ଭରଣପୋଷଣ ପାଇଁ ସ୍ବାମୀଙ୍କୁ ସ୍ତ୍ରୀ ଦେବେ ଟଙ୍କା
ଲକ୍ଷ୍ନୌ, ୨୪।୧୦: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ପରିବାର କୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ସ୍ତ୍ରୀ ସ୍ବାମୀଙ୍କୁ ଭରଣପୋଷଣ ପାଇଁ ଟଙ୍କା ଦେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ଏକ ଭିନ୍ନ ମାମଲା। ଖତୌଲି ତହସିଲ ଅଞ୍ଚଳରେ ରହୁଥିବା କିଶୋର…
ଏଲ୍ଓସିରେ ପାକିସ୍ତାନୀ କ୍ୱାଡ଼କୋପ୍ଟର: ଗୁଳି କରି ଖସାଇଲେ ଭାରତୀୟ ଯବାନ
ଶ୍ରୀନଗର, ୨୪।୧୦: ଏଲ୍ଓସିରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରାଯାଉଛି। ଏଭଳି ସ୍ଥିତିରେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ସୀମାରେ ଆତଙ୍କାବାଦୀ ନିକଟରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା ପାଇଁ ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ କ୍ୱାଡ଼କୋପ୍ଟରର…
ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଏ ନେଇ…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ୧୬୯୫ ପଜିଟିଭ, ୨୭୯୫୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୧୬୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ଆମେରିକା ଲୋକେ କରୋନା ସହିତ ବଞ୍ଚିବା ନୁହେଁ ମରିବା ଶିକ୍ଷା କରୁଛନ୍ତି: ବାଇଡେନ୍
ଓ୍ବାଶିଂଟନ, ୨୪।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ଡୋମୋକ୍ରାଟିକ୍ ଦଳର ପ୍ରାର୍ଥୀ ଜୋ ବାଇଡେନ୍ଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଜାରି ରହିଛି। ବାଇଡେନ୍ ଟ୍ରମ୍ପ୍ଙ୍କୁ ଟାର୍ଗେଟ୍ କରି କହିଛନ୍ତି ଯେ,…
ଥରିଲା ବାଂଲାଦେଶ
ଢାକା, ୨୪।୧୦: ବାଂଲାଦେଶରେ ଶନିବାର ସକାଳ ୮ଟା ୫୧ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା ବୋଲି ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠର ୫୦ କିମି ତଳେ ଭୂକମ୍ପର କେନ୍ଦ୍ର ରହିଥିବା…
ଆର୍ଟହଜ୍ ଗ୍ୟାଲେରିରେ ଓଡ଼ିଆ ଶିଳ୍ପୀଙ୍କ ଚିତ୍ରକଳା
ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବାଲେଶ୍ୱର ଜିଲା ଗୋହିରାପଦା ଗ୍ରାମର ଯୁବ ଚିତ୍ରଶିଳ୍ପୀ ଆଦିତ୍ୟ କୁମାର ଜେନାଙ୍କ ଚିତ୍ରକଳା ‘ନେଚର ଫାଣ୍ଟାସି’ ଦକ୍ଷିଣ ଭାରତର ପ୍ରସିଦ୍ଧ ଆର୍ଟ ଗ୍ୟାଲେରୀ ଆର୍ଟହଜ୍ରେ ସ୍ଥାନ ପାଇଛି। କେବଳ ସେତିକି ନୁହେଁ, ଆଦିତ୍ୟଙ୍କ ଚିତ୍ରକଳା ସମ୍ପର୍କରେ ଏକ ଆଲେଖ୍ୟ…
ଆର୍ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି
ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ ତେଜସ୍ବୀ ଯାଦବ, ମନୋଜ ଝାଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ସଦସ୍ୟଙ୍କ ଉପସ୍ଥିତିରେ ଘୋଷଣା…
କୋଭିଡ୍ ନିୟମ ମାନୁ ନ ଥିବା ଦୋକାନ ସିଲ୍ ହେବ
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କରୋନା କଟକଣା ଓ ପାର୍ବଣ ସତର୍କତା ସତ୍ତ୍ୱେ ଭୁବନେଶ୍ୱର ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଗହଳି ବଢ଼ୁଛି। ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ବ୍ୟବସାୟୀ ଓ ଗ୍ରାହକ କଟକଣା ମାନୁ ନାହାନ୍ତି। ଶୁକ୍ରବାର ମାକେର୍ଟ ବିଲ୍ଡିଂର ଏପରି ସ୍ଥିତିକୁ ଦେଖିବା…
ଦଶହରାରେ ବର୍ଷା ନାହିଁ
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଲଘୁଚାପ ଦୁର୍ବଳ ହୋଇଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…
ଉପନିର୍ବାଚନ: କରୋନାରେ ମୃତ୍ୟୁ ହେଲେ ୩୦ ଲକ୍ଷ
ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କୋଭିଡ୍ ମହାମାରୀ ମଧ୍ୟରେ ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ ଯବାନଙ୍କର କୋଭିଡ୍ରେ ମୃତ୍ୟୁ ହେଲେ ସେମାନଙ୍କ ପରିବାରକୁ…
ପୁଅକୁ ପଥରରେ ଛେଚି ମାରିଲେ ବାପା
ବାରିପଦା ଅଫିସ,୨୪ା୧୦: ରାଗ ସମ୍ଭାଳି ନ ପାରି ନୃଶଂସ ବାପା ପଥରରେ ଛେଚି ନିଜ ୫ବର୍ଷର ପୁଅଙ୍କୁ ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଯଦୁନାଥପୁର ବେଲଡୁଙ୍ଗୁରୀ ଗ୍ରାମରେ ଗୁରୁବାର ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ଖବରପାଇ…
Archives


