Home

ପ୍ରେମିକାଙ୍କୁ ସମୁଦ୍ର କୂଳରେ ଖୋଜୁଥିଲେ ଏହି ଅଭିନେତା

ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଶଂସକମାନେ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଶାହରୁଖ୍‌ କେବଳ ଅଭିନୟରେ ନୁହେଁ ପ୍ରେମରେ ମଧ୍ୟ ସଫଳ ହୋଇଛନ୍ତି। ଶାହରୁଖ ପିଲାଦିନର ବନ୍ଧୁ ଗୌରୀଙ୍କୁ ବିବାହ କରିଥିଲେ।…

୪ ରାଜ୍ୟ ଶେଷ ଭରସା

ଓ୍ବାଶିଂଟନ,୨ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ଦୁଇଦିନ ବାକି ଥିବାବେଳେ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ସମ୍ଭାବନା ଥିବା ନେଇ ବିଶ୍ଳେଷକମାନେ କହୁଥିବାବେଳେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ୪ ବର୍ଷ ତଳେ ହିଲାରୀ କ୍ଲିଣ୍ଟନଙ୍କ…

ହାତ ଚିହ୍ନରେ ଭୋଟ ଦେବାକୁ କହିଲେ ଜ୍ୟୋତିରାଦିତ୍ୟ

ଭୋପାଳ,୨ା୧୧(ପି.ଟି.): ମଧ୍ୟପ୍ରଦେଶରେ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାଜପା ରାଜ୍ୟ ସଭା ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଚାର କରୁଥିବାବେଳେ ଭୁଲ୍‌ବଶତଃ ତାଙ୍କର ପୂର୍ବ ଦଳ କଂଗ୍ରେସକୁ ଭୋଟ ଦେବା ପାଇଁ କହି ଚର୍ଚ୍ଚାକୁ ଆସିଛନ୍ତି। ଗ୍ବାଲିୟରର ଡାବ୍ରା ସହରରେ…

ଗଣତନ୍ତ୍ର ଦୁର୍ବଳ ହେଉଛି

ନୂଆଦିଲ୍ଲୀ,୨ା୧୧: ବର୍ତ୍ତମାନ ଯାଏ ଗଣତନ୍ତ୍ର ସୂଚକାଙ୍କରେ ଭାରତର ସ୍ଥାନ ତଳକୁ ଖସୁଥବା ନେଇ ରିପୋର୍ଟ ଆସୁଥିଲା। କିନ୍ତୁ ଏବେ ଭାରତ ଏକ ଗଣତନ୍ତ୍ର ଭାବେ ନିଜ ସ୍ଥିତି ହରାଇବା ଅବସ୍ଥାକୁ ଖସିଥିବା ନେଇ ଏକ ସଦ୍ୟ ସର୍ବେକ୍ଷଣରେ ଦର୍ଶାଯାଇଛି। ଭାରତରେ ଗଣମାଧ୍ୟମ,…

ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଚଳିତ ପବିତ୍ର କାର୍ତ୍ତିକ ମାସରେ କୋଭିଡ୍‌ କଟକଣାକୁ ମାନି ଜଗନ୍ନାଥଙ୍କ ମନ୍ଦିର ସମେତ ରାଜ୍ୟର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ନିୟନ୍ତ୍ରିତ ଢଙ୍ଗରେ ଖୋଲାଯାଉ। ଏନେଇ ରାଜ୍ୟ ସରକାରଙ୍କୁ ଟୁଇଟ୍‌ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର…

କଫ୍‌ ସିରପରେ ନିଶା ବଟିକା ମିଶାଇ ବିକୁଥିଲେ: ୨ ଅଭିଯୁକ୍ତ କୋର୍ଟଚାଲାଣ

କଟକ ଅଫିସ,୨।୧୧: କଫ୍‌ ସିରପରେ ବେଆଇନ ଭାବେ ନାଇଟ୍‌-୧୦ ବଟିକା ମିଶାଇ ବିକ୍ରି କରିବା ଅଭିଯୋଗରେ ମର୍କତନଗର ପୋଲିସ ରବିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ଚୌଦ୍ୱାର ଥାନା ଅଧୀନ ଓଟିଏମ୍‌ ଦୁର୍ଗା…

ବାତିଲ, ଆଂଶିକ ବାତିଲ ହେବ ୨ ଟ୍ରେନ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଥିବା ସମ୍ବଲପୁର ଡିଭିଜନର ଟିଟିଲାଗଡ଼-ରାୟପୁର ରେଳ ସେକ୍ସନର ତୁରେକେଲା ରୋଡ୍‌-ହରିଶଙ୍କର ରୋଡ୍‌ ଏବଂ ଲଖନା ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଦୁଇଟି ଟ୍ରେନ୍‌ ପ୍ରଭାବିତ ହେବ। ବିଶାଖାପାଟଣା-ନିଜାମୁଦ୍ଦିନ-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ ଭାୟା…

ବିଷାକ୍ତ ହେଉଛି ଦୟା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବାୟୁ ପ୍ରଦୂଷଣ ପରେ ଏବେ ଚିନ୍ତା ବଢାଇଛି ଜଳ ପ୍ରଦୂଷଣ। ନଦୀ ଜଳ ପ୍ରଦୂଷଣ ଏବେ ଆଉଏକ ବଡ଼ ସମସ୍ୟାଭାବେ ଉଭା ହୋଇଛି। ବିନା ଟ୍ରିଟ୍‌ମେଣ୍ଟରେ ସ୍ବେରେଜ ଓ ଡ୍ରେନ୍‌ ପାଣି ନଦୀରେ ମିଶିବା ଯୋଗୁ ଏହାର ଜଳ ବିଷାକ୍ତ…

ନୀରବତାକୁ ଦୁର୍ବଳତା ଭାବ ନାହିଁ: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨।୧୧: ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଧୋକ୍ଷଜାନନ୍ଦ ନିଜକୁ ପରିଚୟ ଦେବା ପରେ ନୂଆ ବିବାଦ ଉପୁଜିଛି। ଉତ୍ତର ପ୍ରଦେଶର ମଥୁରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବାମୀ ଅଧୋକ୍ଷଜାନନ୍ଦ ଯୋଗଦେଇଥିଲେ। ସେଠାରେ ତାଙ୍କୁ ନେତା ଏବଂ ଅନେକ ବଡ଼ବଡ଼ିଆ…

ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ,୨।୧୧: ରବିବାରଠାରୁ ପବିତ୍ର କାର୍ତ୍ତିକ ମାସ ଆରମ୍ଭ ହୋଇଛି। ଏହି ପୂଣ୍ୟ ଓ ଧର୍ମ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ମହୋଦଧି ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରତ୍ୟୁଷରୁ ସ୍ନାନ ସାରିବା ପରେ ସଂକଳ୍ପ କରି ବ୍ରତ…

ନିଯୁକ୍ତି, ରାଜସ୍ବ ଗିଳିବ ସ୍ଲରି ପାଇପ୍‌

ଯାଜପୁର ଅଫିସ,୨।୧୧: ଶିଳ୍ପ କମ୍ପାନୀଗୁଡ଼ିକ ଏବେ ସ୍ଲରି ପାଇପ୍‌ ଲାଇନ ବିଛାଇ ଖଣିଜ ପଦାର୍ଥ ପରିବହନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିଯୋଗୁ କର୍ମନିଯୁକ୍ତି ହ୍ରାସ ପାଇବା ସହ ସରକାର ବିପୁଳ ପରିମାଣର ରାଜସ୍ବ ହରାଇବେ ବୋଲି ରାଜ୍ୟ ଜଳ ସମ୍ପଦ ବିଭାଗ…

ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ

ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଆସନ୍ତୁ ଜାଣିବା ଏ ସମ୍ପର୍କରେ… – ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ ଭିଜାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri