୪୦୪୨ ଚାଉଳ ଦାନାରେ ଭଗବତ୍ ଗୀତା ଲେଖିଲେ ଛାତ୍ରୀ
ହାଇଦ୍ରାବାଦ୍,୨୦।୧୦:ହାଇଦ୍ରାବାଦର ଜଣେ ଛାତ୍ରୀ ଚାଉଳରେ ଭଗବତ୍ ଗୀତା ଲେଖିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇନ ଅଧ୍ୟୟନ କରୁଥିବା ରାମଗିରି ସ୍ବାରିକା ୪୦୪୨ଟି ଚାଉଳ ଦାନାରେ ଗୀତା ଲେଖିଛନ୍ତି। ସ୍ବାରିକା ତାଙ୍କ ନୂତନ ମାଇକ୍ରୋ ଆର୍ଟ ପ୍ରୋଜେକ୍ଟ ଅଧୀନରେ ଏହି କାର୍ଯ୍ୟ କରିଛନ୍ତି।…
ବିସ୍କୁଟ ଖାଇଲେ ୪୦ ଲକ୍ଷ ଟଙ୍କା ଦରମା ଦେବ ଏହି କମ୍ପାନୀ: ଏମିତି କରିପାରିବେ ଆବେଦନ
ଚାକିରିରେ କେବଳ ବିସ୍କୁଟ ଖାଇଲେ ମିଳିବ ମୋଟା ଅଙ୍କର ଅର୍ଥ ରାଶି। ଲକ୍ଷେ କି ୨ ଲକ୍ଷ ନୁହେଁ ମିଳିବ ୪୦ ଲକ୍ଷ ଟଙ୍କା। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ଏହା ସତ। ସ୍କଟଲାଣ୍ଡର ଏକ କମ୍ପାନୀ ଏହି ଅଫର…
କମଳନାଥଙ୍କ ମନ୍ତବ୍ୟକୁ ନେଇ ରାହୁଲ ଅସନ୍ତୁଷ୍ଟ
ଓ୍ବାୟନାଡ଼, ୨୦।୧୦: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଦ୍ୱାରା ରାଜ୍ୟ ମନ୍ତ୍ରୀ ଇମର୍ତି ଦେବୀଙ୍କ ବିରୋଧରେ ଦିଆଯାଇଥିବା ଆପତ୍ତିଜନକ ମନ୍ତବ୍ୟ ନେଇ ରାହୁଲ ଗାନ୍ଧୀ ମୁହଁ ଖୋଲିଛନ୍ତି। ଏହା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ରାହୁଲ କହିଛନ୍ତି। ଏଭଳି ମନ୍ତବ୍ୟ ପ୍ରୟୋଗକୁ ସେ ବ୍ୟକ୍ତିଗତ…
ସନ୍ଧ୍ୟା ୬ଟାରେ ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୦ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ମଙ୍ଗଳବାର ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ସେ ସମସ୍ତ ଦେଶବାସୀଙ୍କୁ ଯୋଡି ହୋଇ ରହିବାକୁ ଅପିଲ କରିଛନ୍ତି…
ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ତେବେ ସେ କ’ଣ ବାର୍ତ୍ତା ଦେଉଛନ୍ତି ତା ଉପରେ ସମସ୍ତଙ୍କର ନଜର ରହିଛି। ସେହିପରି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ…
ସ୍ତ୍ରୀ ଗୌରୀଙ୍କୁ ଭାଉଜ ଡାକିଥାନ୍ତି ଶାହାରୁଖ୍: କାରଣ କହିଲେ ଏପରି…
ବଲିଉଡ୍ର କିଙ୍ଗ୍ ଖାଁ ଶାହାରୁଖ୍ ଏବେ ଖୁବ୍ ଚର୍ଚ୍ଚାରେ। ତାଙ୍କର କ୍ରିକେଟ ଦଳ ‘କୋଲକାତା ନାଇଟ୍ ରାଇଡର୍ସ’କୁ ନେଇ ସବୁ ସମୟରେ ସେ କିଛି ନା କିଛି ଟୁଇଟ୍ କରିଥାନ୍ତି। ତାଙ୍କର ସମଗ୍ର ବିଶ୍ୱରେ ଅନେକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ…
ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ
ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍ ଓ୍ବାଲେସ୍ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା ମହାମାରୀ…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୬ ଜୁଆଡି ଗିରଫ, ୧୪,୨୦୦ ଟଙ୍କା ଜବତ
ଦିଗପହଣ୍ଡି,୨୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କାଣ୍ତସର ଗାଁରେ ଦୀର୍ଘଦିନ ଧରି ଚାଲିଥିବା ଜୁଆଆଡ୍ଡା ଉପରେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…
କଂଗ୍ରେସର ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କର ମଙ୍ଗଳବାର ପରଲୋକ ଘଟିଛି। କଟକ ସଦଗୁରୁ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ଏ…
ଯୋଗୀଙ୍କ ମିଶନ ଶକ୍ତି ଯୋଜନା: ୨ ଦିନରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ, ୨୦ଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମିଶନ ଶକ୍ତି ଯୋଜନାର ଲୋକାର୍ପଣ କରିବାର ୨ ଦିନ ମଧ୍ୟରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ କରାଯାଇଛି। ସେହିପରି ୨୦ ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ କରାଯାଇଛି। ଯୋଗୀ ରାଜ୍ୟରେ…
ଡନ୍ଙ୍କୁ ଏନ୍କାଉଣ୍ଟର ଭୟ: ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ମୁକ୍ତାର ଅନସାରି
ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶର ଡନ୍ ତଥା ବହୁଜନ ସମାଜବାଦୀ ପାର୍ଟି ବିଧାୟକ ମୁକ୍ତାର ଅନସାରି ଏବେ ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ହେଉଛନ୍ତି। ରାଜ୍ୟରେ ଏନ୍କାଉଣ୍ଟର କରାଯିବା ଭୟରେ ସେ ଏଭଳି କରୁଥିବ ଚର୍ଚ୍ଚା ହେଉଛି। ଅପରାଧୀଙ୍କୁ ଏନ୍କାଉଣ୍ଟର କରିବା ଲାଗି…
ରାତାରାତି ଦେଶ ଛାଡି ଆମେରିକା ପଳାଇଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
ରକ୍ଷ୍ଟାର୍, ମାଡ୍ରାସ କାଫେ ଏବଂ ହାଉସଫୁଲ-୩ ଭଳି ହିଟ୍ ଫିଲ୍ମରେ ଅଭିନୟ କରି ବଲିଉଡରେ ନିଜର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ନର୍ଗିସ ଫାଖରି ଆଜି ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଅକ୍ଟୋବର ୨୦, ୧୯୭୯ରେ ନ୍ୟୁୟର୍କରେ ଜନ୍ମଗ୍ରହଣ…
Archives


