ଜଳସେଚନ ଆଶାରେ ବିତିଲା ୮ ବର୍ଷ
ଯାଜପୁର ଅଫିସ/ବରୀ, ୨୩।୧୦ (ଡି.ଏନ୍.ଏ.): ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରେ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ। ଉଚ୍ଚ ଭୂମିରେ ଥିବା ଚାଷଜମିକୁ ନଦୀ ଏବଂ ଜଳ ଭଣ୍ଡାରରୁ ପାଣି ଉଠାଇ ଜଳସେଚନ କରିବା ଏହାର ମୁଖ୍ୟ ଲକ୍ଷ୍ୟ…
୪୩୮ ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣରେ ବିଳମ୍ବ
କେନ୍ଦ୍ରାପଡ଼ା ଅଫିସ,୨୩।୧୦: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ସାନମଙ୍ଗରେ ୨ଟି ଅଙ୍ଗନୱାଡି କେନ୍ଦ୍ର ନିକଟସ୍ଥ ସ୍କୁଲ ବାରଣ୍ଡାରେ ଚାଲିଥିଲେ ମଧ୍ୟ ଏହାର ଗୃହ ନିର୍ମାଣ ହୋଇ ନାହିଁ। ଏହି ଦୁଇ କେନ୍ଦ୍ର ନିର୍ମାଣ ପାଇଁ ୨୦୧୯ ଜାନୁୟାରୀ ୫ ଓ ଅଗଷ୍ଟ…
ଚହଲଙ୍କ ଦୁଷ୍ଟ କହିଲେ ଏହି କ୍ରିକେଟର୍
ଦୁବାଇ,୨୩।୧୦: ଆଇପିଏଲ୍ରେ ୨୦୨୦ରେ ରୟାଲ୍ ଚ୍ୟାଲେଞ୍ଜର୍ସ (ଆରସିବି)ଦଳ ଭଲ ପ୍ରଦର୍ଶନ କରୁଛି। ଖେଳାଳିମାନେ ଏଥିରେ ଖୁସି ମଧ୍ୟ ଅଛନ୍ତି। ମ୍ୟାଚ୍ ପରେ ମଜା କରୁଥିବା ନଜର ଆସୁଛନ୍ତି। ନିକଟରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋରର ଅଭ୍ୟାସ ଅଧିବେଶନ ବେଳର ଏକ ଫଟୋ ଅଧିନାୟକ…
ପୁରୀ ହେବ ସ୍ବଚ୍ଛ ଐତିହ୍ୟ ଧାମ
ପୁରୀ ଅଫିସ,୨୩ା୧୦: ଚାରିଧାମ ମଧ୍ୟରୁ ଅନ୍ୟତମ ହେଉଛି ପୁରୀ। ତେଣୁ ପୁରୀକୁ ସ୍ବଚ୍ଛ ଐତିହ୍ୟ ଧାମ ଭାବେ ଗଢି ତୋଳିବାକୁ ଜିଲା ପ୍ରଶାସନ ପକ୍ଷରୁ ‘ମୋ ଧାମ, ମୋ ଗର୍ବ ଅଭିଯାନ’ ଆରମ୍ଭ ହୋଇଛି। ଏହାର ରୂପରେଖ କ’ଣ ରହିବ ଓ…
ଖପୁରିଆ ଆଇଟିଆଇରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ଇନୋଭେଶନ ସେଣ୍ଟର
କଟକ ଅଫିସ, ୨୨ା୧୦: ଖପୁରିଆସ୍ଥିତ ସରକାରୀ ଆଇଟିଆଇରେ ପ୍ରତିଷ୍ଠା ହେବ ଫିଜିକାଲ ଏବଂ ଭର୍ଚ୍ଚୁଆଲ ଅତ୍ୟାଧୁନିକ ଇନୋଭେସନ ସେଣ୍ଟର। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ରୋବୋଟିକ୍ସ, ଇଲେକ୍ଟ୍ରୋନିକ୍ସ ଏବଂ ବିଭିନ୍ନ ଯନ୍ତ୍ରପାତି ଉପରେ ଛାତ୍ରୀଛାତ୍ରମାନେ ଶିକ୍ଷାଲାଭ କରିପାରିବେ। ଏ ନେଇ ଗୁରୁବାର ଓଡ଼ିଶା ବୈଷୟିକ…
କୋଭିଡ୍ ଡ୍ୟୁଟିରେ ନିଯୁକ୍ତ ସେବିକାଙ୍କୁ ମିଳୁନି କ୍ୱାରାଣ୍ଟାଇନ ସୁବିଧା
କଟକ ଅଫିସ,୨୩ା୧୦: ଏସ୍ସିବି କୋଭିଡ ପରିଚାଳନା କମିଟି ତରଫରୁ ଆଇସୋଲେଶନ ୱାର୍ଡ ନିମନ୍ତେ ଗତ ୨୯ ତାରିଖରେ ନୁଆ ଏସ୍ଓପି ଜାରି କରାଯାଇଥିଲା। ତଦନୁଯାୟୀ, ଏସ୍ସିବି ଚକ୍ଷୁ ବିଭାଗ କୋଠାରେ ପରିଚାଳିତ ହେଉଥିବା ଆଇସୋଲେସନ ୱାର୍ଡରେ ଅକ୍ଟୋବର ଓ ଅନ୍ୟ ମାସ…
