Home

୩୦ଫୁଟ ତଳକୁ ଖସିଲା ତେଲ ଟ୍ୟାଙ୍କର୍‌

ହରଭଙ୍ଗା, ୩।୯(ଡି.ଏନ.ଏ): ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଆଡେନିଗଡ ନିକଟରେ ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର ରାସ୍ତା ତଳକୁ ଓଲଟି ପଡିଛି। ସୌଭାଗ୍ୟବଶତଃ ଗାଡିରେ ଥିବା ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l ସୂଚନା…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୮୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୮୦…

କାର୍‌ ବୁକ୍‌ କରି ପରଟା ଖାଇବାକୁ ଯାଇଥିଲେ, ଘଟିଲା ଏମିତି କାଣ୍ଡ

ନୂଆଦିଲ୍ଲୀ,୩।୯:ଜଣେ କ୍ୟାବ ଡ୍ରାଇଭରଙ୍କଠାରୁ ଲୁଟ୍‌ ଅଭିଯୋଗରେ ଦିଲ୍ଲୀ ପୋଲିସ ଦୁଇ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସମସ୍ତ ଅଭିଯୁକ୍ତ ହରିୟାଣାର ମୁର୍ଥଲ ପରଟା ଖାଇବା ପାଇଁ ଏକ କ୍ୟାବ ବୁକ୍‌ କରିଥିଲେ। ରାସ୍ତାରେ ଯାତ୍ରା ସମୟରେ…

ଆଇଟମ୍‌କୁ ନା

ନବାଗତା ଅନନ୍ୟା ପାଣ୍ଡେ। ଚଙ୍କି ପାଣ୍ଡେଙ୍କ ଏହି କନ୍ୟା ‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’ରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। କେବଳ ସେତିକି ନୁହେଁ, ଏହି ଫିଲ୍ମ ପାଇଁ ସେ ଶ୍ରେଷ୍ଠ ନବାଗତା ନାୟିକା ଭାବରେ ଫିଲ୍ମ ଫେୟାର ପୁରସ୍କାର…

ଡବଲ ହ୍ୟାଟ୍ରିକ୍‌

ଅଭିନେତା ବବି ମିଶ୍ର ଖୁବ୍‌ଶୀଘ୍ର ନୂଆ ରୂପରେ ଦେଖାଦେବେ। ଅବଶ୍ୟ ‘ଜୟଶ୍ରୀରାମ’ ଚଳଚ୍ଚିତ୍ରର ନାୟକ ସାଜିବା ପରେ ସେ ଅନେକ ସିନେମାରେ ଖଳନାୟକ, ଚରିତ୍ର ଅଭିନେତା, କମେଡି ଆଦି ରୋଲ୍‌ରେ ନିଜ ଦକ୍ଷତା ଦେଖାଇସାରିଛନ୍ତି। ହେଲେ ଏହାପୂର୍ବରୁ ସେ ଓଡ଼ିଆ ଆଲବମ୍‌…

ଏନ୍‌-୯୫ ମାସ୍କ-ଫେସ୍‌ଶିଲ୍ଡ୍‌ ବି ଦେଉନି ସୁରକ୍ଷା: ଲୋକେ ହେଉଛନ୍ତି ଆକ୍ରାନ୍ତ

ନୂଆଦିଲ୍ଲୀ/ଓ୍ବାଶିଂଟନ, ୩।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସୁରକ୍ଷା ପାଇଁ ଲୋକଙ୍କୁ ଏନ୍‌-୯୫ ମାସ୍କ ଏବଂ ଫେସ୍‌ ଶିଲ୍ଡ ବ୍ୟବହାର କରାଯିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ଏସବୁ ମଧ୍ୟ ଆବଶ୍ୟକ ସୁରକ୍ଷା…

ମୁଣ୍ଡ ନୋଇଲେ ସରକାର: ଲିଖିତ ପ୍ରଶ୍ନ ପଚାରି ପାରିବେ ବିରୋଧୀ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ନ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଏହାକୁ ନେଇ…

ରକୁଲ୍‌ଙ୍କ ଖୁସି

ରକୁଲ୍‌ ପ୍ରୀତ୍‌ ସିଂଙ୍କ ଖୁସି କହିଲେ ନ ସରେ। କାରଣ ସେ ଯାହା ଆଶା କରୁଥିଲେ ତାହା ପୂରଣ ହୋଇଛି। କଥା କ’ଣ ଅଜୟ ଦେବଗନଙ୍କ ସହ ସେ ‘ଦେ ଦେ ପ୍ୟାର୍‌ ଦେ’ରେ ଅଭିନୟ କରିଥିଲେ। ଏବେ ସେ ପୁଣି…

ପିଏମ୍‌ କେୟାର୍ସକୁ ପ୍ରଥମ ୫ ଦିନରେ ମିଳିିଥିଲା ୩,୦୭୬ କୋଟି

ନୂଆଦିଲ୍ଲୀ,୩ା୯: ପିଏମ୍‌ କେୟାର୍ସ ପାଣ୍ଠି ଗଠନ ହେବାର ପ୍ରଥମ ୫ ଦିନରେ ୩,୦୭୬ କୋଟି ଟଙ୍କା ଗ୍ରହଣ କରିଥିଲା ବୋଲି ସରକାରଙ୍କ ପକ୍ଷରୁ ଏକ ଅଡିଟ୍‌ ବିବୃତି ସର୍ବସାଧାରଣରେ ପ୍ରକାଶ ପାଇଛି। ମାର୍ଚ୍ଚ ୨୭ରେ ପିଏମ୍‌-କେୟାର୍ସ ଗଠନ ହୋଇଥିଲା ଏବଂ ୩୧…

ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ

ଲସ୍‌ ଏଞ୍ଜେଲସ୍‌,୩ା୯: ପୋଲିସ ଗୁଳିରେ କୃଷ୍ଣକାୟଙ୍କ ମୃତ୍ୟୁ ଘଟଣାରେ ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ମଙ୍ଗଳବାର ବିକ୍ଷୋଭକାରୀ ଦକ୍ଷିଣ ଲସ୍‌ ଏଞ୍ଜେଲସ୍‌ରେ ଏକତ୍ର ହୋଇ ପୋଲିସ ଗୁଳିରେ ମୃତ୍ୟୁ ଘଟଣା ଉପରେ ଉତ୍ତର ଦାବି କରିଥିଲେ। ସୋମବାର କୃଷ୍ଣକାୟ ଯୁବକ…

କର୍ମଯୋଗୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩ା୯: ସରକାରୀ କର୍ମଚାରୀମାନଙ୍କ ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ ମିଶନ କର୍ମଯୋଗୀକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହା ସେମାନଙ୍କ ପାଇଁ ଭବିଷ୍ୟତରେ ସହାୟକ ହେବ। ସରକାରଙ୍କର ଏହା ସର୍ବବୃହତ୍‌ ମାନବ ସମ୍ବଳ ବିକାଶ ସଂସ୍କାର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର…

ଅପେକ୍ଷାର ଫଳ ମିଠା

ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍‌ ଫର୍ନାଡିସ୍‌ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ସେ ଏକ ଚାଲେଞ୍ଜିଂ ଭୂମିକାରେ ଦର୍ଶକଙ୍କ ସାମନାକୁ ଆସିବାକୁ ଚାହୁଁଥିଲେ, ଆଉ ତାଙ୍କୁ ଏପରି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri