କାହିଁକି ଜର୍ସି ବାଣ୍ଟୁଥିଲେ ଧୋନୀ, କଲେ ଖୁଲାସା
ଦୁବାଇ,୨।୧୧: କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ବିଜୟ ସହ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ୨୦୨୦ରେ ନିରାଶାଜନକ ଯାତ୍ରା ଶେଷ କରିଛି। ପୁରା ଟୁର୍ନାମେଣ୍ଟରେ ମହେନ୍ଦ୍ର ସିଂ ଧୋନୀ ଅନେକ ଦଳର ଖେଳାଳିଙ୍କୁ ତାଙ୍କ ଜର୍ସି ଦେଉଥିବାର…
ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ
ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର ୩, ଅତାବିରା ବ୍ଲକର ୧, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍ଏସିର ୯, ଭଟଲି…
ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଗୁରୁତ୍ୱାରୋପ କଲେ ଆଟର୍ନି ଜେନେରାଲ: ପୀଡ଼ିତାଙ୍କ ଦ୍ୱାରା ଅଭିଯୁକ୍ତଙ୍କ ହାତରେ ରାଖି ବନ୍ଧାଇବା ଏକ ଡ୍ରାମା
ନୂଆଦିଲ୍ଲୀ,୨।୧୧: ଯୌନ ହିଂସାର ଶିକାର ହୋଇଥିବା ପୀଡ଼ିତାଙ୍କ ଦ୍ୱାରା ଅଭିଯୁକ୍ତଙ୍କ ହାତରେ ରାଖି ବନ୍ଧାଇବା ଆଦେଶ ଦେବା ଏକ ଡ୍ରାମା ଭଳି। ତେଣୁ ଏଭଳି ମାମଲାର ବିଚାର ସମୟରେ ଜାମିନ ରାଶି ନିର୍ଦ୍ଧାରଣ କରିବା ନେଇ ତଥ୍ୟ ଉପରେ ଗୁରୁତ୍ୱ ଦେବାର…
ମାଲିକଙ୍କୁ ଦେଖି ଲାଜେଇ ଯାଇଥିଲେ ଏହି ବିସ୍ଫୋରକ ଅଲରାଉଣ୍ଡର
ଦୁବାଇ,୨।୧୧: କୋଲକତା ନାଇଟ୍ ରାଇଡର୍ସ(କେକେଆର୍) ଦଳର ମାଲିକ ଶାହାରୁଖ ଖାନ ଆଜି ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ମାଲିକଙ୍କ ଜନ୍ମଦିନ ଅବସରରେ ଦଳ ଏକ ସ୍ବତନ୍ତ୍ର ଭିଡିଓ ବାର୍ତ୍ତା ଶେୟାର କରିଛି। ଏହି ଭିଡିଓକୁ କେକେଆର୍ର ଅଫିସିଆଲ ସୋସିଆଲ ମିଡିଆ…
ଅଭିନୟ ପୂର୍ବରୁ ଶିକ୍ଷକତା କରୁଥିଲେ ଏହି ଲୋକପ୍ରିୟ ଅଭିନେତା
ବଲିଉଡ୍ ଅଭିନେତା ରାଜକୁମାର ରାଓ ତାଙ୍କର ଆଗାମୀ ଫିଲ୍ମ ‘ଛଲାଙ୍ଗ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ହଂସଲ ମେହତାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଖୁବ୍ଶୀଘ୍ର ଆମାଜନ ପ୍ରାଇମ ଭିଡିଓରେ ରିଲିଜ୍ ହେବାକୁ ଯାଉଛି। ତେବେ ଖୁବ୍ କମ୍ ଲୋକ ଜାଣିଥିବେ ଯେ, ଅଭିନୟରେ…
ଶାହରୁଖଙ୍କ ଜନ୍ମଦିନରେ ଏମିତି କଲେ ଜୁହି ଚାଓ୍ବାଲା, ଜାଣିଲେ କରିବେ ପ୍ରଶଂସା
ବଲିଉଡ୍ର କିଙ୍ଗ୍ ଶାହରୁଖ ଆଜି ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଅନେକ ସେଲିବ୍ରିଟି ଏବଂ ପ୍ରଶଂସକ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଶାହରୁଖଙ୍କୁ ଜନ୍ମଦିନରେ ଏକ ନିହାରା ଉପହାର ଦେଇଛନ୍ତି ଅଭିନେତ୍ରୀ ଜୁହି ଚାଓ୍ବାଲା। ଏହି ସ୍ବତନ୍ତ୍ର ଦିନକୁ…
ଘର ଛାତ ଉପରେ ସ୍କର୍ପିଓ ଡିଜାଇନ୍ର ପାଣିଟାଙ୍କି, ଦେଖିଲେ ଲାଖିଯିବ ଆଖି
ବିହାରର ଜଣେ ବ୍ୟକ୍ତି ମହିନ୍ଦ୍ରା ସ୍କର୍ପିଓର ଡିଜାଇନ୍ରେ ଘର ଛାତ ଉପରେ ଏକ ପାଣିଟାଙ୍କି ତିଆରି କରିଛନ୍ତି। ଯାହାକୁ ଦେଖିଲେ ଆଖି ଲାଖିଯିବ। ଭାଗଲପୁରର ଇଣ୍ଟସାର ଆଲାମ ଏହି ପାଣି ଟାଙ୍କି ନିର୍ମାଣରେ ଆଗ୍ରାର ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଭାବେ ନିଯୁକ୍ତି ଦେଇଥିଲେ।…
ଶୁଟିଂ ସେଟ୍ରେ କଥା ହେଉ ନ ଥିଲେ ଅଭିନେତ୍ରୀ ଅଭିନେତା, ତଥାପି ସୁପରହିଟ୍ ହୋଇଥିଲା ଏହି ଫିଲ୍ମ
ମୁମ୍ବାଇ: ବଲିଉଡ୍ର ୩ ଖାଁ ଏକା ସାଥୀରେ କାମ କରି ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହି ୩ ଖାଁ ହେଲେ ଶାହାରୁଖ୍, ସଲମାନ୍ ଏବଂ ଅମୀର। ଆଜି ଫିଲ୍ମ ‘ଅନ୍ଦାଜ ଅପ୍ନା ଅପ୍ନା’ସହିତ ଜଡ଼ିତ…
ଶାହାରୁଖ୍ଙ୍କ ଉପରେ ରାଗି ନିଜ ଜିନ୍ସ ଚିରିଦେଇଥିଲେ ସନ୍ନି ଦେଓଲ: ଜାଣନ୍ତୁ କାହିଁକି
ବଲିଉଡ୍ ବାଦ୍ଶାହା ଶାହାରୁଖ୍ ଖାନ୍ଙ୍କର ଆଜି ଅର୍ଥାତ୍ ନଭେମ୍ବର ୨ ହେଉଛନ୍ତି ଜନ୍ମଦିନ। ଆଜି ସେ ୫୫ ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ ଶାହାରୁଖ୍ଙ୍କ ଏହି ଖାସ୍ ଦିନରେ ତାଙ୍କୁ ନେଇ ଏକ ରୋଚକ କଥା ଜାଣିବା। ୧୭ ବର୍ଷ…
ଅଜବ ମ୍ୟୁଜିୟମ୍ : ଯେଉଁଠି ସଂରକ୍ଷିତ ରହିଛି ଶୌଚାଳୟ ସାମଗ୍ରୀ
ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ…
ହିନ୍ଦୀ କି ଇଂରାଜୀ ନୁହେଁ, କେବଳ ଏହି ଭାଷା ବୁଝେ କମେଡି କିଙ୍ଗ୍ଙ୍କ ଝିଅ
ମୁମ୍ବାଇ: କୌଣସି ଭେଦଭାବ ନ ରଖି ପ୍ରତ୍ୟେକ ଧର୍ମର ଲୋକଙ୍କୁ ହସାଉଥିବା କପିଲ ଶର୍ମା ତାଙ୍କ ଶୋ’ରେ ସମସ୍ତଙ୍କ ଜୀବନରେ ଖୁସି ଭରି ଦିଅନ୍ତି। କପିଲଙ୍କୁ ହସର ରାଜା ବୋଲି କୁହାଯାଏ। ବୋଧହୁଏ ଏପରି ଲକ୍ଷଣ ମଧ୍ୟ ତାଙ୍କ ଝିଅଠାରେ ପ୍ରକାଶ…
ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଜଟଣୀସ୍ଥିତ ଘରେ…
Archives


