୍ଯ୍ୟସ୍ଥଳୀରେ ସୂଚନା ଫଳକ ଲଗାଇବାର ନିୟମ…
Archives


