ମୁମ୍ବାଇ ରାସ୍ତାରୁ ଫଳ କିଣିଲେ ଏହି ଅଭିନେତ୍ରୀ
ଏବେ ସମ୍ପୂର୍ଣ୍ଣ ଭାବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଜନତାଙ୍କ ପରି ବଲିଉଡ୍ କଳାକାରଙ୍କୁ ମଧ୍ୟ ମୁମ୍ବାଇର ଭିନ୍ନ ଭିନ୍ନ ସ୍ଥାନରେ ବୁଲୁଥିବାର ଦେଖିବାକୁ ମିଳୁଛି। କିଏ ପ୍ରାତଃ ଭ୍ରମଣ କରୁଛନ୍ତି ତ ଆଉ କିଏ କିଣାକିଣି କରୁଥିବାର ନଜରକୁ…
୪୮ ବର୍ଷରେ ପୁଣିଥରେ ମା’ ହେଲେ ଏହି ଲୋକପ୍ରିୟ ଅଭିନେତ୍ରୀ!
ବଲିଉଡ୍ ଅଭିନେତ୍ରୀ ମନ୍ଦିରା ବେଦୀ ୪୮ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହୋଇଛନ୍ତି। ହେଲେ ମନ୍ଦିର ଏହି କନ୍ୟା ସନ୍ତାନକୁ ଜନ୍ମ ଦେଇ ନାହାନ୍ତି। ମନ୍ଦିରା ଏବଂ ତାଙ୍କ ସ୍ବାମୀ ରାଜ କୌଶଲ ଏକ କନ୍ୟାକୁ ପୋଷ୍ୟ ସନ୍ତାନ…
ଦିଲ୍ଲୀରେ ପହଞ୍ଚିଲେ ମାଇକ୍ ପୋମ୍ପିଓ-ମାର୍କ ଏସ୍ପର
ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି। ଗସ୍ତ ସମୟରେ ସେମାନେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର ଏବଂ…
ଏମିତି କଲେ ଦୀପିକା ପାଦୁକୋନ: ଉତ୍ସାହିତ ହୋଇପଡ଼ିଲେ ପ୍ରଶଂସକ
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଅନେକ ଦିନ ହେବ ସୋସିଆଲ ମିଡିଆରୁ ଦୂରେଇ ଯାଇଥିଲେ। ନିକଟରେ ସେ ଜଣେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପରେ ଦୀପିକାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ହୋଇପଡ଼ିଛନ୍ତି। ଡ୍ରଗ୍ସ କାରବାରରେ ଫସିବା ପରେ ଦୀପିକା ଇଣ୍ଟରନେଟ୍ରୁ…
ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ: ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ
ପୁରୀଅଫିସ,୨୬।୧୦:ଶ୍ରୀମନ୍ଦିରରେ ସୋମବାର ପବିତ୍ର ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ। ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ…
ବିବାହ କରିବେ ‘କୁଛ୍ କୁଛ୍ ହେତା ହୈ’ର ଛୋଟ ସର୍ଦ୍ଦାର: ଜାଣନ୍ତୁ କାହାକୁ…
ଫିଲ୍ମ ‘କୁଛ୍ କୁଛ୍ ହେତା ହୈ’ରେ ସର୍ଦ୍ଦାର ଚରିତ୍ରରେ ଅଭିନୟ କରିଥିବା ସେଇ ଛୋଟ କ୍ୟୁଟ୍ ପିଲାଟିକୁ ସମସ୍ତେ ମନେ ରଖିଥିବେ ନିଶ୍ଚୟ। ଫିଲ୍ମରେ ସେ ଶାହାରୁଖ୍ ଖାନ୍ଙ୍କ ଝିଅ ଅଞ୍ଜଳୀର ବନ୍ଧୁ ସାଜିଥିଲେ। ସବୁବେଳେ ରାତିରେ ତାଙ୍କୁ ତାରା ଗଣୁଥିବାର…
ରାଜନୀତି ମୈଦାନକୁ ଓହ୍ଲାଇବେ ପାୟଲ ଘୋଷ
ମୁମ୍ବାଇ,୨୬।୧୦: ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଅଭିନେତା ଅନୁରାଗ କଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିବା ଫିଲ୍ମ ଅଭିନେତ୍ରୀ ପାୟଲ ଘୋଷ ତାଙ୍କ ଓକିଲଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଆରପିଆଇ)ରେ ଯୋଗଦେବେ। ଦୀର୍ଘ…
ମାସ୍କ ନ ପିନ୍ଧିଲେ ମିଳିବନି ସରକାରୀ ସୁବିଧା ସୁଯୋଗ
ଢାକା, ୨୬।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ବାଂଲାଦେଶ ସରକାର ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଣିକି ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ କୌଣସି ସରକାରୀ ସୁବିଧା ସୁଯୋଗ ମିଳିବନି ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ…
ପଞ୍ଜାବରେ ମୋଦିଙ୍କ କୁଶ ପୁତ୍ତଳିକା ଦାହ: କଂଗ୍ରେସର ଡ୍ରାମା ବୋଲି କହିଲେ ନଡ୍ଡା
ନୂଆଦିଲ୍ଲୀ, ୨୬।୧୦: ପଞ୍ଜାବରେ ଦଶହରା ଅବସରରେ କୃଷି ଆଇନକୁ ବିରୋଧ କରୁଥିବା ପ୍ରଦର୍ଶନକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ଏହାକୁ ନେଇ ପଞ୍ଜାବ ସମେତ ଦେଶର ରାଜନୈତିକସ୍ତରରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏଭଳି ଘଟଣା ନେଇ ଭାଜପାର…
ଭାବପ୍ରବଣ ପୋଷ୍ଟ ଲେଖିଲେ ଧୋନୀଙ୍କ ସ୍ତ୍ରୀ
ଆଇପିଏଲ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉପରେ ରାଜସ୍ଥାନ ରୟାଲ୍ସ ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ‘ପ୍ଲେ ଅଫ’କୁ ଯିବାର ସମ୍ଭାବନା ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି। ଏଥିରେ ଭାଙ୍ଗିପଡିଛନ୍ତି ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଧୋନୀ।…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ…
ମଧ୍ୟପ୍ରଦେଶ ଉପନିର୍ବାଚନ: ହାଇକୋର୍ଟଙ୍କ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୨୬।୧୦: ମଧ୍ୟପ୍ରଦେଶରେ ହେବାକୁ ଥିବା ଉପନିର୍ବାଚନ ନେଇ ରାଜ୍ୟ ହାଇକୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଆଦେଶ ଉପରେ ସୁପ୍ରିମ୍କୋର୍ଟ ରୋକ ଲଗାଇଛନ୍ତି। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟ ନିର୍ବାଚନ ରାଲି କରିବାକୁ ବାରଣ କରିଥିଲେ। ଭର୍ଚୁଆଲ୍ ମିଟିଂ ଉପରେ…
Archives


