‘ତୁମେ ଏକ ମାହୋଲ ସେଟ୍ କରିଦେଇଛ…’, ପଞ୍ଚମ ଟି-୨୦ ପରେ ଡ୍ରେସିଂ ରମରେ କାହାକୁ ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…
ନୂଆଦିଲ୍ଲୀ,୨।୧୧: ଭାରତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜକୁ ୩-୨ରେ ଜିତି ନେଇଛି; ଏବେ ନଭେମ୍ବର ୪ ରୁ ଦିନିକିଆ (ODI) ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ମ୍ୟାଚ ଅକଲ୍ୟାଣ୍ଡରେ ଖେଳାଯିବ, ଏହା ସେହି ସ୍ଥାନ ଯେଉଁଠାରେ ଚତୁର୍ଥ ଟି-୨୦ ମ୍ୟାଚ…
ସାମ୍ବାଦିକାଙ୍କୁ ବିବାହ କରିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ଭାରି ପଡ଼ିଲା! ଓମାର ଅବଦୁଲ୍ଲାଙ୍କ ବିରୋଧରେ ଫତୱା ଜାରି; ଧର୍ମଗୁରୁ ଘୋଷଣା କଲେ…
ଶ୍ରୀନଗର,୨।୧୧: ଜମ୍ମୁ ଓ କଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏବଂ ସାମ୍ବାଦିକା ନିଧି ରାଜଦାନଙ୍କ ବିବାହ କେବଳ ରାଜନୈତିକ ଓ ସାମାଜିକ ଆଲୋଚନାର ବିଷୟ ପାଲଟିନାହିଁ, ବରଂ ଏହାକୁ ନେଇ ଧାର୍ମିକ ବିତର୍କ ମଧ୍ୟ ସୃଷ୍ଟି ହୋଇଛି। ଏହି ଦମ୍ପତି ‘ସ୍ବତନ୍ତ୍ର…
କାହିଁକି ବଢିଲା ଅମିତାଭ ବଚ୍ଚନଙ୍କ ସୁରକ୍ଷା,‘ବୁଲେଟପ୍ରୁଫ କାଚ କ୍ୟାବିନ’ ପଛରେ ରହି ପ୍ରଶଂସକମାନଙ୍କୁ ଭେଟିଲେ
ମୁମ୍ବାଇ,୨।୧୧: ବଲିଉଡ ବାଦଶାହା ଅମିତାଭ ବଚ୍ଚନଙ୍କ ସୁରକ୍ଷାକୁ ନେଇ ବିଶେଷ ସତର୍କତା ଅବଲମ୍ବନ କରାଯାଉଛି। ମୁମ୍ବାଇ ସ୍ଥିତ ତାଙ୍କ ବାସଭବନ ‘ଜଲସା’କୁ ବୋମା ଓ ଗ୍ରେନେଡ ବ୍ୟବହାର କରି ଉଡ଼ାଇ ଦେବାକୁ ମିଳିଥିବା ଧମକ ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ…
ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ଭାଜପାରେ ଯୋଗଦେଲେ ଆମ ଆଦମୀ ପାର୍ଟି (AAP) ର ୩ ବିଦ୍ରୋହୀ ବିଧାୟକ
ନୂଆଦିଲ୍ଲୀ,୨।୧୧: ପଞ୍ଜାବରେ ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ, ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ, ଆଜି ସୋମବାର (ନଭେମ୍ବର ୨) ଦିନ ଦିଲ୍ଲୀସ୍ଥିତ ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ‘ଏଏପି’ର ୩…
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ, ବିପର୍ଯ୍ୟୟ ସମୟରେ…
ଛତ୍ରପୁର,୨ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ପାଇଁ ଜିଲାର ସମସ୍ତ ଅଞ୍ଚଳରେ ଆଗୁଆ ପ୍ରସ୍ତୁତି ରଖିବାକୁ ଜିଲାପାଳ ଭି. କୀର୍ତ୍ତି ଭାସନ ନିର୍ଦ୍ଦେଶ ଦେଇଛନ୍ତି। ରବିବାର ଓସ୍ବାନ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସେ ବିଭିନ୍ନ ବିଭାଗର ପ୍ରସ୍ତୁତି…
‘ଭିଡ଼ ଦେଖାଇବା ପାଇଁ AI-ନିର୍ମିତ ଫଟୋ’, ରାମଲୀଳା ମୈଦାନ କାର୍ଯ୍ୟକ୍ରମକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ରିଜିଜୁ
ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ରାମଲୀଳା ମୈଦାନରେ ‘ଇଣ୍ଡିଆ’ (INDIA) ମେଣ୍ଟ ପକ୍ଷରୁ ଏକ ରାଲି ଆୟୋଜନ କରାଯାଇଥିଲା, ଯେଉଁଥିରେ ଲକ୍ଷ ଲକ୍ଷ ଲୋକ ଯୋଗ ଦେଇଥିବା ଦାବି କରାଯାଇଛି। ଏହି ଘଟଣାକୁ ନେଇ ଭାରତୀୟ ଜନତା ପାର୍ଟି (ଭାଜପା) ନେତା କିରେନ ରିଜିଜୁ…
