Home

ହର୍‌ସିମରତ୍‌ଙ୍କ ସ୍ଥାନ ନେଲେ ତୋମାର

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପରାମର୍ଶ କରିବା ପରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କ୍ୟାବିନେଟ୍‌ ମନ୍ତ୍ରୀ ହରସିମରତ୍‌ କୌରଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଫଳରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର…

କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ…

ଆଇ-ଲିଗ୍‌ କ୍ୱାଲିଫାୟର୍ସ : ଏଆଇଏଫ୍‌ଏଫ୍‌ର କୋଭିଡ୍‌ ଗାଇଡ୍‌ ଲାଇନ୍‌

କୋଲକାତା, ୧୮ା୯ (ପି.ଟି.)-ବିଳମ୍ବରେ ହେଲେ ମଧ୍ୟ ଶେଷରେ ଆସନ୍ତା ମାସରେ ଏଠାରେ ଆଇ-ଲିଗ୍‌ କ୍ୱାଲିଫାୟର୍ସ ସହ ଫୁଟବଲ୍‌ ସିଜନ ଆରମ୍ଭ ହେବ। ଇଭେଣ୍ଟ ବେଳେ କୋଭିଡ୍‌-୧୯ ପ୍ରୋଟୋକଲକୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ପ୍ରକାଶ…

ଅନ୍ତେବାସୀଙ୍କୁ ପୋକରା ଚାଉଳ

ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍‌ଏସ୍‌ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ ବଣକାଟିର ଅନ୍ତେବାସୀଙ୍କୁ ପୋକରା ଚାଉଳ ଦିଆଯାଉଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାରଙ୍କ ଉନ୍ନୟନ ବିଭାଗର…

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଜର୍ସି ଉନ୍ମୋଚିତ

ଦୁବାଇ, ୧୮ା୯ (ପି.ଟି.)-କୋଭିଡ୍‌ ହିରୋଙ୍କୁ ସମ୍ମାନ ଜଣାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ଖେଳାଳିମାନେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସାରା ସ୍ବତନ୍ତ୍ର ଜର୍ସି ବ୍ୟବହାର କରିବେ। ଜର୍ସିର ପଛ ପଟେ ଲେଖା ଥିବ ‘ମାଇଁ କୋଭିଡ୍‌ ହିରୋଜ୍‌’। ଏହା ମାଧ୍ୟମରେ…

କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ହରସିମରତ କୌର ବାଦଲଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୭।୯-କୃଷି ଓ କୃଷକ ବିଲ୍‌କୁ ବିରୋଧ କରି ଗୁରୁବାର କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ମୋଦୀ ସରକାରରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା କୃଷି ସଂକ୍ରାନ୍ତ ଅଣାଯାଇଥିବା ୩ଟି ବିଧେୟକ କୃଷକ ବିରୋଧୀ ହୋଇଥିବା ଦର୍ଶାଇ ଶିରୋମଣି ଅକାଳି ଦଳ…

ରାଜଧାନୀରେ ଚାଞ୍ଚଲ୍ୟ: ଶାବଳରେ ମା’ଙ୍କୁ ହତ୍ୟାକଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭ା୯(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.) – ସ୍ନେହ ବଦଳରେ ମା’ ନିର୍ଯାତନା ଦେଉଥିଲେ। ମଦ ଓ ନିଶାରେ ବୁଡ଼ି ରହୁଥିବା ମା’ର ଅତ୍ୟାଚାର ଅସହ୍ୟ ହେବାରୁ ଦୁଇ ନାବାଳକ ପୁଅ ନିଷ୍ଠୁର ହୋଇପଡ଼ିଥିଲେ। ଶେଷରେ ଘର ଭିତରେ ଶାବଳରେ ପିଟି ମା’ଙ୍କୁ ମାରିଦେଲେ।…

ଆସନ୍ତା ୨୧ ଓ ୨୨ରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି, କୋରାପୁଟ,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ ୧୦୭,…

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ…

ଭାଜପା ନବନିର୍ବାଚିତ ରାଜ୍ୟସଭା ଏମ୍‌ପି ଗୁରୁତର

ବେଙ୍ଗାଲୁରୁ,୧୭।୯- ନବର୍ନିବାଚିତ ରାଜ୍ୟସଭା ଏମ୍‌ପି ତଥା କର୍ନାଟକ ଭାଜପା ନେତା ଅଶୋକ ଗାସ୍ତିଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ମହାମାରୀ କରୋନାରେ ଅଶୋକ ଆକ୍ରାନ୍ତ ହେବା ପରେ ତାଙ୍କୁ ସେପ୍ଟେମ୍ବର ୨ରେ ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri