ବାବା କି ଢାବାରେ ପହଞ୍ଚିଲେ ବଲିଉଡ୍ ଷ୍ଟାର୍
ଗତ କିଛିଦିନ ହେବ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଛି ‘ବାବା କା ଢାବା’। ସୋସିଆଲ ମିଡିଆରେ ‘ବାବା କି ଢାବା’କୁ ନେଇ ଚର୍ଚ୍ଚା ହେବା ପରେ ଏବେ ସେଠାରେ ଲୋକଙ୍କ ଗହଳି ଲାଗିବାରେ ଲାଗିଛି। ଲୋକମାନେ ତାଙ୍କୁ ସହଯୋଗର ହାତ…
କଶ୍ମୀର-ଲଦାଖରେ ନିର୍ମାଣ ହେବ ୧୦ ସୁଡ଼ଙ୍ଗ: ଏଲ୍ଏସି-ଏଲ୍ଓସିରେ ଶୀଘ୍ର ପହଞ୍ଚିବ ସହାୟତା
ନୂଆଦିଲ୍ଲୀ, ୨୧।୧୦: ଏଲ୍ଏସି ଏବଂ ଏଲ୍ଓସିରେ ଯବାନଙ୍କ ପାଖରେ ଶୀଘ୍ର ସହାୟତା ପହଞ୍ଚାଇବା ପାଇଁ ଲଦାଖ ଏବଂ କଶ୍ମୀରର ଉଚ୍ଚ ପାହାଡ଼ରେ ୧୦ ସୁଡ଼ଙ୍ଗ ନିର୍ମାଣ କରାଯିବ। ଏସବୁ ସୁଡ଼ଙ୍ଗ ପଥ ଦେଶ ଭାରତୀୟ ସେନା ବର୍ଷସାରା ଯିବା ଆସିବା କରିପାରିବେ।…
ଘରେ ପୁରୁଣା ୨୫ ପଇସା ରଖିଛନ୍ତି କି, ହେବେ ମାଲାମାଲ୍
ପୁରୁଣା ମୁଦ୍ରା ବିକ୍ରି କରି ଲକ୍ଷପତି ହେବାର ଏକ ଭଲ ସୁଯୋଗ ଅଛି। ଏହି ମୁଦ୍ରାଗୁଡ଼ିକ ଦେଇ ସହଜରେ ଲକ୍ଷପତି ହୋଇପାରିବେ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଥିପାଇଁ କିଛି କରିବା ଆବଶ୍ୟକ ନାହିଁ। କେବଳ ଯଦି ପାଖରେ ୨୫ ପଇସା…
ଟ୍ରାଫିକ ହାବିଲଦାର ଲଳିତ ସମ୍ମାନିତ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କଟକରେ କାର୍ଯ୍ୟରତ ଟ୍ରାଫିକ ହାବିଲଦାର ଲଳିତ ମୋହନ ରାଉତଙ୍କୁ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସମ୍ମାନିତ କରିଛନ୍ତି। ୧ହଜାର ଟଙ୍କା ସହ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଗତ ୧୭ତାରିଖ ଅପରାହ୍ନରେ ଲଳିତ କଟକ ଶିଖରପୁର ଟ୍ରାଫିକ ଛକରେ ଡ୍ୟୁଟି…
ସୁବ୍ରତଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୧୮ ଲାଗି ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟଙ୍କୁ ସମ୍ମାନଜନକ ‘ବିଜୁ ପଟ୍ଟନାୟକ ପୁରସ୍କାର’ ଦିଆଯାଇଛି। ଏ ବାବଦରେ ତାଙ୍କୁ ୨ ଲକ୍ଷ ଟଙ୍କାର…
ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଘଟଣାସ୍ଥଳ ଯାଞ୍ଚ କଲେ ୪ଜଣିଆ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାର କାରଣ ଏବେ ବି ରହସ୍ୟ ହୋଇରହିଛି। କେଉଁ କାରଣ ପାଇଁ ଏଭଳି ବଡ଼ ବିସ୍ଫୋରଣ ହେଲା ସେନେଇ କେହି ବି ମୁହଁ ଖୋଲୁ ନାହାନ୍ତି। କମିଶନରେଟ ପୋଲିସ, ପେସୋ(ପେଟ୍ରୋଲିୟମ୍ ଆଣ୍ଡ୍ ଏକ୍ସପ୍ଲୋସିଭ୍ ସେଫ୍ଟି…
କୃଷି ଆଇନ ବିରୋଧରେ ପଞ୍ଜାବରେ ବିଲ୍ ପାସ୍
