Home

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୦ରୁ ଅଧିକ ଆହତ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ବହରାଇଚରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ…

ଦୁରାରୋଗ୍ୟରେ ସୁକାନ୍ତ: ଅର୍ଥ ଅଭାବରୁ ହୋଇପାରୁନି ଚିକିତ୍ସା

ବରୀ,୨।୧୧(ଡି.ଏନ.ଏ.): ଗରିବ ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ମାତ୍ର ଏସବୁ ଯୋଜନା କେତେକ ସ୍ଥାନରେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ପହଞ୍ଚତ୍ ପାରୁନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି ଯାଜପୁର ଜିଲାର ବରୀ ବ୍ଲକ ଅଞ୍ଚଳରେ। ବ୍ଲକ ଅଧୀନ ରମ୍ପା…

ବାହାର ନେତା, କର୍ମୀଙ୍କ ଲାଗି କଟକଣା

ଜଗତ୍‌ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍‌ଙ୍କ…

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଏହାର ଲମ୍ବ ୧୦୧୧ କିଲୋମିଟର ହେବ। ଏହାର ନିର୍ମାଣ ପାଇଁ…

ପ୍ରିନ୍ସ ୱିଲିୟମଙ୍କୁ ହୋଇଥିଲା କରୋନା, ୭ ମାସ ପରେ କଲେ ଖୁଲାସା

ଲଣ୍ଡନ,୨।୧୧: ସାରା ବିଶ୍ୱରେ ଅନେକ ସେଲିବ୍ରିଟିମାନେ ମହାମାରୀ କରୋନା ଆକ୍ରାନ୍ତ ହେବା ନଜିର ରହିଛି। ଏହି କ୍ରମରେ ବ୍ରିଟେନର ରାଜ ପରିବାରର ସଦସ୍ୟ ପ୍ରିନ୍ସ ୱିଲିୟମ ଗତ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ ବୋଲି ଜଣାପଡିଛି। ତାଙ୍କ ପିତା ପ୍ରିନ୍ସ ଚାଲର୍‌ସ…

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ…

ବିହାରକୁୁ ସମ୍ଭାଳିବାରେ ନୀତିଶ ଅକ୍ଷମ: ତେଜସ୍ବୀ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ସୋମବାର ସେ କହିଛନ୍ତି ଯେ, ବିହାରକୁ ସମ୍ଭାଳିବାରେ ନୀତିଶ ଅକ୍ଷମ।…

ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ ସେମାନଙ୍କୁ ବିଭିନ୍ନ ବୁଥ୍‌କୁ ପଠାଇ ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁଥ୍‌…

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୨ା୧୧(ଆଇଏଏନ୍‌ଏସ୍‌): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରଚାରକୁ ଜୋର୍‌ଦାର କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଷ ଦିନରେ…

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି ୩୦ ପ୍ରତିଶତ ହ୍ରାସ ପାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୭୪.୯୧ ଲକ୍ଷ ଲୋକ…

‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବ ହରିୟାଣା

ଚଣ୍ଡିଗଡ଼,୨ା୧୧(ପି.ଟି.): ‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିବାର ଦିନକ ପରେ ହରିୟାଣା ମଧ୍ୟ ଅନୁରୂପ ଆଇନ ଆଣିବା ଲାଗି ବିଚାର କରୁଛି। ଅପରାଧୀ ଯେପରି ଖସି ନ ପାରିବେ, ସେଥିପାଇଁ ଆଇନରେ…

ପ୍ରେମିକାଙ୍କୁ ସମୁଦ୍ର କୂଳରେ ଖୋଜୁଥିଲେ ଏହି ଅଭିନେତା

ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଶଂସକମାନେ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଶାହରୁଖ୍‌ କେବଳ ଅଭିନୟରେ ନୁହେଁ ପ୍ରେମରେ ମଧ୍ୟ ସଫଳ ହୋଇଛନ୍ତି। ଶାହରୁଖ ପିଲାଦିନର ବନ୍ଧୁ ଗୌରୀଙ୍କୁ ବିବାହ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri