ପରଲୋକରେ ଟେଲି ଅଭିନେତା
ମୁମ୍ବାଇ,୨୪।୧୧: ଚଳିତ ବର୍ଷ ଫିଲ୍ମ ଇଣ୍ଡଷ୍ଟ୍ରି ହେଉ ବା ସିରିୟଲ୍ ଜଗତ ପାଇଁ ଏକ କଳାବର୍ଷ ପାଲଟିଛି। ୨୦୨୦ କେତେକ ବିଶିଷ୍ଟ ଅଭିନେତା ଓ ଅଭିନେତ୍ରୀଙ୍କୁ ପ୍ରଂଶକଙ୍କଠାରୁ ଛଡ଼ାଇନେଇଛି। ଇତିମଧ୍ୟରେ ଜଣାଶୁଣା ଟେଲି ଅଭିନେତା ତଥା ‘ସସୁରାଲ ସିମର କା’ ଫେମ୍…
ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ
ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା…
କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
କର୍କଟରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା
ତାମିଲ ସିନେମାର ପ୍ରସିଦ୍ଧ ଅଭିନେତା ଥଭାସିଙ୍କର ସୋମବାର ରାତିରେ ମୃତ୍ୟୁ ଘଟିଛି। ଗତ କିଛି ଦିନ ହେବ ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ସେ ଚିକିତ୍ସିତ ହେଉଥିବା ତାମିଲନାଡୁର…
କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍ ଚିହ୍ନଟ, ଆଗରେ କେନ୍ଦୁଝର
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪…
ମାନିଲା ଗ୍ଲୋବାଲ ଟାଇମ୍ସ୍: ଭୁଟାନରେ ଗାଁ ସ୍ଥାପନ କରିଛି ଚାଇନା
ବେଜିଂ,୨୪।୧୧: ଚାଇନାର ସରକାରୀ ଖବର କାଗଜ ଗ୍ଲୋବାଲ୍ ଟାଇମ୍ସ୍ରେ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶିତ ହୋଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଭୁଟାନରେ ଚାଇନା ଏକ ଗାଁ ସ୍ଥାପନ କରିଛି। ବିବାଦୀୟ ଜମିରେ ଚାଇନାର ପାଙ୍ଗଡ଼ା ଗାଁ ରହିଛି। ଗାଁର ଫଟୋ ମଧ୍ୟ…
କରୋନା ସ୍ଥିତି ସମୀକ୍ଷା କଲେ ମୋଦି-ଶାହା
ନୂଆଦିଲ୍ଲୀ,୨୪।୧୧: କରୋନା ମହାମାରୀ ସଙ୍କଟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ଏକ ବୈଠକରେ ଯୋଗଦେଇ ସ୍ଥିତି ସମୀକ୍ଷା କରିଛନ୍ତି। କେରଳ, ପଶ୍ଚିମବଙ୍ଗ, ହରିୟାଣା, ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ଛତିଶଗଡ଼ ଆଦି…
ମାଡ଼ି ଆସୁଛି ବିପଦ: ହିମ ପାହାଡ଼ ତରଳିଲେ ଅଜଣା ଅଣୁଜୀବ ମାନବ ସଭ୍ୟତା ପାଇଁ ସୃଷ୍ଟି କରିବ ସଙ୍କଟ
ଓ୍ବାଶିଂଟନ,୨୪।୧୧: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି।…
ବୁଧବାର ତାମିଲନାଡୁ ଛୁଇଁବ ବାତ୍ୟା ‘ନିବାର’
ଚେନ୍ନାଇ,୨୪।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିବାର’ ବୁଧବାର ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଛୁଇଁବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ପରେ ବଙ୍ଗୋପ ସାଗରରେ ପ୍ରଥମ ଥର ପାଇଁ ଏହି ସାମୁଦ୍ରିକ ଝଡ଼…
ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ
ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ ଧରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ଗତ ୧୦…
କେରଳ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶ ସ୍ଥଗିତ
ଥିରୁଭାନନ୍ତପୁରମ୍, ୨୪।୧୧: ବିରୋଧୀ ଦଳ, ଗଣମାଧ୍ୟମ ଓ ସିଭିଲ୍ ସୋସାଇଟିର ତୀବ୍ର ପ୍ରତିବାଦ ଫଳରେ କେରଳ ସରକାର ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖିଛନ୍ତି। ଉକ୍ତ ଅଧ୍ୟାଦେଶ ବାକ୍ ସ୍ବାଧୀନତା ଓ ଯେକୌଣସି ମାଧ୍ୟମରେ ମତାମତ ଦେବା ଅଧିକାରକୁ…
ଜୀବସତ୍ତା ପାଇଁ ମଙ୍ଗଳ ସମର୍ଥ ଥିଲା
ନ୍ୟୁୟର୍କ, ୨୪।୧୧(ପି.ଟି.): ମଙ୍ଗଳ ଗ୍ରହରେ ପାଖାପାଖି ୪୦୦ କୋଟି ବର୍ଷ ପୂର୍ବେ ବଡ଼ ଧରଣର ବନ୍ୟା ଆସିଥିଲା। ଏହି ବନ୍ୟା ଗାଲେ କ୍ରାଟର (ଶୁଷ୍କ ହ୍ରଦ)ରେ ମାଡ଼ିଯାଇଥିଲା ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିବା ପରେ ଲାଲ୍ ଗ୍ରହରେ ଜୀବସତ୍ତା ତିଷ୍ଠି ରହିବା…