ନ୍ୟୁଜିଲ୍ୟାଣ୍ଡ ଗସ୍ତ ସମୟରେ ଗୌତମ ଗମ୍ଭୀରଙ୍କ ଦିନିକିଆ ଆୟ କେତେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ
ନୂଆଦିଲ୍ଲୀ,୨।୧୧: ଗୌତମ ଗମ୍ଭୀର ୨୦୨୪ରେ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ ହୋଇଛନ୍ତି। ବର୍ତ୍ତମାନ ସେ ଟିମ ଇଣ୍ଡିଆ ସହିତ ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ଅଛନ୍ତି, ଯାହା ୪୦ ଦିନ ଧରି ଚାଲିବ। ଏହି ଗସ୍ତ ଅକ୍ଟୋବର ୨୨ରୁ ଆରମ୍ଭ ହୋଇ…
ACF ସୌମ୍ୟ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ସ୍ତ୍ରୀ ବିଦ୍ୟାଭାରତୀ
ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟରେ ବିଦ୍ୟାଭାରତୀ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ ପରେ ସେ ଆତ୍ମସମର୍ପଣ…
କଳାହାଣ୍ଡି ଜିଲା ଗଠନ ସମାରୋହରେ ବିଡିଓଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ
ଥୁଆମୂଳ ରାମପୁର,୨ା୧୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହ ପରିସରରେ ୭୭ତମ କଳାହାଣ୍ଡି ଜିଲା ଗଠନ ଦିବସ ସମାରୋହ-୨୦୨୬ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି। ଡବ୍ଲ୍ୟୁଇଓ ସୁଭଜୀତ ରଞ୍ଜନ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ…
IND vs NZ: ଦିନିକିଆ ସିରିଜ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ପାଇଁ ବଡ଼ ସମସ୍ୟା; ଏହି ଦୁଇ ଖେଳାଳି…
ନୂଆଦିଲ୍ଲୀ,୨।୧୧: T20 ସିରିଜରେ ପରାଜୟ ବରଣ କରିବା ପରେ, ନ୍ୟୁଜିଲ୍ୟାଣ୍ଡ ବର୍ତ୍ତମାନ ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ODI ସିରିଜ ଜିତିବା ଉପରେ ଧ୍ୟାନ କେନ୍ଦ୍ରିତ କରୁଛି। ତେବେ, ସେମାନଙ୍କ ପାଇଁ ଏକ ନିରାଶାଜନକ ଖବର ରହିଛି: ଦଳର ଦୁଇଜଣ…
ଅଷ୍ଟ୍ରେଲୀୟ ଦଳରୁ ବାଦ ପଡ଼ିଲେ ଏହି ୩ ଖେଳାଳି; ଇଂଲଣ୍ଡ ବିପକ୍ଷ ସିରିଜ ପାଇଁ ନୂଆଙ୍କୁ ସୁଯୋଗ
ନୂଆଦିଲ୍ଲୀ,୨।୧୧: କ୍ରିକେଟ ଅଷ୍ଟ୍ରେଲିଆ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଆଗାମୀ ଦିନିକିଆ (ODI) ଏବଂ ଟି-୨୦ ସିରିଜ ପାଇଁ ନିଜ ଦଳ ଘୋଷଣା କରିଛି। ଦିନିକିଆ ଦଳରୁ ତିନିଜଣ ପ୍ରମୁଖ ବୋଲରଙ୍କୁ ବାଦ ଦିଆଯାଇଥିବା ବେଳେ କେତେଜଣ ନୂଆ ଖେଳାଳିଙ୍କୁ ସାମିଲ…
ଲାଞ୍ଜିଗଡ଼ରେ ହାତୀ ଆତଙ୍କ: ଦଳିଚକଟି ନଷ୍ଟ କଲେ ଏକର ଏକର ଚାଷଜମି
ଲାଞ୍ଜିଗଡ଼,୨ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ଼ ବ୍ଲକ କାନକୁଟ୍ରୁ ପଞ୍ଚାୟତ ଅନ୍ତର୍ଗତ ଉପର କଲାସୁର ଗ୍ରାମରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ ଯୋଗୁ ଚାଷୀମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଦୀର୍ଘଦିନ ହେବ ବିଶ୍ୱନାଥପୁର ରେଞ୍ଜରେ…

