Home

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି ଯେ ଯଦି ଟ୍ରମ୍ପ ଏପରି ପଦକ୍ଷେପ ନିଅନ୍ତି, ତେବେ ତାଙ୍କ ନାମ ଇତିହାସରେ ଲିପିବଦ୍ଧ…

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ ଏବଂ ଶେଷ ମ୍ୟାଚ ପରେ ଯାହା ଘଟିଲା ତାହା ଆଶ୍ଚର୍ଯ୍ୟଜନକ ଥିଲା। ଦିନିକିଆ ସିରିଜର…

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଅନେକ ମନ୍ଦିର ପରିଦର୍ଶନ କରିଛନ୍ତି। ଏହା ବ୍ୟତୀତ ନୀତିନ ଏକ ଗୁରୁଦ୍ୱାର ମଧ୍ୟ…

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା ନିଶ୍ଚୟ ବୋଲି କହିଛନ୍ତି । ବାର୍ଷିକ ୯ ପ୍ରତିଶତ ସୁଧ ପ୍ରତିପକ୍ଷ ସରକାରୀ ଅଧିକାରୀମାନେ…

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ ଅବସ୍ଥାରେ ଅଞ୍ଚଳବାସୀ ରହିଛନ୍ତି। ଏନେଇ ଏହାର ସ୍ଥାୟୀ ପ୍ରତିକାର ଓ ବିହିତ ପଦକ୍ଷେପ ନେବାପାଇଁ…

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର ଏକ ଭିଡିଓ ପ୍ରକାଶ ପାଇବା ପରେ ତାଙ୍କୁ ନିଲମ୍ବିତ କରାଯାଇଛି। ଏହି ଘଟଣା କର୍ନାଟକରେ…

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର ରାତି ଅଧିଆ ଚଢାଉ କରି ସାଇବର ଠକେଇ ଅଭିଯୋଗରେ ତିନି ଜଣଙ୍କୁ ଉଠାଇ ନେଇଥିବା…

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ ଟିକେଟ ଆଶାୟୀଙ୍କୁ ବୁଝାଇବାରେ ବିଜେଡି ସଫଳ ହୋଇଥିଲା। ସେହି ଯୁବଗୋଷ୍ଠୀ ବିଳମ୍ବରେ ବୁଝିଲେ ଏହା…

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା କଷ୍ଟକର ହୋଇପଡିଛି। ଏଭଳି କ୍ଷେତ୍ରରେ ପିଲାଙ୍କର ଫୋନ୍‌ ବ୍ୟବହାର କମ୍‌ କରିବା ପାଇଁ କ’ଣ…

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ ଧରି ଖେଳି ନ ପାରିବା ପରେ ସେ ତାଙ୍କର ଅବସର ଘୋଷଣା କରିଥିଲେ। ସାଇନା…

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ…

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ ଦେଖିବାକୁ ମିଳିଛି ମୟଙ୍କ ଓ ରାଶିଙ୍କ ମଧ୍ୟରେ ହୋଇଥିବା ଏକ ନିଆରା ବାହାଘର, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?