Home

କର୍ମ ନିଯୁକ୍ତି ସୁଯୋଗ ନାହିଁ: ରାଜ୍ୟ ବାହାରେ କାମ କରୁଛନ୍ତିି ଶ୍ରମିକ

କେନ୍ଦ୍ରାପଡ଼ା ଅଫିସ,୨୭ା୧୧: କେନ୍ଦ୍ରାପଡ଼ା ଜିଲାରେ କ୍ଷୁଦ୍ର, ମଧ୍ୟମ ତଥା ବୃହତ ଶିଳ୍ପ ନାହିଁ। ଶ୍ରମିକମାନଙ୍କୁ ଜିଲାରେ କର୍ମ ନିଯୁକ୍ତି ମିଳୁ ନ ଥିବାରୁ ବାହାର ରାଜ୍ୟ ଓ ଦେଶକୁ କାମ ଅନୁସନ୍ଧାନରେ ଯାଉଛନ୍ତି। ସେଠାକୁ ଯାଉଥିବା ଶ୍ରମିକମାନେ ଘର ପରିବାର ପ୍ରତିପୋଷଣର…

ଦୁର୍ଘଟଣାସ୍ଥଳ ପାଲଟିଛି ଆଳି ଡାକବଙ୍ଗଳା ଛକ

ଆଳି,୨୭ା୧୧(ଡି.ଏନ.ଏ.): ଆଳି ବ୍ଲକକୁ ଯୋଗାଯୋଗ ନିମନ୍ତେ ଗୋଟିଏ ପଟେ ବ୍ରାହ୍ମଣୀ ସେତୁ, ଅପରପକ୍ଷେ ବୈତରଣୀ ସେତୁ ଓ ଗୋବିନ୍ଦପୁର ସେତୁ ନିର୍ମାଣ ହୋଇଛି। ଏହି ସେତୁ ନିର୍ମାଣ ପରେ ଆଳି ଓ ରାଜକନିକା ଦୁଇଟି ବ୍ଲକର ଜନସାଧାରଣ ସିଧାସଳଖ ଜିଲା ବାହାରକୁ…

ସରପଞ୍ଚ ଉପନିର୍ବାଚନକୁ ନେଇ ଉତ୍କଣ୍ଠା ବଢୁଛି

ରସୁଲପୁର,୨୭ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ରାଉତରାପୁର ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଖୁବ୍‌ଶୀଘ୍ର ଉପନିର୍ବାଚନ ହେବ। ଉପନିର୍ବାଚନ ନେଇ ଦାବି ହେବାପରେ ଉପଜିଲାପାଳ ନିର୍ବାଚନ କମିଶନଙ୍କୁ ଚିଠି ନଂ-୧୩୮୭ାତା:୧୧ା୧୧ା୨୦ରେ ଶ୍ରୀଘ ନିର୍ବାଚନ ପାଇଁ ପଦକ୍ଷେପ ନେବାକୁ ସୁପାରିସ କରିଛନ୍ତି। ନିର୍ବାଚନ କମିଶନ…

ଜୋତାକୁ ନେଇ ଚର୍ଚ୍ଚାରେ ଏହି ଲୋକପ୍ରିୟ ଅଭିନେତ୍ରୀ

ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ନିୟା ଶର୍ମା ଅନେକ ସମୟରେ ନିଜ ବୋଲ୍ଡ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ଏହାକୁ ନେଇ ପ୍ରାୟ ସବୁବେଳେ ସେ ଚର୍ଚ୍ଚାରେ ରହିଥାନ୍ତି। ଅଭିନୟଠାରୁ ଅଧିକ ସେ ନିଜର ବୋଲ୍ଡ ଦୃଶ୍ୟ…

ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଭଙ୍ଗା ଘରେ ଚାଲିଛି ଆୟୁର୍ବେଦ ଚିକିତ୍ସାଳୟ

ଅମରପାଲି,୨୭।୧୧(ଡି.ଏନ.ଏ): ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନେଉଛନ୍ତି ଅନେକ ପଦକ୍ଷେପ। ଚିକିତ୍ସାଳୟ ସ୍ଥାପନ, ମାଗଣା ଔଷଧ ବଣ୍ଟନ ସହ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ତୃଣମୂଳ ସ୍ତରରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି। ଏହାର ଏକ…

କୋଭିଡ୍ ହସ୍ପିଟାଲରେ ନିଆଁ: ୫ମୃତ, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଗୁଜରାଟର ରାଜକୋଟରେ ଥିବା ଶିବାନନ୍ଦ କୋଭିଡ ହସ୍ପିଟାଲରେ ଗୁରୁବାର ରାତିରେ ନିଆଁ ଲାଗିଯିବା ଫଳରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିରେ ଅଧିକାଂଶ ଆହତ ମଧ୍ୟ ହୋଇଛନ୍ତି । ଏହି ଘଟଣା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ଟି ଷ୍ଟାଡିୟମରେ ଅସ୍ଥାୟୀ ଜେଲ ପାଇଁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୨୭।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଆଜି ଚାଷୀମାନେ ଦିଲ୍ଲୀ ଚାଲୋ ଅଭିଯାନ ଆରମ୍ଭ କରିଛନ୍ତି। ପଞ୍ଜାବ ଠାରୁ ଆରମ୍ଭ କରି କେରଳ ଯାଏ ସବୁଆ ଚାଷୀଙ୍କ ରଣହୁଙ୍କାର ଦେଖିବାକୁ ମିଳିଛି। ଲକ୍ଷ ଲକ୍ଷ ଚାଷୀ ଶୋଭାଯାତ୍ରାରେ ଦିଲ୍ଲୀ…

ବୁମ୍‌ରାଙ୍କ ବଲ୍‌ରେ ଇତିହାସ ରଚିଲେ ଏହି ଅଷ୍ଟ୍ରେଲିଆ ଖେଳାଳି

ସିଡନୀ,୨୭।୧୧: ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଇତିହାସ ସୃଷ୍ଟି କରିଛନ୍ତି। କିମ୍ବଦନ୍ତୀ କ୍ରିକେଟର ଡିନ ଜୋନ୍ସଙ୍କୁ ପଛରେ ପକାଇ ସେ ଏକ ରେକର୍ଡ ହାସଲ କରିଛନ୍ତି। ଫିଞ୍ଚ ଏକଦିବସୀୟ କ୍ରିକେଟରେ ୫୦୦୦ ରନ ପୂରଣ…

ରୋହିତ ଶର୍ମାଙ୍କୁ ନେଇ ଚକିତ କଲା ଭଳି କଥା କହିଲେ କୋହଲି

ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ରୋହିତ ଶର୍ମା ପ୍ରସଙ୍ଗରେ ନିଜ ମତ ରଖିଛନ୍ତି। ୟକୋହଲି କହିଛନ୍ତି ଯେ ରୋହିତ ଶର୍ମା କାହିଁକି ଅଷ୍ଟ୍ରେଲିଆ ଗସ୍ତ କରିନାହାଁନ୍ତି ସେ ଜାଣି ନାହାଁନ୍ତି। ବିରାଟ କୋହଲି…

ଆଜିଠାରୁ ଅସ୍ତିତ୍ୱ ହରାଇବ ୯୪ ବର୍ଷ ପୁରୁଣା ଏହି ବ୍ୟାଙ୍କ: ୭ ଲୋକ ମିଶି କରିଥିଲେ ଆରମ୍ଭ

ନୂଆଦିଲ୍ଲୀ,୨୫।୧୧: ସଙ୍କଟ ମଧ୍ୟରେ ଫସିଥିବା ୯୪ ବର୍ଷ ପୁରୁଣା ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କର ମିଶ୍ରଣ ଡିବିଏସ ବ୍ୟାଙ୍କ ଇଣ୍ଡିଆ ସହ ହୋଇଛି। ଏହି ମିଶ୍ରଣକୁ କେନ୍ଦ୍ର କ୍ୟାବିନେଟ କମିଟିରେ ମଞ୍ଜୁରୀ ମିଳିଛି। ଆଜି ଅର୍ଥାତ ନଭେମ୍ବର ୨୭ଠାରୁ ଲକ୍ଷ୍ମୀ ବିଳାସ…

ସମୁଦ୍ରରେ ଖସି ପଡିଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ନୌସେନାର ମିଗ-୨୯କେ ଗୁରୁବାର ଦୁର୍ଘଟଣାର ଶିକାର ହୋଇଛି। ଗୁରୁବାର ସା ପ୍ରାୟ ପାଞ୍ଚଟା ବେଳେ ମିଗ-୨୯କେ ଦୁର୍ଘଟଣା ଘଟି ବିମାନଟି ସମୁଦ୍ରରେ ଖସିପଡିଥିଲା। ଯୁଦ୍ଧ ବିମାନରେ ଥିବା ଦୁଇ ଜଣ ପାଲଟଙ୍କ ମଧ୍ୟରୁ ନୌସେନା ଜଣଙ୍କୁ ଉଦ୍ଧାର କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?