ଗଞ୍ଜେଇ ଚାଲାଣ କରୁଥିବାବେଳେ ୨ ମହିଳାଙ୍କୁ ଧରିଲା ବେଳବାଇ ପୋଲିସ
ବଲାଙ୍ଗୀର,୫ା୬(ସୁନୀଲ ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ ଗଞ୍ଜେଇ ଓ କପ୍ ସିରପ ଜୋରସୋର ଚାଲିଥିବା ବେଳେ ଗୁରୁବାର ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛନ୍ତି ଦୁଇ ଜଣ ମହିଳା। ବଲାଙ୍ଗୀର ରେଳଓ୍ବେ ଷ୍ଟେଶନରେ ଦୁଇ ଜଣ…
କୋର୍ଟରେ ୨ କଏଦୀଙ୍କ ମଧ୍ୟରେ ଧସ୍ତାଧସ୍ତି, ଜଣେ ମୃତ
ନୂଆଦିଲ୍ଲୀ,୫।୬: ଦିଲ୍ଲୀ ସାକେତ କୋର୍ଟରେ ଦୁଇ କଏଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ ଜଣେ କଏଦୀଙ୍କ ମୃତ୍ୟୁ ହୋଇଥିଲା। ସକାଳେ ଜେଲ ନମ୍ବର ୮ରେ ହାଜର ପାଇଁ କଏଦୀମାନଙ୍କୁ କୋର୍ଟ ଲକଅପକୁ ଅଣାଯାଇଥିଲା। ଏହି ସମୟରେ ଦୁଇ କଏଦୀଙ୍କ ମଧ୍ୟରେ…
କ’ଣ କଂଗ୍ରେସ ଛାଡ଼ିଦେବେ ଶଶି ଥରୁର? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୫।୬: କଂଗ୍ରେସ ନେତା ଶଶି ଥରୁର ଗତ କିଛି ଦିନ ଧରି ଖବରରେ ଅଛନ୍ତି। କାରଣ କେନ୍ଦ୍ର ସରକାରଙ୍କ ‘ଅପରେଶନ ସିନ୍ଦୂର’ର ଜୟଗାନ ସେ ବିଦେଶରେ କରୁଥିବା ଯୋଗୁ ନିଜ ଦଳର ନେତାମାନେ ତାଙ୍କ ବିରୁଦ୍ଧରେ କଡ଼ା ବୟାନ ଦେଉଛନ୍ତି। ଏପରି…
ଗଞ୍ଜାମକୁ ୨୮,୦୮୪ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୧୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ
ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ୨୮, ୦୮୪ କୋଟି ଟଙ୍କାର ପୁଞ୍ଜି ନିବେଶରେ ହେବାକୁ ଥିବା ୧୨ଟି ଶିଳ୍ପ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ୧୫, ୪୫୫ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି…
ଦଳରେ ସୁଯୋଗ ମିଳିଲାନି ବୋଲି ଅବସର ନେଇଗଲେ ଅକ୍ଷର ପଟେଲ? ସତ ସାମ୍ନାକୁ ଆସିବା ପରେ ହଇଚଇ
ନୂଆଦିଲ୍ଲୀ,୫।୬: IPL ୨୦୨୫ ଶେଷ ହେବା ପରେ ଭାରତୀୟ କ୍ରିକେଟର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲ ଚର୍ଚ୍ଚାକୁ ଆସିଛନ୍ତି। କହିବାକୁ ଗଲେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ସେ କ୍ରିକେଟରୁ…
ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋରରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ…
ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ
ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସୁରକ୍ଷା ବୈଠକରେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା। ତେବେ ସ୍ନାନପୂର୍ଣ୍ଣିମା…
ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା
ନୂଆଦିଲ୍ଲୀ,୫।୬: କୁହାଯାଏ ପ୍ରେମ ଅନ୍ଧ। କାହାକୁ କେତେବେଳେ କେଉଁ ବୟସରେ ପ୍ରେମ ହୋଇଥାଏ ତାହା ଜଣାପଡେନାହିଁ। ଯାହାର ଗୋଟିଏ ଉଦାହରଣ ଆଜି ଦେଖିବାକୁ ମିଳିଛି। ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର।…
୪୧ ସଂଗ୍ରାମୀ ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମ ଜିଲା ଗସ୍ତରେ ଆସି ରମ୍ଭା ବାଳକ ବିଦ୍ୟାଳୟଠାରେ ପହଞ୍ଚି ସଂଗ୍ରାମୀ ସ୍ମାରକ କାର୍ଯ୍ୟକ୍ରମରେ ଯୋଗଦାନ କରି ୪୧ ଜଣ ସଂଗ୍ରାମୀ ଓଡ଼ିଆ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।
ମୃତ୍ୟୁ ପରେ ବି ଅମର ହୋଇଗଲେ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ତ୍ରୀ ଚାରୁଶୀଳା, ଚକ୍ଷୁଦାନ କରି…
ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋର୍ରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇ ଆତ୍ମୀୟ ସ୍ବଜନଙ୍କ…
ଜାଣନ୍ତି କି…ଜାତି ଜନଗଣନା ଦ୍ୱାରା କ’ଣ କ’ଣ ବଦଳିଯିବ? କାହିଁକି ଆବଶ୍ୟକ?ବିରୋଧରେ କରାଯାଏ…
ନୂଆଦିଲ୍ଲୀ,୫।୬: ଦେଶରେ ପରବର୍ତ୍ତୀ ଜନଗଣନା ୨୦୨୭ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏଥିରେ ଲୋକଙ୍କ ଜାତି ଓ ସାମାଜିକ-ଆର୍ଥିକ ବିବରଣୀକୁ ମଧ୍ୟ ସାମିଲ କରାଯିବ ବୋଲି ସରକାରୀ ସୂତ୍ରରୁ ଜଣାପଡ଼ିଛି। ତେବେ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶ…
ଦାରିଙ୍ଗବାଡ଼ିରେ ବିଶ୍ୱ ପରିବେଶ ଦିବସ: ପ୍ଲାଷ୍ଟିକ୍ ବ୍ୟବହାର ନ କରିବାକୁ ଲୋକଙ୍କୁ ସଚେତନ
ଦାରିଙ୍ଗବାଡ଼ି,୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଏପିଓ କେଦାର…
Archives


