ପୁଣି ଭାରତ ବିରୋଧରେ ବିଷ ଓଗାଳିଲେ ବିଲାୱାଲ ଭୁଟ୍ଟୋ: ଦେଲେ ପରମାଣୁ ଆକ୍ରମଣ ଧମକ
ଇସଲାମାବାଦ୍,୬।୬: ପାକିସ୍ତାନ ପୁଣିଥରେ ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛି। ପୂର୍ବତନ ବୈଦେଶିକ ମନ୍ତ୍ରୀ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟିର ଅଧ୍ୟକ୍ଷ ବିଲାୱାଲ ଭୁଟ୍ଟୋ ଜର୍ଦ୍ଦାରୀ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବାର ଭାରତର ନିଷ୍ପତ୍ତି ଉପରେ ପରମାଣୁ ଯୁଦ୍ଧର ଧମକ…
ମଣ୍ଡିରେ ପଡ଼ିଛି ୩ ଲକ୍ଷ ପ୍ୟାକେଟ ଧାନ
ଅତାବିରା,୬।୬(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ଚାଷୀ ସର୍ବାଧିକ ଧାନ ଉତ୍ପାଦନ କରିଥାନ୍ତି। ଚଳିତବର୍ଷ ଧାନ ଫସଲ ବେଶ୍ ଆଶାଜନକ ଭାବେ ହୋଇଥିଲା। ହେଲେ ଧାନ ଅମଳ କରି ବିକିବାରେ ବିଳମ୍ବ ହେଉଥିବାରୁ ଚାଷୀମାନେ ଚିନ୍ତିତ ହୋଇଛନ୍ତି। ମନ୍ଥର ଗତିରେ…
RBIର ବଡ଼ ଉପହାର: ଏଣିକି ଘର-କାର ଲୋନ୍ ହେବ ଶସ୍ତା
ନୂଆଦିଲ୍ଲୀ,୬।୬: ଋଣ ନେଉଥିବା କିମ୍ବା ଋଣ ଉପରେ EMI ଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍ ହ୍ରାସ କରିଛି। ଜୁନ ୪ ତାରିଖରେ ଆରମ୍ଭ ହୋଇଥିବା…
ସରକାର ବଦଳିଲା, ଅଗ୍ରଗତି ହେଲାନି
ସୋନପୁର,୬।୬(ମୃତ୍ୟୁଞ୍ଜୟ ଶତପଥୀ): ରାଜ୍ୟରେ ନୂଆ ଭାଜପା ସରକାର ଆସିବା ପରେ ସୁବର୍ଣ୍ଣପୁରରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ନେଇ ଜିଲାବାସୀ ଆଶା କରିଥିଲେ। ଏହି ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୌଣସି ବଡ ପ୍ରତିଷ୍ଠାନ ନାହିଁ। ତେଣୁ ରାଜ୍ୟର ସବୁ ଅଞ୍ଚଳର…
ଭାରତ ତିଆରି କଲା ସବୁଠୁ ବିପଦପୂର୍ଣ୍ଣ ମିଶାଇଲ୍: ଚାଇନା-ପାକିସ୍ତାନ ଥରହର
ନୂଆଦିଲ୍ଲୀ,୬।୬: ET-LDHCM DRDO ଖୁବଶୀଘ୍ର Extended Trajectory – Long Duration Hypersonic Cruise Missile (ET-LDHCM) ପରୀକ୍ଷଣ କରିବାକୁ ଯାଉଛି। ET-LDHCM ଅର୍ଥାତ୍ Extended Trajectory – Long Duration Hypersonic Cruise Missile ହେଉଛି ଭାରତର ଏପର୍ଯ୍ୟନ୍ତ ସବୁଠାରୁ…
ଆଇପିଏଲ୍ ଖେଳକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ମାଡ଼ପିଟ୍, ଜଣେ ମୃତ
ପଟାଙ୍ଗି,୬ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ତଳ ସାହିରେ ବସବାସ କରୁଥିବା ସ୍ବର୍ଗତଃ କମୁ ଲାଛନାଙ୍କ ପୁଅ କମୁ ଅଜିତ୍ ଗୁରୁତର ହୋଇ ଆନ୍ଧ୍ର ରାଜ୍ୟର ଏକ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ରହିଥିଲେ। ଗୁରୁବାର…
ଦୁଇ ଭଉଣୀଙ୍କୁ ଉଠାଇ ନେଇ ବିଭିନ୍ନ ସ୍ଥାନରେ ରଖି ଗଣବଳାତ୍କାର, ଘଟଣା ଚପାଇ ଦେବାକୁ ଉଦ୍ୟମ
ଗୋପାଳପୁର,୬ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଳନ୍ଥରା ଥାନା ଅଞ୍ଚଳର ଏକ ଗ୍ରାମର ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀଙ୍କୁ ଉଠାଇ ନେଇ ଦୁଇଦିନ ବିଭିନ୍ନ ସ୍ଥାନରେ ରଖି ବାରମ୍ବାର ଗଣବଳାତ୍କାର କରିଥିବା ନେଇ ଗୁରୁବାର ରାତିରେ…
ଘରକୁ ଫେରିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ୨ ଯୁବକଙ୍କ ଜୀବନ
ଦେବଗଡ଼,୬ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ପ୍ରଭାସୁଣୀସ୍ଥିତ କ୍ରସର ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ବାଇକ୍କୁ ଅଜଣା ଗାଡ଼ି ଧକ୍କା ଦେବାରୁ ଦୁଇ ବାଇକଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଯୁବକ ବାରକୋଟ…
ଭାଜପା ଉତ୍ସବ ପାଳନ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣୁ: ବିଜେଡି
ଭୁବନେଶ୍ୱର,୬ା୬(ସୁନିତ୍ ମିଶ୍ର): ରାଜ୍ୟରେ ସ୍ବାସ୍ଥ୍ୟସେବା ଉଦ୍ବେଗଜନକ ସ୍ଥିତିରେ ଥିବାବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜେଡି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭବନଠାରେ ଗୁରୁବାର ଖବରଦାତା ସମ୍ମିଳନୀ କରି ଦଳୀୟ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରିତାପର ବିଷୟ,…
୨୦ ଲକ୍ଷ କରିନାହାନ୍ତି ଇ- କେଓ୍ବାଇସି, କାଟି ଦିଆଯିବ ରାଶନ କାର୍ଡ: ମନ୍ତ୍ରୀ
ଭୁବନେଶ୍ୱର,୬ା୬(ସୁନିତ୍ ମିଶ୍ର): ରାଜ୍ୟର ୨୦ ଲକ୍ଷ ହିତାଧିକାରୀ ଏ ଯାଏଁ ଇ-କେଓ୍ବାଇସି କରିନାହାନ୍ତି। ଯେଉଁମାନେ ଜୁନ୍ ଶେଷ ସୁଦ୍ଧା ଇ-କେଓ୍ବାଇସି ନ କରିଥିବେ ସେମାନଙ୍କ ରାଶନ କାର୍ଡ କାଟି ଦିଆଯିବ। ପ୍ରାୟ ୫ ପ୍ରତିଶତ ଲୋକ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି କରିନାହାନ୍ତି।…
ମହାନତା ଦେଖାଇଲେ ପ୍ରକୃତିପ୍ରେମୀ: ଚାରା ନେଲେ, ପୁରସ୍କାର ବାବଦକୁ ଦିଆଯାଇଥିବା ଚେକ୍ ଫେରାଇ ଦେଲେ
ବରଗଡ଼,୬ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବନଖଣ୍ଡ ବିଭାଗ ତଥା ଜିଲା ପ୍ରଶାସନ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ଏକ ହୋଟେଲସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ବଶ୍ୱେ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୯ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର…
ଏଇ ଭାରତରେ
ଶିକ୍ଷୟିତ୍ରୀଙ୍କ ବୟସ ୪୮। କିନ୍ତୁ ସେ ପଢ଼ାଉନ୍ତି ତାଙ୍କଠାରୁ ଅଧିକ ବୟସ୍କା ମହିଳାଙ୍କୁ। ଏମିତି ଏକ ଶିକ୍ଷାଦାନ କେନ୍ଦ୍ର ଚାଲିଛି ଗୁଜରାଟ ସୁରଟରେ। ଏଠାରେ ବୀଣା କଳାଥିୟା ୧୨୦ ଜଣ ମହିଳାଙ୍କୁ ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଯାଏ ପଢ଼ାଇ ସାକ୍ଷର…
Archives