ଚଣ୍ଡିଗଡ଼, ୨୧ା୧୦: କେନ୍ଦ୍ରର କୃଷି ଆଇନକୁ ବିରୋଧକରି ପଞ୍ଜାବ ବିଧାନସଭାରେ ସର୍ବସମ୍ମତିକ୍ରମେ ୪ଟି ବିଲ୍ ପାସ୍ ହୋଇଛି। ଗୃହରେ ଏନେଇ ପ୍ରାୟ ୫ ଘଣ୍ଟାକାଳ ଆଲୋଚନା କରାଯାଇଥିଲା। ଏଥିରେ ଭାଜପା ବିଧାୟକମାନେ ଅଂଶଗ୍ରହଣ କରି ନ ଥିଲେ। କଂଗ୍ରେସ ସରକାରଙ୍କ ଦ୍ୱାରା…
୩୧% ପ୍ରାର୍ଥୀଙ୍କ ନଁ।ରେ ଆପରାଧିକ ମାମଲା
ନୂଆଦିଲ୍ଲୀ, ୨୧ା୧୦: ବିହାର ବିଧାନସଭା ନିର୍ବାଚନ ଲାଗି ୨୮ରେ ପ୍ରଥମ ପର୍ଯ୍ୟାୟ ଭୋଟ୍ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ପ୍ରାର୍ଥୀ ହୋଇଥିବା ୧,୦୬୪ ଜଣଙ୍କ ମଧ୍ୟରୁ ୩୧% (୩୨୮)ଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମ (ଏଡିଆର୍) ରିପୋର୍ଟରେ…
ନିର୍ଣ୍ଣାୟକ ହେବେ ଭାରତୀୟ ବଂଶୋଦ୍ଭବ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧ା୧୦: ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ୯ ଝୁଲା ରାଜ୍ୟ ଉପରେ ନିର୍ଭର କରେ। ତେଣୁ ରିପବ୍ଲିକାନ୍ ଡୋନାଲ୍ଡ ଟ୍ରମ୍ପ୍ ଓ ଡେମୋକ୍ରାଟ ଜୋ ବିଡେନଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣରେ ରାଜ୍ୟଗୁଡ଼ିକରେ ବସବାସ କରୁଥିବା ୧.୪ ନିୟୁତ ଭାରତୀୟ ବଂଶୋଦ୍ଭବଙ୍କ…
କରୋନାକୁ ହରାଇଲେ ୯୦ ବର୍ଷୀୟ କ୍ୟାନ୍ସର ପୀଡ଼ିତ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)- କରୋନାକୁ ହରାଇଛନ୍ତି ୯୦ ବର୍ଷୀୟ ମୁରଲୀଧର ଶତପଥୀ। ସେ ଗଳା କର୍କଟ ରୋଗରେ ପୀଡ଼ିତ ଥାଇ ମଧ୍ୟ କୋଭିଡ୍କୁ ପରାସ୍ତ କରିବାରେ ସଫଳ ହୋଇଛନ୍ତି। ଗତ ୧୦ତାରିଖରେ ସେ କରୋନାରେ ସଂକ୍ରମିତ ହେବାପରେ ତାଙ୍କୁ କ୍ୟାନ୍ସର ହସ୍ପିଟାଲ୍ରୁ ଭୁବନେଶ୍ୱରସ୍ଥିତ ଏକ…
ବିଦ୍ୟୁତ୍ ଦର ବୃଦ୍ଧିରେ ଯୁବକଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ପ୍ରତିବାଦ ଚାଲିଛି। ମଙ୍ଗଳବାର ରାଜ୍ୟ ବିଦ୍ୟୁତ୍ ନିୟାମକ ବୋର୍ଡ ସମ୍ମୁଖରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଟିଭି ଓ କମ୍ପ୍ୟୁଟର ପୋଡ଼ି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କରୋନାରେ ଜୀବନ…
ମେକ୍ ଇନ୍ ଓଡ଼ିଶା ପାଇଁ ଏଫ୍ଆଇସିସିଆଇ ହେବ ପାର୍ଟନର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ମେକ୍-ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ ପାଇଁ ଫେଡେରେଶନ ଅଫ୍ ଇଣ୍ଡିଆନ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ(ଏଫ୍ଆଇସିସିଆଇ) ନ୍ୟାଶନାଲ ପାର୍ଟନର ହେବ। ଏନେଇ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ଜରିଆରେ ଇପିକଲ ଏବଂ ଏଫ୍ଆଇସିସିଆଇ ମଧ୍ୟରେ ବୁଝାମଣା ପତ୍ର (ଏମ୍ଓୟୁ) ସ୍ବାକ୍ଷର…
Archives


