Home

ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ

ପ୍ୟାରିସ୍‌,୩୦ା୧୦:୪ ବର୍ଷ ୩ ମାସ ବ୍ୟବଧାନରେ ପୁଣି ଥରେ ଆତଙ୍କରେ ଥରି ଉଠିଛି ଫ୍ରାନ୍ସର ପର୍ଯ୍ୟଟନ ନଗରୀ ନିସ୍‌। ସହରସ୍ଥିତ ଏକ ଚର୍ଚ୍ଚରେ ଗୁରୁବାର ଜଣେ ଆତଙ୍କବାଦୀ ୩ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସେ ଛୁରାମାଡ଼ କରି…

ମରାମତି ହେବ ୭୩୬ ଡ୍ୟାମ୍‌

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୁରୁଣା ଜଳଭଣ୍ଡାରଗୁଡିକର ମରାମତି ହେବ। କେନ୍ଦ୍ର ସରକାର ୧୯ଟି ରାଜ୍ୟର ୭୩୬ ଡ୍ୟାମ୍‌ର ଉନ୍ନତୀକରଣ ଓ ମରାମତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୩୬ଟି ଡ୍ୟାମ୍‌ ରହିଛି। ଆସନ୍ତା ୧୦ ବର୍ଷ ଭିତରେ ଏହି କାର୍ଯ୍ୟ ଶେଷ ହେବ। କେନ୍ଦ୍ର…

ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି କରିବା…

୮ ବର୍ଷର ‘ଛୋଟ କଙ୍ଗନା’ଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ

୮ ବର୍ଷର ଜଣେ ଝିଅ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ତାଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ସୁମନ ପୁରୀ। ମାତ୍ର ଲୋକମାନେ ତାଙ୍କୁ ଛୋଟ କଙ୍ଗନା ନାମରେ ଡାକୁଛନ୍ତି। ଏହା ପଛରେ କାରଣ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ…

ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦ ରୋଗୀଙ୍କୁ…

ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ

ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ କାର୍ତ୍ତିକ…

ବିବାହ କରିବେ ନାହିଁ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଫାତିମା ସାନା ଶେଖ ତାଙ୍କର ଆଗାମୀ ସିନେମା ‘ସୁରଜ ପେ ମଙ୍ଗଲ ଭାରୀ’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମ ନଭେମ୍ବର ୧୩ରେ ରିଲିଜ୍‌ ହେବ। ଫିଲ୍ମରେ ତାଙ୍କୁ ମନୋଜ ବାଜପେୟୀଙ୍କ ଭଉଣୀ ଭୂମିକାରେ ଦେଖିବାକୁ ମିଳିବ।…

ଡ୍ରଗ୍ସ ବିବାଦ ପରେ ମଧ୍ୟ ବଲିଉଡ୍‌ର ସବୁଠାରୁ ବିଶ୍ୱସ୍ତ ଅଭିନେତ୍ରୀ ଦୀପିକା ପାଦୁକୋନ

ବିଗତ କିଛି ଦିନ ହେବ ବଲିଉଡ୍‌ରେ ଡ୍ରଗ୍ସ କାରବାରକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଲୋକମାନେ ରାଗରେ ଅନେକ କଳାକାର ଓ ସେମାନଙ୍କ ଫିଲ୍ମ ଉପରେ ନିଜର ରାଗ ସୁଝାଇଛନ୍ତି। କିନ୍ତୁ ବିଶ୍ୱାସର କଥା ଆସିଲେ, କେତେକ କଳାକାର ସର୍ବଦା ପ୍ରଶଂସକଙ୍କ…

ଐଶ୍ୱର୍ଯ୍ୟାଙ୍କ ବିଷୟରେ ଏମିତି କହିଲେ ଫରାହ

ଶାହାରୁଖ୍‌ ଖାନ୍‌, ଅମିତାଭ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ଅଭିନୀତ ବ୍ଲକବଷ୍ଟର ଫିଲ୍ମ ‘ମହବତେ’ ରିଲିଜ୍‌କୁ ଇତିମଧ୍ୟରେ ୨୦ ବର୍ଷ ହୋଇଯାଇଛି। ଏହି ଅବସରରେ ଫିଲ୍ମର କୋରିଓଗ୍ରାଫର ଫରାହ ଖାନ୍‌ ଫିଲ୍ମ ସହ ଜଡିତ କିଛି କଥା କହିଛନ୍ତି। ଐଶ୍ୱର୍ଯ୍ୟାଙ୍କୁ ନେଇ…

ଚର୍ଚ୍ଚରେ ୩ ଜଣଙ୍କୁ ହତ୍ୟା, ମହିଳାଙ୍କ ଗଳା କାଟିଲେ ଆକ୍ରମଣକାରୀ

ପ୍ୟାରିସ୍‌,୨୯ା୧୦: ଗୁରୁବାର ଫ୍ରାନ୍ସର ନାଇସ ସହରର ଏକ ଚର୍ଚ୍ଚରେ ଆକ୍ରମଣ ହୋଇଛି। ଏଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆକ୍ରମଣକାରୀ ଜଣେ ମହିଳାଙ୍କ ଛୁରି ସାହାଯ୍ୟରେ ଗଳାକାଟି ଦେଇଛନ୍ତି। କୁହାଯାଉଛି ଏହା ଆତଙ୍କବାଦୀ ଆକ୍ରମଣ ମଧ୍ୟ…

ରାଜଧାନୀରୁ ଆଉ ୯୩ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୫୪

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୯୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୨୧ ଜଣ ରହିଥିବା ବେଳେ ୭୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି। Update…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri