ଭାଜପା ବିଜ୍ଞାପନରେ କେବଳ ମୋଦି, ନୀତିଶ ଗାଏବ୍
ପାଟନା, ୨୬।୧୦: ଆସନ୍ତା ଅକ୍ଟୋବର ୨୮ରେ ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ହେବ। କିନ୍ତୁ ଏହାର ଠିକ ପୂର୍ବରୁ ଭାଜପା ଖବରକାଗଜରେ ଏକ ବିଜ୍ଞାପନ ଦେଇଥିଲା। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ବିଜ୍ଞାପନରେ କେବଳ ପ୍ରଧାନମନ୍ତ୍ରୀ…
କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି କରୁଛି ଭାଜପା: ଉଦ୍ଧବ ଠାକ୍ରେ
ମୁମ୍ବାଇ,୨୬।୧୦: ବିହାର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଶିବସେନାର ବାର୍ଷିକ ଦଶହରା ରାଲି ରବିବାର ଦାଦରର ସାବାର୍କ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିହାର ବିଧାନସଭା ନିର୍ବାଚନରେ ଭାଜପା ଦେଇଥିବା ପ୍ରତିଶ୍ରୁତି ଉପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ…
ସମୁଦ୍ରକୂଳରେ ଜବରଦସ୍ତ ଡ୍ୟାନ୍ସ କରି ଚର୍ଚ୍ଚାରେ ଏହି କ୍ରିକେଟର୍ଙ୍କ ପ୍ରେମିକା
କରୋନା ଯୋଗୁ ଚଳିତ ବର୍ଷ ୟୁଏଇରେ ଆଇପିଏଲ ୨୦୨୦ ଖେଳାଯାଉଛି। ଏହି ଟୁର୍ନାମେଣ୍ଟ ପାଇଁ ଅଧିକାଂଶ ଖେଳାଳି ସେମାନଙ୍କ ପରିବାରକୁ ସାଙ୍ଗରେ ନେଇ ନାହାନ୍ତି। ତଥାପି, କିଛି ଖେଳାଳିଙ୍କ ପରିବାର ସେମାନଙ୍କୁ ଏବଂ ଦଳକୁ ସମର୍ଥନ କରିବାକୁ ସେଠାରେ ଅଛନ୍ତି। ଏହିପରି…
ଆଇପିଏଲ୍ ଇତିହାସରେ ପ୍ରଥମଥର ପାଇଁ ଏପରି ଘଟିଲା
ଆଇପିଏଲ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉପରେ ରାଜସ୍ଥାନ ରୟାଲ୍ସ ବିଜୟ ସହିତ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ‘ପ୍ଲେ ଅଫ’କୁ ଯିବାର ସମ୍ଭାବନା ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି।ଅବଶ୍ୟ ଗତ ଅକ୍ଟୋବର ୨୩ରେ ମୁମ୍ବାଇ ଇଣ୍ଡିଆନ୍ସ ଠାରୁ ୧୦ ଉଇକେଟ ପରାଜୟ ପରେ…
ଆମେ ଛୋଟ ପିଲା ନୁହେଁ, ବିଭ୍ରାନ୍ତ ହୋଇଯିବୁ: ଓଓ୍ବେସି
ନୂଆଦିଲ୍ଲୀ,୨୫।୧୦: ନାଗରିକ ସଂଶୋଧନ ଆଇନକୁ ନେଇ ଆର୍ଏସଏସ ମୁଖ୍ୟ ମୋହନ ଭାଗବତଙ୍କ ବିବୃତିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ ମୁସଲିମିନ (ଆଇଏଏମଆଇଏମ) ଅଧ୍ୟକ୍ଷ ଅସଦୁଦ୍ଦିନ ଓୱେସି। ସେ କହିଛନ୍ତି, ମୁସଲମାନମାନେ ପିଲା ନୁହନ୍ତି ଯେ ସେମାନେ ବିଭ୍ରାନ୍ତ ହୋଇଯିବେ।…
୬୫ ବର୍ଷରେ ଦ୍ୱିତୀୟ ବିବାହ କରିବେ ଦେଶର ପ୍ରଖ୍ୟାତ ଓକିଲ
ପୂର୍ବତନ ସଲିସିଟର ଜେନେରାଲ ତଥା ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ ଆସନ୍ତା ସପ୍ତାହରେ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସାଲଭେଙ୍କୁ ଏବେ ୬୫ ବର୍ଷ। ୩୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଗତ ମାସରେ ସ୍ତ୍ରୀ…
ସଡ଼କ ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ପାଟଣା,୨୫।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ…
ନୀତିଶଙ୍କୁ ଜେଲ୍ ପଠାଇଦେବାକୁ ଧମକ ଦେଲେ ଚିରାଗ
ପାଟନା,୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ହାତେଇବା ପାଇଁ ସମସ୍ତ ଦଳ ଉଦ୍ୟମ କରୁଛି। ରବିବାର ଏକ ରାଲିରେ ପ୍ରଚାର ବେଳେ ଲୋକଜନଶକ୍ତି ପାର୍ଟି (ଏଲଜେପି) ସଭାପତି ତଥା ଏମ୍ପି ଚିରାଗ ପାଶୱାନ କହିଛନ୍ତି, କ୍ଷମତାକୁ…
ଧୋନୀ ଦେଲେ କୋହଲିଙ୍କୁ ଝଟ୍କା
ଦୁବାଇ,୨୫।୧୦: ଆଇପିଏଲର ୪୪ତମ ମୁକାବିଲାରେ ଚେନ୍ନାଇ ସୁପର କିଙ୍ଗସ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ୮ ଉଇକେଟ୍ରେ ପରାସ୍ତ କରିଛି। ବେଙ୍ଗାଲୁରୁ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବେଙ୍ଗାଲୁରୁ ଟିମ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ଉଇକେଟ…
ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…
ଆର୍ବିଆଇ ଗଭର୍ନରଙ୍କୁ କରୋନା
ନୂଆଦିଲ୍ଲୀ,୨୫।୧୦: ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଟୁଇଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିଲେ ମଧ୍ୟ ସେ ହୋମ ଆଇସୋଲେସନରେ ରହି ନିଜ କାର୍ଯ୍ୟ ଜାରି…
ପିତାଙ୍କ ଖବର ଶୁଣି ଏମିତି ପଡିଆକୁ ଓହ୍ଲାଇଲେ ଏହି ଖେଳାଳି
ଆଇପିଏଲର ୪୩ତମ ମୁକାବିଲାରେ କିଙ୍ଗସ ଏକାଦଶ ପଞ୍ଜାବ ୧୨ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପଞ୍ଜାବ ମ୍ୟାଚ ଜିତି ଥିଲା ସତ, କିନ୍ତୁ ଦଳର ଜଣେ ଖେଲାଳି ବେଶ୍ ଦୁଃଖି ଥିଲେ। ସେ ହେଉଛନ୍ତି ଓପନିଂ ବ୍ୟାଟ୍ସମ୍ୟାନ୍ ମନଦୀପ ସିଂ।…
Archives


