Home

ସାଢେ ୬ ମାସ ପରେ ପୁରୀରେ ପଜିଟିଭ ଶୂନ

ପୁରୀ ଅଫିସ,୩୦ା୧୧: ଦୀର୍ଘ ସାଢ଼େ ୬ମାସ ପରେ ପୁରୀ ସହରର ଦୈନିକ କରୋନା ପଜିଟିଭ ସଂଖ୍ୟା ଶୂନ ରହିଛି। ରବିବାର ପୁରୀ ଜିଲାରୁ ୧୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୌରାଞ୍ଚଳରୁ କୌଣସି ସଂକ୍ରମିତ ବାହାରି ନାହାନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ…

ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ

ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…

ଭକ୍ତିସଙ୍ଗୀତରେ ଭିଜିଲା ସିଂହଦ୍ୱାର

ପୁରୀ ଅଫିସ,୩୦ା୧୧:ପବିତ୍ର ବୈକୁଣ୍ଠ ଚତୁର୍ଦ୍ଦଶୀ ଅବସରରେ ରବିବାର ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳ ଭକ୍ତି ସଙ୍ଗୀତରେ ଭିଜିଥିଲା। ପ୍ରବୀଣ ଓ ନବୀନ କଣ୍ଠଶିଳ୍ପୀଙ୍କ ଭାବଭକ୍ତିର ସଙ୍ଗୀତରେ ବିଭୋର ହୋଇଥିଲେ ଶ୍ରୋତା। ଏକ ଭକ୍ତିମୟ ପରିବେଶରେ ସମସ୍ତେ ମହାପ୍ରଭୁଙ୍କ ପାଖରେ ସମର୍ପିତ ହୋଇଯାଇଥିଲେ। ଏମିତି…

ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା।…

ଆଜି ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ କୋଭିଡ୍‌ କଟକଣା ପାଇଁ ଏହି…

ତେଲ ଦର ବୃଦ୍ଧି ଥମୁନି: ପେଟ୍ରୋଲ ୧.୩୫ ଟଙ୍କା, ଡିଜେଲ ୨.୧୯ ଟଙ୍କା ବଢ଼ିଲା

ଭୁବନେଶ୍ୱର,୩୦ା୧୧:ପେଟ୍ରୋଲ ଏବଂ ଡିଜେଲ ଦର ଥମୁନାହିଁ। ଗତ ୧୦ ଦିନ ମଧ୍ୟରେ ତେଲ ଦର ୯ ଥର ବୃଦ୍ଧି ପାଇଛି। ଏହାକୁ ନେଇ ଖାଉଟିଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଦେଖାଦେଇଛି। କରୋନା ମହାମାରୀ ସମୟରେ ଲଗାତର ତେଲ ଦର ବୃଦ୍ଧି ଯୋଗୁ…

୫ଜଣଙ୍କୁ ମିଳିଲା ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ତଥା ମର୍ଯ୍ୟାଦାଜନକ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ୫ଜଣଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ୨୫ଜଣ ବୟୋଜ୍ୟେଷ୍ଠ ଶିଳ୍ପୀଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ଦିଆଯାଇଛି। ରବିବାର ସଂସ୍କୃତି ଭବନ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଓଡ଼ିଆ…

ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭା ଶୀତକାଳୀନ ଅଧିବେଶନରେ ରବିବାର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ ହୋଇଛି। ପୂର୍ବାହ୍ନ ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ଆଗତ କରିଥିଲେ। ଗୃହର ମଞ୍ଜୁରୀ…

ଭିତରକନିକା ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ: ଜନପ୍ରତିନିଧିଙ୍କ ସହ ମନ୍ତ୍ରୀ ଆଲୋଚନା କରନ୍ତୁ

ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ରବିବାର ଶୂନ୍ୟକାଳରେ ଭିତରକନିକାର ସୀମା ନିର୍ଦ୍ଧାରଣ ନେଇ କେନ୍ଦ୍ରାପଡ଼ା ଜିଲାର…

ନାଗାର୍ଜୁନ ବେଶ ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣା:ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୩୦ା୧୧:ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣାରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ରବିବାର ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ମଞ୍ଚ ଉପସଭାପତି ଲଲାଟେନ୍ଦୁ ମିଶ୍ର ଏହି ଏତଲା ଦେଇଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଯେ,…

ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍‌ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ମାତ୍ର ୧୦ ଦିନରେ ଶେଷ ହୋଇଛି। ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର…

ଆରୋଗ୍ୟ ହେଲେ ଆଉ ୭୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଓ କଟକ ଜିଲାରୁ ସର୍ବାଧିକ ୬୫ ଜଣ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୫୮, ମୟୂରଭଞ୍ଜରୁ ୪୮, ଅନୁଗୋଳରୁ ୪୬, ଜଗତସିଂହପୁରରୁ ୪୨, କଳାହାଣ୍ଡି-ନୂଆପଡା-ସମ୍ବଲପୁର-ସୁନ୍ଦରଗଡରୁ ୩୫, ବାଲେଶ୍ୱରରୁ ୩୩, କେନ୍ଦ୍ରାପଡାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?