Home

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ ନେଇ ବିଶ୍ୱର ମାନବ ସମ୍ବଳ ଉପରେ କୋପ ଦୃଷ୍ଟି ନିକ୍ଷେପ କରିଛି। ଏଆଇ ଯେତିକି…

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର ମୁଖ୍ୟ କାରଣ ଭାବେ ଯାନବାହନ ଓ ଶିଳ୍ପ ଆଦିରୁ ଧୂଆଁ ନିଷ୍କାସନ, ନିର୍ମାଣ କାର୍ଯ୍ୟ,…

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଡିଓ ଭୋଇଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୧/୨୬) ରୁଜୁକରି ସମ୍ପୃକ୍ତ…

କୁଲି, ମୂଲିଆଙ୍କ ଦେଶ

ପାଖାପାଖି ୧୫୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତରେ ଯୁବଶକ୍ତିର କେତେ ବେରୋଜଗାର ଅଛନ୍ତି ତାହାର ବାସ୍ତବ ସଂଖ୍ୟା ଜାଣିବା ଅସମ୍ଭବ। ଏଇଥିପାଇଁ ଅସମ୍ଭବ କୁହାଯାଉଛି ଯେ, କାରଣ ଏବକାର ପରିସ୍ଥିତିରେ କୌଣସି ସରକାରୀ କଳ ଦ୍ୱାରା ସଂଗୃହୀତ ତଥ୍ୟ ଉପରେ ଭରସା…

ଶନିଙ୍କ ଗୋଚର ପରେ ଖୋଲିବ ୩ ରାଶିର ଭାଗ୍ୟ, ମିଳିପାରେ ଚାକିରି

ଆଜି ମଙ୍ଗଳବାର, ମାଘ ମାସର ଶୁକ୍ଳ ପକ୍ଷର ଦ୍ୱିତୀୟ ଦିନ। ଦ୍ୱିତୀୟ ତିଥି ସକାଳ ୨ଟା୪୩ ପର୍ଯ୍ୟନ୍ତ ରହିବ। ସିଦ୍ଧି ଯୋଗ ରାତି ୮ଟା୦୧ ପର୍ଯ୍ୟନ୍ତ ପ୍ରଚଳିତ ହେବ। ଶ୍ରାବଣ ନକ୍ଷତ୍ର ମଧ୍ୟ ଅପରାହ୍ନ ୧ଟା୦୭ ପର୍ଯ୍ୟନ୍ତ ପ୍ରଚଳିତ ହେବ। ଏହା…

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିବିଧ ପ୍ରମାଣପତ୍ର ପ୍ରଦାନ ଓ ପୁରୁଣା ଆଇନକୁ ବନ୍ଦ କରିବା ଭଳି ୧୩ଟି…

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌ ଅଫିସ ଓ ଓ୍ବାର୍ଡ ଅଫିସ୍‌ରେ ପ୍ରଦର୍ଶିତ କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ…

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା ଅଥରିଟିର ସିଇଓ ଏମ୍‌. ଲୋକେଶଙ୍କୁ ତାଙ୍କ ପଦବୀରୁ ବହିଷ୍କାର କରାଯାଇଛି। ଇଞ୍ଜିନିୟରଙ୍କ ମୃତ୍ୟୁକୁ ନେଇ…

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା): ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ ଆସୁଛି। ହେଲେ ଦୀର୍ଘ ୨୬ବର୍ଷ ଧରି ଜାତୀୟ କଂଗ୍ରେସ କେବଳ ସଂଘର୍ଷ କରି ଚାଲିଛି,…

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି। ପୂର୍ବରୁ ଦେଶରେ ଲାଗୁ ହୋଇଥିତ୍ବା ଏକ-ସନ୍ତାନ ନୀତିର ଦୀର୍ଘମିଆଦୀ ପ୍ରଭାବକୁ ଏଥିପାଇଁ ଦାୟୀ କରାଯାଇଛି।…

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର, ୨୦|୧ (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା ଅନୁଭବ…

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?