କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ମେଦବହୁଳତା
ମେଦବହୁଳତା ଆଜିକାଲି ଏକ ସାଧାରଣ ସମସ୍ୟା ପାଲିଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ତେବେ ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ବିଶେଷଜ୍ଞମାନେ।…
ଡେମଚୋକ୍ରୁ ଧରାପଡ଼ିଲେ ଚାଇନା ସୈନ୍ୟ: ଗୁପ୍ତ କାଗଜପତ୍ର ଜବତ
ଲେହ, ୧୯।୧୦: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା କମିବାର ନା ଧରୁନି। ସୋମବାର ଲଦାଖର ଡେମଚୋକ୍ ଅଞ୍ଚଳରୁ ଜଣେ ଚାଇନା ସୈନ୍ୟଙ୍କୁ ଭାରତୀୟ ଯବାନମାନେ ଧରିଛନ୍ତି। ସେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିଲେ। ତାଙ୍କ ପାଖରୁ ବହୁ ଗୁପ୍ତ କାଗଜପତ୍ର ଜବତ…
ଜାଣନ୍ତି ଅପରେଶନ ସମୟରେ ଡାକ୍ତରମାନେ କାହିଁକି ପିନ୍ଧିଥାନ୍ତି ସବୁଜ କିମ୍ବା ନୀଳ ରଙ୍ଗର ପୋଷାକ
ହସ୍ପିଟାଲରେ ଡାକ୍ତରମାନେ ଅପରେଶନ କରିବା ସମୟରେ ସବୁଜ କିମ୍ବା ନୀଳ ରଙ୍ଗର ପୋଷାକ ପିନ୍ଧୁଥିବା ନିଶ୍ଚିତ ଦେଖିଥିବେ। କେବେ ମନକୁ ପ୍ରଶ୍ନ ଆସିଛି କି ଏତେ ରଙ୍ଗ ଥାଇ ଡାକ୍ତରମାନେ କାହିଁକି ଏହି ଦୁଇ ରଙ୍ଗର କପଡ଼ା ପିନ୍ଧୁଛନ୍ତି। ତେବେ ଆସନ୍ତୁ…
ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା
ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର ୬,…
ମଡେଲିଂ କରୁଛି ଭାଲୁ!
ଭାଲୁ କରୁଛି ମଡେଲିଂ। କଥାଟା ଆଶ୍ଚର୍ଯ୍ୟ ଲାଗୁଥାଇପାରେ କିନ୍ତୁ ସତ। ରୁଷରେ ରହୁଥିବା ଏକ ୨୮ ବର୍ଷୀୟ ଭାଲୁ ମଡେଲିଂ କରୁଛି। ଭେଟଲାନା ଏବଂ ୟୁରି ପାଣ୍ଟେଲିଙ୍କୋଙ୍କ ଘରେ ରହୁଥିବା ଏହି ଭାଲୁଟିର ପ୍ରତିଭାକୁ ଚିହ୍ନିଥିଲେ ମସ୍କୋରେ ରହୁଥିବା ବିଶିଷ୍ଟ ଫଟୋଗ୍ରାଫର…
ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି
କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…
ଫାରୁକ୍ଙ୍କ ଉପରେ ଇଡ଼ି ଛାଟ: ୧୧୩ କୋଟି ଦୁର୍ନୀତି ନେଇ ପଚରାଉଚରା ଆରମ୍ଭ
ନୂଆଦିଲ୍ଲୀ, ୧୯।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲାଙ୍କ ଉପରେ ଏବେ ଇଡ଼ିର ଛାଟ ଆରମ୍ଭ ହୋଇଛି। ରାଜ୍ୟର କ୍ରିକେଟ ଆସୋସିଏଶନ୍ରେ ଘଟିଥିବା ୧୧୩ କୋଟି ଟଙ୍କାର ଦୁର୍ନୀତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଫାରୁକ୍ଙ୍କୁ ପଚରାଉଚରା କରାଯାଉଛି। ୨୦୧୨ରେ ଏହି…
ନଦୀରେ କୁମ୍ଭୀର ସହ ପହଁରୁଥିଲେ ଜଣେ ବ୍ୟକ୍ତି, ପରେ ଘଟିଲା ଏମିତି; ଦେଖନ୍ତୁ ଭିଡିଓ
ଜଣେ ବ୍ୟକ୍ତି କୁମ୍ଭୀରଙ୍କ ସହିତ ଗାଧୋଇବାକୁ ନଦୀକୁ ଯାଇଥିଲେ। ପ୍ରାରମ୍ଭରେ ସେ କୁମ୍ଭୀର ସହିତ ମଜା କରୁଥିଲେ। ମାତ୍ର ଶେଷ ପରିସ୍ଥିତ ବହୁ ଭୟଙ୍କର ଥିଲା। ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ବର୍ତ୍ତମାନ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଇଛି, ନଦୀରେ…
ଚାଇନାକୁ ଝଟ୍କା: ଦୀପାବଳିରେ କ୍ଷତି ହେବ ୪୨ ହଜାର କୋଟି
ନୂଆଦିଲ୍ଲୀ, ୧୯।୧୦: ଚଳିତ ଦୀପାବଳିରେ ଚାଇନାକୁ ବ୍ୟବସାୟରେ ବଡ଼ ଝଟ୍କା ଲାଗିବ ବୋଲି ଚର୍ଚ୍ଚା ହେଉଛି। ପୂର୍ବରୁ ଦୀପାବଳିରେ ଭାରତକୁ ବହୁ ଚାଇନା ସାମଗ୍ରୀର ଆମଦାନୀ ହେଉଥିତ୍ବାବେଳେ ଏଥର ଭାରତୀୟ ବ୍ୟବସାୟୀଙ୍କ ପକ୍ଷରୁ ଚାଇନା କମ୍ପାନୀଗୁଡ଼ିକୁ କୌଣସି ଅର୍ଡର ଦିଆଯାଇନାହିଁି। ଦୀପାବଳିରେ…
ପରିବାର ଚଳାଇବା ପାଇଁ ଘରେ ମଦ ତିଆରିକରି ବିକ୍ରି କରୁଛନ୍ତି ସ୍ବର୍ଣ୍ଣ ପଦକ ବିଜେତା ଏହି ଖେଳାଳି
ଯେତେବେଳେ କେହି ଜଣେ ସ୍ବର୍ଣ୍ଣ ପଦକ ଜିତିଥାନ୍ତି, ତାଙ୍କ ପରିବାର ସହ ପଡୋଶୀ ମଧ୍ୟ ବହୁତ ଖୁସି ହୋଇଥାନ୍ତି। ସେମିତି ଜଣେ ହେଲେ ଝାରଖଣ୍ଡର ଭିମଲା ମୁଣ୍ଡା। ଭିମଲା କରାଟେରେ ସ୍ବର୍ଣ୍ଣ ପଦକ ଜିତି ନିଜ ଅଞ୍ଚଳର ନାମ ଉଚ୍ଚ କରିଥିଲେ।…
ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ଜବତ
କୋରାପୁଟ,୧୯ା୧୦(ସ୍ବ.ପ୍ର.): କୋରାପୁଟ ଜିଲାର ସୀମାନ୍ତ ଆଙ୍କଦଳି ଅଞ୍ଚଳରୁ ଏକ ପ୍ଲାଷ୍ଟିକ୍ ଡ୍ରମରେ ପୋତା ଯାଇଥିବା ବିପୁଳ ପରିମାରଣର ମାଓବାଦୀ ବିସ୍ଫୋରକ ଜବତ କରାଯାଇଛି। କୋରାପୁଟ ଡିଭିଏଫ୍ ଏବଂ ଆଙ୍କଦଳି ବିଏସ୍ଏଫ୍ର ମିଳିତ ଅପରେଶନ ସମୟରେ ଏହି ସାମଗ୍ରୀ ଜବତ କରାଯାଇଥିବା ଏସ୍ପି…
ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ, ୩ ଗିରଫ
ଜେନାପୁର,୧୯ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଏଣ୍ଡଳବା ପଞ୍ଚୟତ ଅଧୀନ ମାଳହାଟ ଗ୍ରାମସ୍ଥିତ ଏକ ଘରୁ ବିଭିନ୍ନ ବ୍ରାଣ୍ଡର ନକଲି ଜର୍ଦ୍ଦା ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯାଜପୁରରୋଡ୍ ଏସ୍ଡିପିଓ ଚିନ୍ମୟ କୁମାର ନାୟକ…
Archives


