Home

୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ

ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପୁର୍ନିଆ ଜିଲାର ଜ୍ଞାନଡୋଭା ପଞ୍ଚାୟତର ସିମଲବାଡ଼ି ଅଞ୍ଚଳରେ କନକଈ…

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍‌, ବିଭିନ୍ନ ବନ୍ୟାଞ୍ଚଳ କରିବେ ପରିଦର୍ଶନ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରୀୟ ଟିମ୍‌ ବୁଧବାର ଭୁବନେଶ୍ୱରେ ପହଞ୍ଚିଛନ୍ତି। କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ (ଏଲ୍‌ଡବ୍ଲ୍ୟୁଇ)ର ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ ଆଜି ସକାଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ମାତ୍ର ୧୪ ବର୍ଷ ବୟସରେ କେବିସିରେ ଜିତିଥିଲେ ୧ କୋଟି ଟଙ୍କା, ଏବେ ଅଛନ୍ତି ଏହି ପଦବୀରେ

ଲୋକପ୍ରିୟ ଟିଭି ଶୋ’ କୌନ୍‌ ବନେଗା କରୋଡପତିରେ ଭାଗ ନେଇ କୋଟି କୋଟି ଟଙ୍କା ଜିତୁଥବା ପ୍ରତିଯୋଗୀ ପରବର୍ତ୍ତୀ ସମୟରେ ବେଶ୍‌ ଚର୍ଚ୍ଚାରେ ରୁହନ୍ତି। ସେମିତି ଜଣେ ପ୍ରତିଯୋଗୀ ହେଉଛନ୍ତି ଆଇପିଏସ ରବି ମୋହନ ସଇନି ୨୦୦୧ରେ କେବିସି ଜୁନିୟରର ଏକ…

ମୋଷ୍ଟ୍‌ ଓ୍ବାଣ୍ଟେଡ କାଳିଆ ଗଲେ ଜେଲ୍‌

ଦିଗପହଣ୍ଡି,୧୬ା୯(ଡି.ଏନ୍‌.ଏ.): ବ୍ରହ୍ମପୁର ପୋଲିସର ମୋଷ୍ଟ୍‌ ଓ୍ବାଣ୍ଟେଡ ଠେସା କାଳିଆ ଓରଫ କେଶବ ଚନ୍ଦ୍ର କୁଣ୍ଡଙ୍କୁ କେ. ନୂଆଗାଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଜର ଥାନା ଖାରିଆଗୁଡ଼ା ଗାଁର କେଶବଙ୍କ ନାଁରେ ଦିଗପହଣ୍ଡି,କେ. ନୂଆଗାଁ, ଗୋଳନ୍ଥରା, ଜରଡ଼ା, ବ୍ରହ୍ମପୁର ସଦର…

ବ୍ୟାଙ୍କ୍‌ ମ୍ୟାନେଜର, କେ.ପି. ସଲ୍ୟୁଶନ୍ସ ମୁଖ୍ୟ ଗିରଫ

ଭୁବନେଶ୍ୱର,୧୬।୯ (ବ୍ୟୁରୋ):ଜୟଦେବ ବିହାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୨.୫ କୋଟି ଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାପୁଜୀ ନଗର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍‌ ମ୍ୟାନେଜର ତଥା ଆସେସ୍‌ମେଣ୍ଟ ଅଫିସର ଶ୍ରୀକାନ୍ତ ପ୍ରସାଦ ପୃଷ୍ଟି…

ସିଏମ୍‌ଓଙ୍କ ଘରେ ଚଢ଼ାଉ: ମିଳିଲା ବିଡ଼ାବିଡ଼ା ଟଙ୍କା, ଅଳଙ୍କାର

ଭୋପାଳ, ୧୬।୯: ମଧ୍ୟପ୍ରଦେଶରେ ଜଣେ ମୁଖ୍ୟ ନଗରପାଳିକା ଅଧିକାରୀ(ସିଏମ୍‌ଓ) ଘରେ ଚଢ଼ାଉ ସମୟରେ ବିଡ଼ାବିଡ଼ା ଟଙ୍କା ଏବଂ ଅଳଙ୍କାର ଜବତ ହୋଇଛି। ପ୍ରାୟ ୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଜବତ ହୋଇଥିବା କୁହାଯାଉଛି। ଆୟ ବହିର୍ଭୁତ ସମ୍ପତ୍ତି ଥିବା…

ଖାଲି ପଡ଼ିଛି ସୁପର ସ୍ପେଶିଆଲିଟି ପିଜି ସିଟ୍‌

କଟକ ଅଫିସ,୧୬।୯:ମେଡିକାଲ ପାଠ୍ୟକ୍ରମର ସର୍ବୋଚ୍ଚ ଡିଗ୍ରୀ ଏମ୍‌.ସିଏଚ୍‌(ମାଷ୍ଟର ଅଫ୍‌ ଚିରାଜି) ଏବଂ ଡିଏମ୍‌(ଡକ୍ଟର ଅଫ୍‌ ମେଡିସିନ) ପଢିବା ପାଇଁ ମେଡିକାଲ ଛାତ୍ରୀଛାତ୍ରଙ୍କ ଆଗ୍ରହ କମିବାରେ ଲାଗିଛି। ଫଳରେ ଏବେ ରାଜ୍ୟରେ ବିଭିନ୍ନ ମେଡିକାଲ କଲେଜର ସୁପର୍‌ ସ୍ପେଶିଆଲିଟି ବିଭାଗରେ ଏସବୁ ପିଜି…

ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ

ବାରଙ୍ଗ,୧୬।୯(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ ଥିବା ଡାକ୍ତରଖାନା ନିଆଯାଇଛି। ଏହାସହ ତା’ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି।…

ଏଲ୍‌ଏସିରେ ୧୧ ଦିନରେ ୪ ଥର ଗୁଳି ବିନିମୟ

ନୂଆଦିଲ୍ଲୀ, ୧୬।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ ଏଲ୍‌ଏସିରେ ୪ ଥର ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ଅଗଷ୍ଟ ୨୯ରେ ପୋଙ୍ଗଙ୍ଗ୍‌ର ଦକ୍ଷିଣ ଅଞ୍ଚଳର ଚୁଶୁଲରେ ଚାଇନା ସୈନ୍ୟ ସୀମାର ଉଲ୍ଲଂଘନ କରିଥିଲେ।…

କରୋନା ନେଲା ୧୧ ଜୀବନ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୧…

CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୭୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଏହି ଗାୟିକାଙ୍କ ଦିଓ୍ବାନା ଥିଲେ ମହାତ୍ମା ଗାନ୍ଧୀ, ନେହେରୁ

କର୍ନାଟକ ସଙ୍ଗୀତ ଜଗତରେ ଏମଏସ ସୁବୁଲକ୍ଷ୍ମୀ ଏକ ଅବିସ୍ମରଣୀୟ ପରିଚୟ ସୃଷ୍ଟି କରିଥିଲେ। ଆଜି ତାଙ୍କର ପୁଣ୍ୟତିଥି। ପୁରୁଷ ପ୍ରଧାନ ସମାଜରେ ସୁବୁଲକ୍ଷ୍ମୀ ନିଜ ସ୍ବରର ଯାଦୁରେ ସମସ୍ତଙ୍କୁ ମତୁଆଲା କରିଥିଲେ। ସେ ସେମଙ୍ଗୁଡି ଶ୍ରୀନିବାସ ଆୟରଙ୍କଠାରୁ କାର୍ନାଟକ ସଙ୍ଗୀତ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri