Home

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ ଅବହେଳାର ପ୍ରଶ୍ନ ଉଠୁନାହିଁ। ଯାହା ଏହି ଯୁଦ୍ଧର ଏବେ ମୂଳ ଲକ୍ଷ୍ୟ ପାଲଟିଛିି। କିନ୍ତୁ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅସଲ ମୁଖା ଖୋଲିଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ,୩।୧୧: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସରଫରାଜ ନୱାଜ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନଙ୍କ ବିରୋଧରେ ଏକ ଅଭିଯୋଗ କରିଛନ୍ତି। ସରଫରାଜ ଦାବି କରିଛନ୍ତି ଯେ ଇମ୍ରାନ କୋକେନ (ଡ୍ରଗ୍ସ) ଖାଉଥିଲେ। ସେ ଏହା ମଧ୍ୟ କହିଛନ୍ତି…

ଏଲ୍‌ଏନ୍‌ଜି ଟର୍ମିନାଲରେ ଅଗ୍ନିକାଣ୍ଡ: ୫ ମୃତ

ବେଜିଂ,୩।୧୧: ଚାଇନାର ଏକ ଏଲ୍‌ଏନ୍‌ଜି ଟର୍ମିନାଲରେ ଅଗ୍ନିକାଣ୍ଡ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ ଚାଇନାର ଗ୍ବାଙ୍ଗସୀ ଝୁଆଙ୍ଗ୍‌ସ୍ଥିତ ଏଲ୍‌ଏନ୍‌ଜି ଟର୍ମିନାଲରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏଥିରେ କେତେକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା…

ସ୍ବାମୀଙ୍କ ନାମରେ ଟାଟୁ କରିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ମୁମ୍ବାଇ ଇଣ୍ଡିଆନ୍ସର ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଆଇପିଏଲର ଚଳିତ ସିଜନରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ଏପର୍ଯ୍ୟନ୍ତ ୧୩ଟି ମ୍ୟାଚରେ ୩୭୪ ରନ ସଂଗ୍ରହ କରିଛନ୍ତି। ସୂର୍ଯ୍ୟକୁମାରଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କହିବାକୁ ଗଲେ ତାଙ୍କ ସ୍ତ୍ରୀ ଦେଭିଶା ଜଣେ…

ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା

ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ ପାଇଁ ମୋଟ ୧୪୬୩ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ଅଭିନେତା-ରାଜନେତା ଶତ୍ରୁଘ୍ନ…

ଚାକର ଅଛନ୍ତି, କିନ୍ତୁ ମୁକେଶ ଅମ୍ବାନୀଙ୍କ ପିଲାମାନେ ଘରେ କରିଥାନ୍ତି ଏହି କାମ

ଦେଶରୁ ସବୁଠାରୁ ଧନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀ, ସ୍ତ୍ରୀ ନୀତା ଅମ୍ବାନୀ ସେମାନଙ୍କ ଜୀବନଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ମୁକେଶ ଘରର ସମସ୍ତ ଚାକର ୨ ଲକ୍ଷରୁ ଅଧିକ ଟଙ୍କା ଦରମା ରୂପେ ନେଇଥାନ୍ତି। ହେଲେ…

କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଜାତିସଂଘରେ ଭାରତର ସ୍ଥାୟୀ ମିଶନର ସଚିବ ଆଶିଷ ଶର୍ମା ଏହା କହିଛନ୍ତି। ଭାରତର…

ମୁକେଶ ଅମ୍ବାନୀଙ୍କୁ ଝଟ୍‌କା, ଧନୀ ତାଲିକାରୁ ଖସିଲେ

ନୂଆଦିଲ୍ଲୀ, ୩।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କ ଜବରଦସ୍ତ ଝଟ୍‌କା ଲାଗିଛି। ଶେୟାର ମୂଲ୍ୟ ଖସିବା ଯୋଗୁ ରିଲାଏନ୍ସକୁ ବହୁ କ୍ଷତି ସହିବାକୁ ପଡିଛି। ଫଳସ୍ବରୂପ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ପ୍ରାୟ ୬.୮ ବିଲିୟନ ଡ଼ଲାର (ପ୍ରାୟ ୫୦ ହଜାର…

ଚାଇନା ବାଣ ରଖିବା-ବିକିବା ଅପରାଧ: ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଚଣ୍ଡିଗଡ଼,୩।୧୧: ହରିୟାଣାରେ ଚାଇନା ବାଣ ରଖିବା ଏବଂ ବିକିବା ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଦୀପାବଳି, ଗୁରୁପର୍ବ ଏବଂ…

ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ ତଳେ ସତୀଶ ପ୍ରସାଦ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ…

ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…

ଭୂକମ୍ପ ଜୋନ୍‌ରେ ରାଜଧାନୀ: ୨ ବର୍ଷରେ ୬୪ ଥର ଥରିଛି

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍‌ରେ ରହିଛି। ଏଠାରେ ଗତ ୨ ବର୍ଷ ମଧ୍ୟରେ ୬୪ ଥର ଭୂକମ୍ପ ହୋଇଛି। ସେଥିମଧ୍ୟରୁ ୫୬ଥର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪ରୁ ୪.୯ ମଧ୍ୟରେ ରହିଛି। ୮ଥର ୫ରୁ ଅଧିକ ତୀବ୍ରତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri