ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍ସି) ଓ କୋଭିଡ୍ କେୟାର ହୋମ୍ (ସିସିଏଚ୍)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍ସି ଓ ସିସିଏଚ୍ଗୁଡ଼ିକ ଖାଲି ପଡୁଛି।…
ବିରଳ ଦୁଇ ମୁଣ୍ଡିଆ ସାପ ଜବତ: ଜଣେ ଗିରଫ
ଲକ୍ଷ୍ନୌ,୧୪।୯-ବିରଳ ସାପ ଚୋରାଚାଲାଣ ଅଭିଯୋଗରେ ଉତ୍ତରପ୍ରଦେଶର ଖେରୀ ଜିଲା ମିତୋଲି ଥାନା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ କାସ୍ତା କଲୋନୀ ବାସିନ୍ଦା ସନ୍ଦୀପ। ଏଥିସହ ତାଙ୍କ ନିକଟରୁ ପୋଲିସ ଦୁଇ ମୁଣ୍ଡିଆ ବିରଳ…
୨୯ରୁ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା…
ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା
ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ ଭର୍ତ୍ତି କରାଯାଇଛି। କଲ୍ୟାଣ ସିଂ ଦୁଇ ଦିନ ଧରି ଜ୍ୱରରେ ପୀଡିତ ଥିଲେ। ଗତକାଲି…
ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ
ନୂଆଦିଲ୍ଲୀ,୧୪।୯-ପୁଣି ଥରେ ଜେଡିୟୁର ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ସୋମବାର ନିର୍ବାଚିତ ହୋଇଛନ୍ତି। ମୌଖିକ ଭୋଟରେ ହରିବଂଶ ନାରାୟଣଙ୍କୁ ନିର୍ବାଚିତ କରାଯାଇଛି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ…
ମୋବାଇଲରୁ ମିଳିବ ଭୂମିକମ୍ପ ସୂଚନା
ଭୂମିକମ୍ପ ଏପରି ଏକ ପ୍ରାକୃତିକ ବିପର୍ଯ୍ୟୟ ଯାହାକୁ ହଠାତ ପୂର୍ବାନୁମାନ କରିବା ସହଜ ନୁହେଁ। ଅବଶ୍ୟ କେଉଁ ଅଞ୍ଚଳରେ ଭୂମିକମ୍ପ ହେବ ତାହା ଏବେ ଆକଳନ କରାଯାଇପାରୁଛି। ହେଲେ ଏହା ସଂଘଟିତ ହେବାର ଠିକ ସମୟ ସମ୍ପର୍କରେ ସୂଚନା ଦେବା ଏ…
ପଡିଆରେ ନାଚିଲେ କୋହଲି, ଜାଣନ୍ତୁ କାହିଁକି
କରୋନା ଯୋଗୁ ଏଥର ଆଇପିଏଲ ୟୁଏଇରେ ଆୟୋଜିତ ହେଉଛି। ମ୍ୟାଚ୍ ପୂର୍ବରୁ ସବୁ ଦଳ ଅଭ୍ୟାସ ଆରମ୍ଭ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ କଠିନ ଅଭ୍ୟାସ ଏକ ମଜାଳିଆ ବୋଲିଂ ଅଧିବେଶନ କରୁଥିବା ଦେଖିବାକୁ ମିଳିଥିଲା। ଏହି ଅଧିବେଶନରେ କେବଳ…
ସ୍ବାମୀଙ୍କ ମୃତ୍ୟୁ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ କୁହାଯାଉଥିଲା ଡାହାଣୀ
ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ୧୪ ଦିନ ଜେଲରେ ଅଛନ୍ତି। ଅନେକ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ରିୟାଙ୍କୁ ସମର୍ଥନ କରି ଗଣମାଧ୍ୟମର ଭୂମିକା ଉପରେ ପ୍ରଶ୍ନ କରିଛନ୍ତି। ଜଣାଶୁଣା ଗାୟିକ…
ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ…
ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ
କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା ଲୋକ ନୃତ୍ୟକୁ ସାରା ବିଶ୍ୱରେ ପରଚିତ ହାସଲ କରାଇବାରେ ଧନଞ୍ଜୟଙ୍କ ବଡ ଭୂମିକା…
ସେରୋ ସର୍ଭେ
”ରକ୍ତରେ ପ୍ରତିପିଣ୍ଡ (ଆଣ୍ଟିବଡି) ଜାଣିବା ପାଇଁ ସେରୋସର୍ଭେ କରାଯାଏ। କେରଳ, ମହାରାଷ୍ଟ୍ର, ଦିଲ୍ଲୀ, ଓଡିଶା ପ୍ରଭୃତି ଅନେକ ରାଜ୍ୟ ଏହାକୁ କାର୍ଯ୍ୟକାରୀ କରୁଛନ୍ତି। କରୋନା ସଂକ୍ରମିତ ବ୍ୟକ୍ତିଙ୍କ ରକ୍ତରେ ତିଆରି ହୋଇଥିବା ଆଣ୍ଟିବଡି ରୋଗ ପ୍ରକୋପକୁ ପ୍ରତିହତ କରିପାରିବ କି ନାହିଁ…
Archives


