Home

କାହିଁକି ଅଷ୍ଟ୍ରେଲିଆ ଗସ୍ତରେ ଗଲେ ନାହିଁ ରୋହିତ ଶର୍ମା

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ତେବେ ଏହି ସିରିଜରେ ଟିମ ଇଣ୍ଡିଆ ଏହାର ସବୁଠାରୁ ବଡ ମ୍ୟାଚ ବିଜେତା ରୋହିତ ଶର୍ମାଙ୍କ ବିନା ପଡିଆକୁ ଓହ୍ଲାଇଛି। ରୋହିତ ଶର୍ମା ଅନଫିଟ୍‌ ଥିବାରୁ…

ଦୀର୍ଘ ୯ ମାସ ପରେ ପଡିଆକୁ ଓହ୍ଲାଇଲା ଟିମ୍‌ ଇଣ୍ଡିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ସିଡନୀ,୨୭।୧୧: ଦୀର୍ଘ ୯ ମାସ ପରେ ଭାରତୀୟ ଦଳ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ଶୁକ୍ରାବର ଅର୍ଥାତ୍‌ ଆଜି ପଡିଆକୁ ଓହ୍ଲାଇଛି। କରୋନା ମହାମାରୀ ଭିତରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁପ୍ରତିକ୍ଷୀତ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ…

ପଦୋନ୍ନତି ପାଇଲେ ଟିନା ଡାବି: ଟୁଇଟ କରି ଦେଲେ ସୂଚନା

ଜୟପୁର, ୨୭।୧୧-୨୦୧୫ ମସିହାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଟପ୍ପର ଟିନା ଡାବିଙ୍କୁ ମିଳିଛି ପଦୋନ୍ନତି। ରାଜସ୍ଥାନ ସରକାର ତାଙ୍କୁ ଫାଇନାନ୍ସ (ଟ୍ୟାକ୍ସ) ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରିଛନ୍ତି। ଏ ନେଇ ଶୁକ୍ରବାର ଟିନା ଏକ ଫଟୋ ଟୁଇଟ କରି…

ଡେବ୍ୟୁ ମ୍ୟାଚ୍‌ରେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ…

‘ନିଭାର’ ନେଲା ୩ ଜୀବନ

ଚେନ୍ନାଇ/ପୁଡ଼ୁଚେରୀ,୨୭।୧୧(ଆଇଏଏନ୍‌ଏସ୍‌):ସାମୁଦ୍ରିକ ବାତ୍ୟା ନିଭାର ଗୁରୁବାର ତାମିଲନାଡୁ ଓ ପୁଡ଼ୁଚେରୀରେ ତାଣ୍ଡବ ରଚିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ବାତ୍ୟାରେ ୨୬ ଗୋରୁ ପ୍ରାଣ ହରାଇଥିବା ତାମିଲନାଡୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ତାମିଲନାଡୁର କୁଡାଲୋର,…

କେନ୍ଦ୍ର ବିରୋଧରେ କୃଷକଙ୍କ ଯୁଦ୍ଧଂଦେହି

ନୂଆଦିଲ୍ଲୀ/ଚଣ୍ଡିଗଡ଼,୨୭।୧୧ (ପି.ଟି./ଆଇଏଏନ୍‌ଏସ୍‌):କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଯୁଦ୍ଧଂଦେହି ଡାକରା ଦେଇଛନ୍ତି ପଞ୍ଜବୀ କୃଷକ। ପଞ୍ଜାବର ହଜାର ହଜାର ଚାଷୀ ଗୁରୁବାର ‘ଦିଲ୍ଲୀ ଚଲୋ’ ଶୋଭାଯାତ୍ରାରେ ସାମିଲ ହୋଇ ଟ୍ରାକ୍ଟରରେ ନୂଆଦିଲ୍ଲୀ ଯାଉଥିବାବେଳେ ହରିୟାଣାରେ ସେମାନଙ୍କୁ ରୋକାଯାଇଛି। ପଞ୍ଜାବ-ହରିୟାଣା…

ଭାରତ ବନ୍ଦ: କେରଳ ସର୍ବାଧିକ ପ୍ରଭାବିତ

ନୂଆଦିଲ୍ଲୀ, ୨୭।୧୧:କେନ୍ଦ୍ର ସରକାରଙ୍କ ନୂଆ ଶ୍ରମ ଓ କୃଷି ଆଇନକୁ ବିରୋଧ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଗୁରୁବାର ଦିଆଯାଇଥିବା ଭାରତ ବନ୍ଦ ଡାକରା ଆଂଶିକ ସଫଳ ହୋଇଛି। କେରଳରେ ଏହି ବନ୍ଦର ପ୍ରଭାବ ସବୁଠାରୁ ବେଶୀ ଅନୁଭୂତ ହୋଇଛି।…

‘ଅକ୍ସଫୋର୍ଡ’ର ସଫଳତାକୁ ନେଇ ପ୍ରଶ୍ନବାଚୀ

ଲଣ୍ଡନ, ୨୭।୧୧:ଅଷ୍ଟ୍ରାଜେନିକା ପ୍ରସ୍ତୁତ କରୁଥିବା ଅକ୍ସଫୋର୍ଡ ଟିକା ୯୦ ପ୍ରତିଶତ ଫଳପ୍ରଦ ହୋଇଛି ଓ ଏହା ସବୁଠୁ ଶସ୍ତାରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯିବା ପରେ ସାଧାରଣରେ ଟିକାକୁ ନେଇ ବେଶ୍‌ ଉତ୍ସାହ ଦେଖାଦେଇଥିଲା। ଅକ୍ସଫୋର୍ଡ ଟିକାର…

ପରୀକୁ ନ୍ୟାୟ ବିରୋଧୀଙ୍କ ଦାବି

ଭୁବନେଶ୍ୱର,୨୭।୧୧(ବ୍ୟୁରୋ):ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀକୁ ନ୍ୟାୟ ଜିଦ୍‌ରେ ବିରୋଧୀ ଅଟଳ। ବୁଧବାର ପରୀ ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ କରିବ ବୋଲି ଘୋଷଣା କରିଥିଲେ ମଧ୍ୟ ଶାନ୍ତ…

ଲାଞ୍ଚ: ଏସିଆରେ ଭାରତ ସର୍ବାଗ୍ରେ

ନୂଆଦିଲ୍ଲୀ, ୨୭।୧୧(ପି.ଟି.):ଏସିଆ ମହାଦେଶରେ ସବୁଠୁ ବେଶି ଲାଞ୍ଚ କାରବାର ଭାରତରେ ହେଉଥିବା ଟ୍ରାନ୍ସପାରେନ୍ସି ଇଣ୍ଟରନ୍ୟାଶନାଲ ପକ୍ଷରୁ କୁହାଯାଇଛି। ଏହି ରିପୋର୍ଟ ଅନୁଯାୟୀ ଭାରତରେ ଅଧିକାଂଶ ଲୋକ ସରକାରୀ ସେବା ପାଇବା ପାଇଁ ବ୍ୟକ୍ତିଗତ ସମ୍ପର୍କର ବ୍ୟବହାର କରିଥାନ୍ତି। ଗ୍ଲୋବାଲ କରପ୍‌ଶନ ବାରୋମିଟର…

ତେଲ ଦର ବୃଦ୍ଧିରେ ଲଗାମ ଲାଗିପାରୁନି

ଭୁବନେଶ୍ୱର: ଗୋଟିଏ ଦିନ ବ୍ୟବଧାନ ପରେ ଗୁରୁବାର ପୁଣିଥରେ ତେଲ ଦର ବୃଦ୍ଧି ପାଇଛି। ଏହି ସମୟରେ ଭୁବନେଶ୍ୱରରେ ପେଟ୍ରୋଲ ୧୩ ଏବଂ ଡିଜେଲ ୨୩ ପଇସା ବଢ଼ିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୮୨.୩୧ ଟଙ୍କା ଏବଂ ଡିଜେଲ…

ବର୍ଷେ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ

କୋକସରା, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁ ଶବରପଡାରେ ଥିବା ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଆଜକୁ ୧ ବର୍ଷରୁ ଅଧିକ ହେବ ଅଚଳ ହୋଇ ପଡିଛି। ଫଳରେ ଗାଁର ପ୍ରାୟ ୨୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?