ଖାଲିପଡ଼ିଥିବା ଏକାଡେମୀ ପଦବୀ ପୂରଣ ହେବ: ସଭାପତି, ଉପସଭାପତି ଦୌଡ଼ରେ ରହିବେନି ୬୦ରୁ କମ୍ ବୟସ୍କ ବ୍ୟକ୍ତି
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ସମସ୍ତ ଏକାଡେମୀର ଖାଲି ପଦପଦବୀ ପୂରଣ ହେବ। ଏନେଇ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି, ଉପସଭାପତି ଓ ସଚିବ, ଓଡ଼ିଶା ଲଳିତକଳା…
ପାନୀୟ ଜଳ କମ୍ପାନୀରେ ପୋଲିସ ଚଢ଼ାଉ
ବାରଙ୍ଗ,୨୩ା୧୦(ଡି.ଏନ୍.ଏ.): ଚନ୍ଦକା ଥାନା ଅଧୀନସ୍ଥ ଗ୍ରାମଡ଼ିହଠାରେ ଥିବା ଏକ ପାନୀୟଜଳ କମ୍ପାନୀ ଉପରେ ଗୁରୁବାର ପୋଲିସ ଚଢ଼ାଉ କରିଛି। ଏହି କମ୍ପାନୀ ଏକ ନାମୀ ଘରୋଇ ବ୍ରାଣ୍ଡ ପାନୀୟ ଜଳ କମ୍ପାନୀର ଲୋଗୋ ବ୍ୟବହାର କରି ପାଣି ପ୍ୟାକେଟ ବିକ୍ରି କରୁଥିବା…
କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୫୪ ହଜାରରୁ ଅଧିକ ଚିହ୍ନଟ, ୬୯୦ ମୃତ୍ୟୁ
ନୂଆଦିଲ୍ଲୀ,୨୩।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୫୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୩୬୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୬୯୦…
ଶ୍ରୀମନ୍ଦିରର ୮ ଦ୍ୱାର ହେବ ରୁପା ଛାଉଣି
ପୁରୀ ଅଫିସ,୨୩ା୧୦: ଶ୍ରୀମନ୍ଦିରର ୩ଟି ଦ୍ୱାର (ଜୟ ବିଜୟ, କଳାହାଟ ଓ ବେହେରଣ) ରୁପା ଛାଉଣି ହେବ। ଜଣେ ଭକ୍ତ ଏଥିପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏ ନେଇ ଶ୍ରୀମନ୍ଦିର…
ପିଆଜ ଦର ବୃଦ୍ଧି ନେଇ ଜିଲାପାଳଙ୍କୁ ଯୋଗାଣ ସଚିବଙ୍କ ଚିଠି
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ରାଜ୍ୟରେ ପିଆଜ ଦର ଅହେତୁକ ବୃଦ୍ଧି ପାଇବା ନେଇ ରାଜ୍ୟ ସରକାର ଗୁରୁତର ସହ ବିଚାର କରିବା ଆରମ୍ଭ କରିଛନ୍ତି। ପ୍ରତିଦିନ ପିଆଜ ଦର ବୃଦ୍ଧି ପାଇ ବର୍ତ୍ତମାନ ୯୦ଟଙ୍କାରେ ପହଞ୍ଚତ୍ଲାଣି। ଏଥିପାଇଁ ସାଧାରଣ ଲୋକେ ଅସୁବିଧା ଭୋଗିବା ସାଙ୍ଗକୁ…
ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ:ନଭେମ୍ବର ୧୦ରେ ମେଧା ତାଲିକା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଗୁରୁବାର ଶେଷ ହୋଇଛି। ରାଜ୍ୟର ୬୮ଟି ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିଲାଗି…
Archives


