Home

ଟିକେ ଧୋନୀଙ୍କୁ ଦେଖାଅ ପ୍ଲିଜ୍‌, କାହିଁକି ଏମିତି କହିଲେ ସାକ୍ଷୀ

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ଖେଳିବା ପାଇଁ ଏବେ ୟୁଏଇରେ ଅଛନ୍ତି। ଚଳିତବର୍ଷ କରୋନା ଯୋଗୁ ନିଜ ପରିବାରକୁ ସେ ସାଙ୍ଗରେ ନେଇ ଯାଇନାହାନ୍ତି। ଏଭଳି ପରିସ୍ଥିତିରେ ସ୍ତ୍ରୀ ସାକ୍ଷୀ ଧୋନୀ ତାଙ୍କୁ ବହୁତ ମିସ୍‌ କରୁଛନ୍ତି।…

ସୀମାରେ ଖଣି ମାଫିଆ ଭୟ: ଖୋଳା ଯାଉଛି ସୁଡ଼ଙ୍ଗ

ଯୋଧପୁର, ୧୫।୯: ସୀମାରେ ଭାରତ ପାଇଁ ଚାଇନା ପାକିସ୍ତାନର ବିପଦ ରହିଛି। ତେବେ ଏହାଠାରୁ ଅଧିକ ବପଦ ସୃଷ୍ଟି କରୁଛନ୍ତି ଖଣି ମାଫିଆମାନେ। ରାଜସ୍ଥାନର ଭାରତ ପାକିସ୍ତାନ ସୀମାରେ ଖଣି ମାଫିଆମାନେ ଜିପ୍‌ସମ୍‌ ଲୋଭ ଆଶାରେ ୭୦ କିଲୋମିଟର ସୀମା ଅଞ୍ଚଳକୁ…

ପରିବାର ପୋଷିବା ପାଇଁ ଜୀବନକୁ ବାଜି ଲଗାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଓପନର୍‌ ନାଥାନ ଆଷ୍ଟଲେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୧, ସେପ୍ଟେମ୍ବର ୧୫ରେ ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ନାଥାନ ନ୍ୟୁଜିଲାଣ୍ଡକୁ ଅନେକ ମ୍ୟାଚ ଜିତାଇଥିଲେ। କିନ୍ତୁ ଆଜି ସେ କ୍ରିକେଟ ଛାଡି ପରିବାର ପୋଷିବା ପାଇଁ ଏକ ଭିନ୍ନ…

CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ…

ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି

ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ ଆପରାଧୀକ ମାମଲା ରହିଛି। ଏଭଳି ବିଧାୟକଙ୍କ ସଂଖ୍ୟା ୧୩୬ ଥିବା କୁହାଯାଉଛି। ସେଥିମଧ୍ୟରୁ ୯୪…

ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୧୫।୯: ପଶ୍ଚିମବଙ୍ଗର ମାଲଦା ଜିଲାରେ ତୃଣମୂଳ କଂଗ୍ରେସ (ଟିଏମସି) କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣକ ସୁବୋଧ ପରମାଣିକ। ସେ କାଠ ବ୍ୟବସାୟ କରୁଥିଲେ ଏବଂ ହବିପୁର ଗାଁର ବାସିନ୍ଦା ଥିଲେ। ସୁବୋଧଙ୍କ ମୃତଦେହ ଫାର୍ମ ନିକଟରୁ ମିଳିଥିଲା। ପୋଲିସ…

ସରକାର ପ୍ରବାସୀ ଶ୍ରମିକଙ୍କ ମୃତଦେହ ନ ଗଣିଲେ ବି ମୃତ୍ୟୁ ତ ଆସିଲା: ରାହୁଲ

ନୂଆଦିଲ୍ଲୀ, ୧୫।୯: ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ ବିରୋଧୀ ଶାସକ ଦଳଙ୍କୁ ଘେରିଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ କୌଣସି ତଥ୍ୟ ମିଳିନି। ସେଥିପାଇଁ କ୍ଷତିପୂରଣ ମଧ୍ୟ ପ୍ରଦାନ କରାଯାଇ ପାରିନି। ତେବେ ଲକ୍‌ଡାଉନ୍‌ ସମୟରେ…

ଦୁଇଟି ଯୁଦ୍ଧ ପରିସ୍ଥିତିର ସମ୍ମୁଖୀନ ହୋଇପାରେ ଭାରତ

ନୂଆଦିଲ୍ଲୀ,୧୫।୯: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଏବଂ ଚାଇନା ମଧ୍ୟରେ ଉତ୍ତେଜନା ହ୍ରାସ ପାଇବାର ନାଁ ଧରୁନି। ସୀମାରେ ଉତ୍ତେଜନା ହ୍ରାସ କରିବାକୁ ଦୁଇ ଦେଶ ଉଚ୍ଚ ସ୍ତରୀୟ ଆଲୋଚନା କରୁଥିଲେ ମଧ୍ୟ ତାହା ବିଫଳ ରହିଛି। ସେପଟରେ ପଡୋଶୀ ଦେଶ…

ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିଲେ ଏହିସବୁ ପ୍ରସିଦ୍ଧ କ୍ରିକେଟର

ସେପ୍ଟେମ୍ବର ୧୫କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ହୋଇତତ୍ବାରୁ ତାଙ୍କ ସ୍ମୃତିରେ ଏହି ଦିନକୁ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି…

ନୀତୀଶଙ୍କ ଭୟ: ୬ ଥର ମୁଖ୍ୟମନ୍ତ୍ରୀ ହୋଇ ବି ୧୬ ବର୍ଷଧରି ଲଢ଼ି ନାହାନ୍ତି ନିର୍ବାଚନ

ପାଟନା, ୧୫।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏନେଇ ରାଜ୍ୟରେ ରାଜନୈତିକ ସ୍ଥିତି ବେଶ୍‌ ଚଳଚଞ୍ଚଳ ହେବାରେ ଲାଗିଛି। ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ବିକାଶ ପାଇଁ କହୁ କାର୍ଯ୍ୟ କରିଥିବା କହୁଛନ୍ତି। ତେବେ ବିଧାନସଭା…

ପ୍ରେମିକଙ୍କ ସହ ରହିବା ପାଇଁ ୨ ସନ୍ତାନର ମା’ ମାଗିଲେ ସୁରକ୍ଷା, କୋର୍ଟ ନିର୍ଦ୍ଦେଶ ଦେଲେ ଏମିତି

ଚଣ୍ଡିଗଡ,୧୫।୯: ପଞ୍ଜାବରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ପ୍ରେମିକଙ୍କ ସହ ରହିବା ପାଇଁ ୨ ସନ୍ତାନର ମା’ ହାଇକୋର୍ଟରେ ସୁରକ୍ଷା ମାଗିଛନ୍ତି। ସ୍ବାମୀ ଏବଂ ଶାଶୁଘର ଲୋକଠାରୁ ଧମକ ମିଳୁଥିବାରୁ ସୁରକ୍ଷା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ। ଏହା ତାଙ୍କ…

ଡ୍ରଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯାଉଛି: ଜୟା

ନୂଆଦିଲ୍ଲୀ, ୧୫।୯: ଡଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯିବାର ଯୋଜନା କରାଯାଉଛି। ମନୋରଞ୍ଜନ ଶିଳ୍ପ ପ୍ରତିଦିନ ୫ ଲକ୍ଷରୁ ଅଧିକ ଲୋକଙ୍କୁ ରୋଜଗାର ଯୋଗାଇ ଦେଇଥାଏ। ଏପରିସ୍ଥଳେ ଏହାକୁ ବଦନାମ୍‌ କରାଯିବା ଅନୁଚିତ ବୋଲି ସଂସଦର ଦ୍ୱିତୀୟ ଦିନରେ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri