Home

ଝାରସୁଗୁଡ଼ାରେ ୧,୧୬୧ କାଳିଆ ହିତାଧୀକାରୀଙ୍କୁ ଟଙ୍କା ଫେରସ୍ତ ନୋଟିସ୍‌: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି

ଝାରସୁଗୁଡ଼ା ଅଫିସ,୩ା୮: ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ କାଳିଆ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ତେବେ ବର୍ତ୍ତମାନ ସହାୟତା ପାଇଥିବା ଚାଷୀମାନଙ୍କୁ ଅଯୋଗ୍ୟ ଦର୍ଶାଯାଇ ହିତାଧିକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ଚିହ୍ନଟ କରି ନୋଟିସ୍‌ ଜାରି କରାଯାଇଛି।…

ଆତ୍ମହତ୍ୟା ପୂର୍ବରୁ ଗୁଗଲ୍‌ରୁ ଏହି ୪ ଜିନିଷ ଅଧିକଥର ସର୍ଚ୍ଚ କରୁଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ଏବେ ତାଙ୍କ ମୃତ୍ୟୁ ମାମଲାର ତଦନ୍ତ ଚାଲିଥିବା…

ଭାଜପା ପରେ ଏବେ କଂଗ୍ରେସ କରୋନା କବଳରେ

ନୂଆଦିଲ୍ଲୀ,୩।୮: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଛି। ଧନୀ ହେଉ କି ଗରିବ, ଜନତା ହୁଅନ୍ତୁ କି ନେତା…

୫ ବର୍ଷର ଶିଶୁ ପେଟରୁ ବାହାରିଲା ଏମିତି ଜିନିିଷ, ଡାକ୍ତରଙ୍କ ଉଡିଗଲା ହୋସ୍‌

ଚାଇନାରେ ଏକ ଅଦ୍ଭୁତ ଘଟଣା ଘଟିଛି। ଜଣେ କୁନି ଝିଅର ପେଟରୁ ୧୯୦ଟି ଚୁମ୍ବକୀୟ ବଲ ବାହାର କରିଛନ୍ତି ଡାକ୍ତର। ପିଲାଟିର ପେଟ ଯନ୍ତ୍ରଣା ହେବା ପରେ ମାତାପିତା ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରମାନେ ମଧ୍ୟ ଏକ୍ସ-ରେ ଶିଶୁର ପେଟରେ…

ବରଗଡ଼ରେ ୩୩ ନୂଆ ପଜିଟିଭ୍‌: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଲା

ବରଗଡ଼ ଅଫିସ,୩ା୮: ବରଗଡ଼ ଜିଲାରେ ସୋମବାର ପୁଣି ୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ଏବଂ ୧୮ ଜଣ ପୁରୁଷ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ…

ଭୂମି ପୂଜନରେ କରୋନା ନେଗେଟିଭ୍‌ ଅତିଥି ହେବେ ସାମିଲ୍‌

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅତିଥିଙ୍କ ପାଖକୁ ନିମନ୍ତ୍ରଣ କାର୍ଡ ପଠାଯାଇଛି। ତେବେ ଅତିଥିଙ୍କର ପ୍ରଥମେ ନମୁନା ପରୀକ୍ଷା କରାଯିବ। କରୋନା ନେଗେଟିଭ୍‌ ରିପୋର୍ଟ ଆସିଥିବା ଅତିଥିଙ୍କୁ ଉତ୍ସବରେ…

ଏସ୍‌ପିଙ୍କ ସହ ଯାହା ଘଟିଲା ଠିକ୍‌ ହେଲା ନାହିଁ

ପାଟଣା,୩।୮: ଅଭିନେତା ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲାରେ ବିହାର ଏବଂ ମୁମ୍ବାଇ ପୋଲିସ ମୁହାଁମୁହିଁ ହୋଇଛନ୍ତି। ବିହାରର ଆଇପିଏସ ଅଧିକାରୀ ବିନୟ ତିୱାରୀ ଏହି ଘଟଣାର ଅନୁସନ୍ଧାନ ପାଇଁ ମୁମ୍ବାଇରେ ପହଞ୍ଚିଥିଲେ କିନ୍ତୁ ମୁମ୍ବାଇ ମ୍ୟୁନିସିପାଲଟି କର୍ପୋରେସନ(ବିଏମ୍‌ସି) ତାଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ…

ପଶ୍ଚିମବଙ୍ଗ ଲକ୍‌ଡାଉନ୍‌ ଯୋଗୁ ରେଳସେବା ପ୍ରଭାବିତ

ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮, ୧୬,…

ଭାରତର ଏସବୁ ସହରରେ ହେବ କୋଭିଶିଲ୍ଡର ମାନବ ପରୀକ୍ଷଣ

ନୂଆଦିଲ୍ଲୀ, ୩।୮: ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନେକା ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟୀକା କୋଭିଶିଲ୍ଡର ଭାରତରେ ମାନବ ପରୀକ୍ଷଣ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ଏନେଇ ଭାରତୀୟ ଡ୍ରଗ୍‌ ନିୟନ୍ତ୍ରକ ନିର୍ଦ୍ଦେଶାଳ(ଡିସିଜିଆଇ) ପକ୍ଷରୁ ସିରମ୍‌…

ଅମିତ ଶାହାଙ୍କ ଆରୋଗ୍ୟ କାମନା କରି ଉପବାସ ରଖିବେ ଏହି ମୁସଲମାନ ବ୍ୟକ୍ତି

ଶ୍ରୀନଗର,୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇ ଏବେ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି । ତାଙ୍କ ଆରୋଗ୍ୟ କାମନା କରି ଜମ୍ମୁକଶ୍ମୀରସ୍ଥିତ କୁପଓ୍ବାଡାର ଭାଜପା ନେତା ଗୁଫତାର ଅହମ୍ମଦ ତାଙ୍କ ସୁସ୍ଥ ହେବା ପର୍ଯ୍ୟନ୍ତ ଉପବାସ…

କରୋନା ଘୃଣା ଭାଇଚାରା ନ ଭାଙ୍ଗୁ

କଟକ ଅଫିସ,୩।୮: କରୋନା କାହାକୁ ବି ହୋଇପାରେ। ଆଜି ଯଦି ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଆମେ ଘୃଣା କରିବା, ତେବେ କାଲି ଆମେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। କଟକ ଏକ ଭାଇଚାରାର ସହର। ଅତୀତରେ ଅନେକ କଠିନ ସମୟରେ…

ବାଲୁକା କଳାରେ ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ କେନ୍ଦୁଝରର ନିଶିକାନ୍ତ

କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଟିକରପଡ଼ା ଗ୍ରାମର ନିଶିକାନ୍ତ ବେହେରା ପବିତ୍ର ରକ୍ଷାବନ୍ଧନ ଅବସରରେ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଶିକାନ୍ତ ନିଜ ଘର ନିକଟରେ ବାଲିରେ ଦେଇଥିବା ଭାଇ ଓ ଭଉଣୀ ମଧ୍ୟରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri