Home

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୬୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୦୪, ସୁନ୍ଦରଗଡରୁ ୧୭୧, ଅନୁଗୋଳରୁ ୧୪୮, ଯାଜପୁରରୁ ୧୧୯, ବାଲେଶ୍ୱରରୁ ୧୧୩, ସମ୍ବଲପୁରରୁ ୧୦୯, ମୟୂରଭଞ୍ଜରୁ ୯୯, ବଲାଙ୍ଗୀରରୁ…

ମୋଦି ଦେଇଥିବା ସମ୍ମାନ କେବେ ଭୁଲି ପାରିବି ନାହିଁ: ଚିରାଗ

ପାଟନା,୧୮।୧୦: ବିହାର ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ଲୋକ ଜନଶକ୍ତି ପାର୍ଟିର ରାଷ୍ଟ୍ରୀୟ ସଭାପତି ଚିରାଗ ପାଶୱାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାରମ୍ବାର ପ୍ରଶଂସା କରୁଥିବା ନଜିର ରହିଛି। ନିର୍ବାଚନ ପୂର୍ବରୁ ଚିରାଗଙ୍କ ଏହା ଏକ ଚାଲ୍‌ ବୋଲି ବିରୋଧୀ କହିଛନ୍ତି।…

ପାକିସ୍ତାନକୁ ପ୍ରଶଂସା କରି ଫସିଲେ ଶଶି ଥରୁର

ନୂଆଦିଲ୍ଲୀ,୧୮।୧୦: ପୁଣି ବିବାଦରେ କଂଗ୍ରେସ ନେତା ଶଶି ଥରୁର। ପାକିସ୍ତାନର ଲାହୋର ଲିଟରେଚର୍‌ ଫେଷ୍ଟିଭାଲରେ ଯୋଗ ଦେଇ ଭାରତ ସରକାରଙ୍କୁ ନିନ୍ଦା କରି ସେ ଫସିଯାଇଛନ୍ତି। ନିକଟରେ ଲାହୋରରେ ଅନୁଷ୍ଠିତ ଲିଟରଚେର ଫେଷ୍ଟିଭାଲକୁ ସମ୍ବୋଧନ କରିବାକୁ ଯାଇ ଥରୁର ଭାରତ ସରକାରଙ୍କ…

ଏହି ଦିନ ବିବାହ କରିବେ ନେହା କକ୍କର!

ପ୍ରସିଦ୍ଧ ଗାୟିକା ନେହା କକ୍କର ଏବଂ ରୋହନପ୍ରୀତ ସିଂ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ଦୁହିଁଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କାର୍ଡରେ ଏହା ସ୍ପଷ୍ଟ ଦେଖାଯାଉଛି ଯେ ନେହା ଏବଂ ରୋହନପ୍ରୀତ ଅକ୍ଟୋବର…

୧୦ ହଜାର ଟଙ୍କାର ବାଜି ଜିତିବା ପାଇଁ ଏମିତି ପଦକ୍ଷେପ ନେଲେ ଯୁବକ

ଲକ୍ଷ୍ନୌ,୧୮।୧୦: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଟି ଭିନ୍ନ ଟ୍ରାକ୍ଟର ଡ୍ରାଇଭର ଏକ ଉଚ୍ଚ କାଦୁଅ ଗଦା ଉପରେ ଟ୍ରାକ୍ଟର ଚଢାଇବା ପାଇଁ ୧୦ ହଜାର ଟଙ୍କା ସର୍ତ୍ତ ଲଗାଇଥିଲେ। କାଦୁଅ ଗଦା ଏତେ ଉଚ୍ଚ ଥିଲା…

ଭାଜପା ପ୍ରାର୍ଥୀଙ୍କୁ ଆଇଟମ୍‌ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୋପାଳ,୧୮।୧୦: ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। ମଧ୍ୟପ୍ରଦେଶରେ ଉପ-ନିର୍ବାଚନ ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି। ଉପନିର୍ବାଚନରେ ଲଢୁଥିବା ଭାରତୀୟ ଜନତା ପାର୍ଟିର ମହିଳା ପ୍ରାର୍ଥୀ ଇମର୍ତ୍ତୀ ଦେବୀଙ୍କ ସମ୍ପର୍କରେ କଂଗ୍ରେସ ନେତା…

ଚା’ ଦୋକାନରେ କପ୍‌ ଧୋଉଥିଲେ ଏହି ପ୍ରସିଦ୍ଧ ଅଭିନେତା

ଅଭିନୟ ଦୁନିଆରେ ପାଦ ଦେବା ପୂର୍ବରୁ ମନରେ ପ୍ରଥମ ଚିନ୍ତାଧାରା ଆସେ ଯେ ଅଭିନୟ ବ୍ୟତୀତ ସ୍ମାର୍ଟ ଏବଂ ରୂପରେ ସୁନ୍ଦର ହେବା ନିହାତି ଆବଶ୍ୟକ। କିନ୍ତୁ ପ୍ରସିଦ୍ଧ ଅଭିନେତା ଓମ ପୁରୀ ଏହାର ବିପରୀତ ଥିଲେ। ସେ ସ୍ମାର୍ଟ ନ…

ଅନ୍ତଃବସ୍ତ୍ରରେ କରୋନା ପାଣ୍ଠି ଟଙ୍କା ଲୁଚାଇଥିଲେ ଏମ୍‌ପି

ମସ୍କୋ,୧୮।୧୦:ଗୋଟିଏ ପଟେ ସମଗ୍ର ବିଶ୍ୱ କରୋନା ଭାଇରସ ମହାମାରୀ ସହ ସଂଘର୍ଷ କରୁଥିବାବେଳେ ରୁଷରେ କରୋନା ପାଣ୍ଠି ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗର ଅନୁସନ୍ଧାନ ବେଳେ ବ୍ରାଜିଲ ଦୁର୍ନୀତି ନିବାରଣ ୟୁନିଟ ଜଣେ ଏମ୍‌ପିଙ୍କୁ ଗିରଫ କରିଛି। ଅନୁସନ୍ଧାନକାରୀ…

ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…

ଅନୁଷ୍କାଙ୍କ ଡେଲିଭରୀ ଡେଟ୍‌ ଜଣାଇଲେ ବିରାଟ!

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଛନ୍ତି। ଗର୍ଭାବସ୍ଥାର ଅନୁଭବକୁ ନିଜ ପ୍ରଶଂସକଙ୍କ ସହ ବେଳେବେଳେ ଶେୟାର ମଧ୍ୟ କରୁଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ…

ହାଓଡା ବ୍ରିଜ୍‌

ଅନେକ ଭାଷାଭାଷୀର ଚଳଚ୍ଚିତ୍ରରେ ଆପଣମାନେ ହାଓଡ଼ା ବ୍ରିଜ୍‌ର ଚିତ୍ର ଦେଖିଥିବେ ନିଶ୍ଚିତ। କଲିକତା ସହରରେ ରହିଥିବା ଏହି ବ୍ରିଜ୍‌ର ଆଶ୍ଚର୍ଯ୍ୟଜନକ ନିର୍ମାଣ ଶୈଳୀ କେବଳ ଆମ ଦେଶ ନୁହେଁ ବିଦେଶୀ ପର୍ଯ୍ୟଟକଙ୍କୁ ବି ଆକର୍ଷିତ କରିଥାଏ। ଆସନ୍ତୁ ଜାଣିବା ଏହା ସମ୍ପର୍କରେ…

ଇଲେକ୍ଟ୍ରୋନିକ୍‌ ସାମଗ୍ରୀ କିଣୁଥିଲେ

ବର୍ତ୍ତମାନ ବିଭିନ୍ନ ଇଲେକ୍ଟ୍ରୋନିକ୍‌ ସାମଗ୍ରୀ ଆମ ସମସ୍ତଙ୍କର ଦୈନନ୍ଦିନ ଜୀବନର ଆବଶ୍ୟକତା ପାଲଟିଗଲାଣି। ଏସବୁ ବିନା କୌଣସି କାର୍ଯ୍ୟ କରିବା ଏକ ପ୍ରକାର ଅସମ୍ଭବ ମନେହେଉଛି। ତେଣୁ ଏସବୁ ବହୁମାତ୍ରାରେ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ତେବେ ଏଭଳି ସାମଗ୍ରୀ କିଣିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri