ଗ୍ୟାଙ୍ଗଷ୍ଟାର ହେବା ନିଶା, ନାବାଳକ ନେଉଥିଲେ ଏମିତି ପଦକ୍ଷେପ; ଆଉ ତା’ ପରେ…
ରାଞ୍ଚି,୨୮ା୧୦: ନିଜର ସୁନ୍ଦର ଭବିଷ୍ୟତ ଗଢ଼ିବାକୁ କିଏ କେତେ କ’ଣ ସ୍ବପ୍ନ ଦେଖିଥାନ୍ତି। ମାତ୍ର ଜଣେ ନାବାଳକ ବଡ଼ ହେଲେ କିପରି ଗ୍ୟାଙ୍ଗଷ୍ଟାର ହେବେ ସେ ନେଇ ସ୍ବପ୍ନ ଦେଖୁଥିଲେ। ଖାଲି ସ୍ବପ୍ନ ନୁହେଁ, ଏଥିପାଇଁ ତିନୋଟି ମର୍ଡର ମଧ୍ୟ କରିଛନ୍ତି।…
ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍ ଗାଇଡ୍ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି।…
ଭୋଜି କରିବାକୁ ଯାଇ ନଦୀରେ ବୁଡ଼ିଗଲେ ଛାତ୍ର
ନିରାକାରପୁର,୨୮ା୧୦(ଡି.ଏନ୍.ଏ.): ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଗାଁ ନିକଟରେ ଥିବା ମନ୍ଦାକିନୀ ନଦୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ବିଜ୍ଞାନ ପଢ଼ୁଥିବା ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରାକାରପୁର ପଞ୍ଚାୟତ ରଥ କଲୋନୀର ଆଶୁତୋଷ…
ପେଟ୍ରୋଲ ଢାଳି ନିଜର ମର୍ସିଡିଜ୍ କାର୍ ଜାଳିଦେଲେ ଯୁବକ, କାରଣ ଜାଣିଲେ ଚକିତ ହେବେ
ରୁଷିଆର ଜଣେ ୟୁଟ୍ୟୁବର ନିଜର ମର୍ସିଡିଜ୍ ଗାଡ଼ିକୁ ଜଳାଇ ଲକ୍ଷାଧିକ ଦର୍ଶକଙ୍କୁ ଚକିତ କରିଦେଇଛନ୍ତି। ୟୁଟ୍ୟୁବ୍ରେ ଏହି ଭିଡିଓ ଖୁବ୍ ତୀବ୍ର ବେଗରେ ଏବେ ଭାଇରାଲ ହେଉଛି। ଏକ ରିପୋର୍ଟ ଅନୁଯାୟୀ, ମିଖାଇଲ ଲିଟ୍ବିନ୍ ନାମକ ଜଣେ ଯୁବକ ୨.୪ କୋଟିର…
ଅନୁଷ୍କାଙ୍କୁ ପଡିଆରୁ ଇସାରାରେ ଏମିତି କହିଲେ ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବଶୀଘ୍ର ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ଅନୁଷ୍କା ଶର୍ମା ଆସନ୍ତା ବର୍ଷ ଜାନୁଆରୀରେ ନିଜ ପ୍ରଥମ ସନ୍ତାନଙ୍କୁ ଜନ୍ମ ଦେବେ। ବିରାଟ କୋହଲି ଏବେ ୟୁଏଇରେ ଚାଲିଥିବା ଆଇପିଏଲ ୨୦୨୦ରେ ବ୍ୟସ୍ତ ଅଛନ୍ତି।…
ଆଡିଲେଡ୍ରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଦିବାରାତ୍ର ଟେଷ୍ଟ ମ୍ୟାଚ୍
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା ହେବାର ଗୋଟିଏ ଦିନ ପରେ ଗସ୍ତର କାର୍ଯ୍ୟସୂଚୀ ମଧ୍ୟ ପ୍ରକାଶ ପାଇଛି। କାର୍ଯ୍ୟସୂଚୀ ଅନୁଯାୟୀ ଭାରତ ଆଡିଲେଡରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏହି ଗସ୍ତରେ ଭାରତକୁ ୪ଟି ଟେଷ୍ଟ, ୩ଟି ଏକଦିବସୀୟ ଏବଂ…
୨୦୨୧ରେ ଚେନ୍ନାଇ ଦଳର ନେତୃତ୍ୱ କିଏ ନେବ, ସିଇଓ ଦେଲେ ଏମିତି ଉତ୍ତର
ଆଇପିଏଲ ୨୦୨୦ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ଖରାପ ପ୍ରଦର୍ଶନ କରିଛି। ଆଇପିଏଲ୍ ଇତିହାସରେ ପ୍ରଥମ ଥର ପାଇଁ ଦଳ ପ୍ଲେ ଅଫ ରେସ୍ରୁ ବାଦ୍ ପଡିଛି। ୟୁଏଇରେ ଚାଲିଥିବା ଆଇପିଏଲର ୧୩ ତମ ସିଜିନରୁ ଟୁର୍ନାମେଣ୍ଟ…
ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦…
ଓଡ଼ିଶା ଛାଡିଲା ମୌସୁମୀ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା।…
ପାଇଲଟ୍ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ
ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି। ମଧ୍ୟ ପ୍ରଦେଶ ବିଧାନସଭା ଉପନିର୍ବାଚନ ପାଇଁ ପାଇଲଟ ମଧ୍ୟପ୍ରଦେଶର ଗ୍ବାଲିଅରକୁ ପ୍ରଚାର ପାଇଁ ୍ସିନ୍ଧିଆଙ୍କୁ…
ମାତ୍ର ୧୫ ମିନିଟ୍ରେ କରୋନାକୁ ହରାଇଥିଲେ ପୁଅ: ଟ୍ରମ୍ପ
ନ୍ୟୁୟର୍କ,୨୮।୧୦: ଆସନ୍ତା ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ପ୍ରଚାର ଜୋରଦାର ଚାଲିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ରାଲିରେ ଦାବି କରିଛନ୍ତି ଯେ ତାଙ୍କ ପୁଅ ବାରୋନ ମାତ୍ର ୧୫ ମିନିଟରେ ବିପଜ୍ଜନକ…
ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ
ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ ଶର୍ମା ଶୋ’ରେ ଫିଲ୍ମର ପ୍ରମୋଶନ କରିବେ। ଅକ୍ଷୟ କୁମାରଙ୍କ ସହ କିଆରା ଆଡଭାନୀ ଏବଂ…
Archives


