Home

ଦେଶର ପ୍ରଥମ ରାଷ୍ଟ୍ରପତିଙ୍କ ନାତୁଣୀ ହେଲେ ଏହି ବଲିଉଡ୍‌ ଅଭିନେତ୍ରୀ: ଗ୍ଲାମରକୁ ନେଇ ରହିଥାନ୍ତି ଚର୍ଚ୍ଚାରେ

ବମ୍ବେ: ଅଭିନେତ୍ରୀ ଶ୍ରେୟା ନାରାୟଣ ଭାରତର ପ୍ରଥମ ରାଷ୍ଟ୍ରପତି ରାଜେନ୍ଦ୍ର ନାରାୟଣଙ୍କ ପଣନାତୁଣୀ। ଅନେକ ଫିଲ୍ମରେ ସେ କାମ କରିସାରିଛନ୍ତି। ଗ୍ଲାମରସ ଏବଂ ସୁନ୍ଦରୀ ହୋଇଥିବା ହେତୁ ବଲିଉଡ୍‌ରେ ତାଙ୍କ କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ବିହାରରେ ଶ୍ରେୟାଙ୍କ ଜନ୍ମ।…

ଦେଶର ଶ୍ରେଷ୍ଠ ୧୦ ଥାନା: ଶୀର୍ଷରେ ନୋଙ୍ଗ୍‌ପୋକ୍‌ ସେକମାଇ

ନୂଆଦିଲ୍ଲୀ,୩।୧୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶର ଶ୍ରେଷ୍ଠ ୧୦ ଥାନାର ନାମ ଗୁରୁବାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ତାଲିକା ପ୍ରକାଶ ପାଇଛି। ୨୦୨୦ର ଶ୍ରେଷ୍ଠ ଥାନା ମଧ୍ୟରେ ମଣିପୁରର ଥୋଉବଲସ୍ଥିତ ନୋଙ୍ଗ୍‌ପୋକ୍‌ ସେକମାଇ ଥାନା ଶୀର୍ଷରେ ରହିଛି।…

ସମୁଦ୍ରରୁ ମିଳିଲା ଏପରି ଜିନିଷ, ରାତାରାତି କୋଟିପତି ହେଲେ ମତ୍ସ୍ୟଜୀବୀ

କଥାରେ ଅଛି, ଈଶ୍ୱର ଯାହାକୁ ଦିଅନ୍ତି ଛପର ଫାଡ଼ି କି ଦିଅନ୍ତି। ସେମିତି ଏକ ଘଟଣା ଥାଇଲାଣ୍ଡରୁ ସାମ୍ନାକୁ ଆସିଛି। ଆଶା କରାଯାଉଥିବା ଅଧିକ କିଛି ପାଇବା ପରେ ଲୋକଙ୍କ ଗୋଡ଼ ତଳେ ଲାଗେନି। ଯାହାକି ଜଣେ ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ଘଟିଛି।…

‘ପରୀ’ ପରିବାରକୁ ସୁରକ୍ଷା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ନୟାଗଡ଼ର ‘ପରୀ’ ହତ୍ୟା ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିବା ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଗୁରୁବାର ଶୁଣାଣି ହୋଇଛି। ପରୀ ପରିବାରକୁ ସୁରକ୍ଷା ଦେବାକୁ ନୟାଗଡ଼ ଏସ୍‌ପିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାମଲାର ଅପ୍‌ଡେଟ୍‌ ଷ୍ଟାଟ୍‌ସ ରିପୋର୍ଟ…

ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍‌ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି। ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ। ଅଫ୍‌ଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍‌ଇ…

ଶାହାଙ୍କୁ ଭେଟିଲେ ଅମରିନ୍ଦର: ଅନ୍ନଦାତାଙ୍କ ଆନ୍ଦୋଳନ ଦେଶ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରୁଛି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ଅନ୍ନଦାତା ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାକୁ ସାକ୍ଷାତ୍‌ କରିଛନ୍ତି। ଅମରିନ୍ଦର ଅନ୍ନଦାତାଙ୍କ ଆନ୍ଦୋଳନ ସମସ୍ୟାର ସମାଧାନ ପାଇଁ…

ଏଠାରେ ଯୁବତୀଙ୍କୁ ଜୋରଜବରଦସ୍ତ ଘରୁ ଉଠାଇ ନେଇ ବିବାହ କରିଥାନ୍ତି ଯୁବକ

ଇଣ୍ଡୋନେସିଆ ବାଲିର ପୂର୍ବ ଭାଗରେ ସୁମ୍ବା ନାମକ ଏକ ଦ୍ୱୀପରେ ବିଭିନ୍ନ ପ୍ରାଚୀନ ସାଂସ୍କୃତିକ ପରମ୍ପରାକୁ ଅନୁସରଣ କରାଯାଇଥାଏ। କିନ୍ତୁ ବିବାଦୀୟ ପରମ୍ପରା ହେତୁ ଏହି ଦ୍ୱୀପ ଚର୍ଚ୍ଚାରେ ରହିଥାଏ। ପ୍ରକୃତପକ୍ଷେ ସୁମ୍ବାରେ ଯଦି କେହି ଯୁବକଙ୍କ କୌଣସି ଯୁବତୀ ପସନ୍ଦ…

ଦେଶ ଲଢୁଛି ୨ଟି ଲଢ଼େଇ: ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୩।୧୨: ସମ୍ପ୍ରତି ଦେଶ ଏକା ସମୟରେ ୨ଟି ଲଢ଼େଇ ଲଢୁଛି। ଦେଶ ଭିତରେ ଗୋଟିଏ ଲଢ଼େଇ କରୋନା ମହାମାରୀ ବିରୋଧରେ ଜାରି ରହିଛି। ସେହିପରି ଭାରତ ଚାଇନା ସୀମା(ଏଲ୍‌ଏସି)ରେ ମଧ୍ୟ ଲଢ଼େଇ ଭଳି ସ୍ଥିତି ସୃଷ୍ଟି ହୋଇଛି। ଏଠାରେ ଚାଇନା ଜାଣିଶୁଣି…

ଅନ୍ନଦାତାଙ୍କ ଆନ୍ଦୋଳନ ନେଇ ହରିୟାଣା ସରକାରରେ ଫାଟ: ଉପମୁଖ୍ୟମନ୍ତ୍ରୀ ଦେଇପାରନ୍ତି ଇସ୍ତଫା

ଚଣ୍ଡିଗଡ଼,୩।୧୨: ଅନ୍ନଦାତାଙ୍କ ଆନ୍ଦୋଳନ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କ ସରକାରରେ ଫାଟ ବଢ଼ିବାରେ ଲାଗିଛି। ରାଜ୍ୟ ଭାଜପା ସରକାରରେ ସହଯୋଗୀ ଥିବା ଜନନାୟକ ଜନତା ପାର୍ଟି(ଜେଜେପି)ର ସଦସ୍ୟ ଏନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ହରିୟାଣାରେ ଜେଜେପିର ଦୁଷ୍ମନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ…

ଭୁଲରେ ବି କାହାକୁ କୁହନ୍ତୁ ନାହିଁ ନିଜ ବିଷୟରେ ଏସବୁ କଥା, ନଚେତ ପଡ଼ିବେ ଅସୁବିଧାରେ

ଆଚାର୍ଯ୍ୟ ଚାଣକ୍ୟ ନିଜ ‘ନୀତି ଶାସ୍ତ୍ର’ରେ ମନୁଷ୍ୟ ଜୀବନକୁ ସରଳ ଏବଂ ସଫଳ କରିବା ସହ ଜଡିତ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତିର ଚତୁର୍ଦ୍ଦଶ ଅଧ୍ୟାୟର ୧୭ ତମ ଶ୍ଲୋକରେ ଆଚାର୍ଯ୍ୟ ସେ କହିଛନ୍ତି, ଜଣେ ଜ୍ଞାନୀ ବ୍ୟକ୍ତି…

ଅନ୍‌ଲାଇନ୍‌ରେ ଫୁଡ୍‌ ଅର୍ଡର କରିଥିଲେ ଯୁବତୀ, ଏକାସାଙ୍ଗରେ ପହଞ୍ଚିଲେ ୪୨ ଡେଲିଭରୀ ବୟ; କାରଣ ଜାଣିଲେ…

ଫିଲିପାଇନ୍ସରୁ ଏକ ରୋଚକ ଖବର ସାମ୍ନାକୁ ଆସିଛି। ଯେଉଁଠି ଜଣେ ଯୁବତୀ ଅନ୍‌ଲାଇନ୍‌ରେ ଫୁଡ୍‌ ଅର୍ଡର କରିଥିଲେ। ତେବେ ଏହି ଅର୍ଡରକୁ ନେଇ ଏକାସାଙ୍ଗରେ ୪୨ ଜଣ ଡେଲିଭରୀ ବୟ ଆସି ଯୁବତୀଙ୍କ ପାଖରେ ପହଞ୍ଚିଗଲେ। ତେବେ ଯୁବତୀ ଜଣଙ୍କୁ ବୁଝାପଡ଼ିଲା…

କରୋନା ଲଢ଼େଇ: ଶତ୍ରୁ ରାଷ୍ଟ୍ର ବି ପାଲଟିଲେ ମିତ୍ର

ଓ୍ବାଶିଂଟନ,୩।୧୨: କରୋନା ମହାମାରୀ ଲଢ଼େଇରେ ପୃଥିବୀର ବିଭିନ୍ନ ରାଷ୍ଟ୍ରର ବୈଜ୍ଞାନିକ ଔଷଧ ପ୍ରସ୍ତୁତି ପାଇଁ ଦିନରାତି ଲାଗି ରହିଛନ୍ତି। ପୃଥିବୀର କଲ୍ୟାଣ ପାଇଁ ଶତ୍ରୁ ରାଷ୍ଟ୍ର ବି କରୋନା ବିରୋଧରେ ମିତ୍ର ଭଳି କାମ କରିଛନ୍ତି। ଏମ୍‌-ଆର୍‌ଏନ୍‌ଏ(ଏମ୍‌-ରାଇବୋ ନ୍ୟୁକ୍ଲିକ୍‌ଏସିଡ୍‌) ଜ୍ଞାନକୌଶଳ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?