Home

ଅଜବ ଫେସ୍‌ ମାସ୍କ

କରୋନା ମହାମାରୀ ତଥା ବିଭିନ୍ନ ପ୍ରକାର ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏବେ ମୁହଁରେ ମାସ୍କ ପିନ୍ଧିବା ଜରୁରୀ ହୋଇପଡ଼ିଛି। ତେବେ ଏହି ମାସ୍କର ବ୍ୟବହାରକୁ ଆଉ ଟିକେ ଟ୍ରେଣ୍ଡି କରିବା ପାଇଁ ଆଜିକାଲି ମାର୍କେଟରେ କେତେ ନୂଆ ନୂଆ ଡିଜାଇନ୍‌ର…

ସତ କହିବା ପଡ଼ିଲା ମହଙ୍ଗା: ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ

ଇସଲାମାବାଦ,୧।୧୧: କୁହାଯାଏ ସତ କହିବା ସବୁବେଳେ ଭଲ। ମାତ୍ର ପାକିସ୍ତାନରେ ସତ କହିଥିବା ସାଂସଦ ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ଭାରତୀୟ ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ…

ନିଆରା ଗାଁ

ଗାଁ ସହିତ ମଣିଷର ସମ୍ପର୍କ ବହୁ ପ୍ରାଚୀନ। ପ୍ରତ୍ୟେକ ଗାଁ ପ୍ରତ୍ୟେକଙ୍କ ପାଇଁ ସୁନ୍ଦର। ସବୁ ଗାଁରେ ବି କିଛି ନା କିଛି ବିଶେଷତ୍ୱ ରହିଛି। କିଛିକିଛି ଅଲଗାପଣ ରହିଛି। କୋଉ ଗାଁର ଲୋକମାନେ ପୂଜାପ୍ରାର୍ଥନା ପାଇଁ ମନ ରଖୁଥିବା ବେଳେ…

ଓଡ଼ିଆ ଅଭିଧାନ ଓ ରଙ୍ଗିନ ଚକ୍‌ଖଡ଼ି କିଣିଥିଲି

ଅଧ୍ୟାପକ, ସାହିତି୍ୟକ ତଥା ସାହିତ୍ୟ ସଂଗଠକ ପ୍ରେମାନନ୍ଦ ମହାରଣା ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ୧୯୬୭ ମସିହାରେ ଖୋର୍ଦ୍ଧା ଜିଲା କୁହୁଡ଼ିଠାରେ ମୋର ଜନ୍ମ। ଜନତା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରି ପୁରୀ ଏସ୍‌ସିଏସ୍‌ କଲେଜରେ ପଢ଼ିଥିଲି।…

ତୁଳସୀ

ବିଷ୍ଣୁପ୍ରିୟା ସେ। ଘରେ ଘରେ ପୂଜିତା । ପବିତ୍ର ଏହାର ପତ୍ରରୁ ମୃତ୍ତିକା ପର୍ଯ୍ୟନ୍ତ । ମୂଳରେ ଏହାର ସବୁ ତୀର୍ଥ । ପୁଣି ପତ୍ରରେ ଦେବତା କରନ୍ତି ବାସ । ପୁରାଣରୁ ଆୟୁର୍ବେଦ,ମଣିଷର ଜନ୍ମରୁ ମୃତ୍ୟୁ ଯାଏଁ ସବୁଠି ଲୋଡ଼ା…

ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ: ମାନିଲା ବିମାନ ବନ୍ଦର ୨୪ ଘଣ୍ଟା ପାଇଁ ବନ୍ଦ

ମାନିଲା,୧।୧୧: ଫିଲିପାଇନ୍ସ୍‌ର ପୂର୍ବ ଅଞ୍ଚଳରେ ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ ଆରମ୍ଭ ହୋଇଛି। ରବିବାର ଭୋର୍‌ ସମୟରେ ଏହା କାଟାଣ୍ଡୁଆନାସ୍‌ ଦ୍ୱୀପରେ ମାଡ଼ ହୋଇଛି। ସ୍ଥଳଭାଗରେ ମାଡ଼ ସମୟରେ ଏହାର ଘଣ୍ଟାପ୍ରତି ବେଗ ୨୨୫ କିଲୋମିଟର ଥିବା କୁହାଯାଉଛି। ଏବେ ଏହାର…

ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍‌ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା ଚେନ୍‌,…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: ଅସନ୍ତୋଷ ପରେ ଟପ୍ପର ତାଲିକା ପ୍ରକାଶ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ଥିବା ରାଜ୍ୟର ୪୮ ମହିଳା ମହାବିଦ୍ୟାଳୟର ୟୁଜି ଓ ପିଜି ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିଲା। କିନ୍ତୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଟପ୍ପର ତାଲିକା ପ୍ରକାଶ ପାଇ ନ ଥିବାରୁ ବିଭିନ୍ନ ଛାତ୍ର…

ଆଜିଠୁ ‘ମୋ ଧାମ, ମୋ ଗର୍ବ’ ଅଭିଯାନ

ପୁରୀ ଅଫିସ,୧ା୧୧: ସହରବାସୀଙ୍କ ସହଯୋଗ ରହିଲେ ସ୍ବଚ୍ଛତା କ୍ଷେତ୍ରରେ ଭାରତର ଅନ୍ୟ ସମସ୍ତ ତୀର୍ଥକ୍ଷେତ୍ର ପାଇଁ ଶ୍ରୀକ୍ଷେତ୍ର ଉଦାହରଣ ସାଜିପାରିବ। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଦେଶରେ ୧ ନମ୍ବର ସ୍ଥାନ ହାସଲ କରିପାରିବ। ଏଥିପାଇଁ ରବିବାରଠାରୁ ସପ୍ତାହବ୍ୟାପୀ ‘ମୋ ଧାମ,…

ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ ପାଳନ କରିଥାନ୍ତି। ଭୋରୁ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀରେ ସ୍ନାନସାରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ…

ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରେ ପଶି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏ ନେଇ ମନ୍ଦିର ଟ୍ରଷ୍ଟବୋର୍ଡ…

ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍‌ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri